କୌଣସି ପକ୍ଷ ଚାହାନ୍ତି ନି ଯୁଦ୍ଧ: ଚାଇନା…

ବେଜିଂ,୨୩।୩ : ସାଂଘାଇ ସହଯୋଗ ସଂଗଠନ (ଏସସିଓ) ଶିଖର ସମ୍ମିଳନୀ ପାଇଁ ଭାରତ ଚାଇନା ରାଷ୍ଟ୍ରପତି ଶି ଜିନପିଙ୍ଗଙ୍କୁ ଏକ ସରକାରୀ ନିମନ୍ତ୍ରଣ ପଠାଇଛି। ବୁଧବାର ଚାଇନା ଏହା ନିଶ୍ଚିତ କରିଛି। ଚାଇନା ବୈଦେଶିକ ବ୍ୟାପାର ଦାୟିତ୍ୱରେ ଥିବା ମା ଜିଆ କହିଛନ୍ତି ଯେ ସିସିଓ ବୈଠକ ପାଇଁ ଜିନପିଙ୍ଗ ଆସିବେ କି ନାହିଁ ତାହା ଏପର୍ଯ୍ୟନ୍ତ ସ୍ଥିର ହୋଇ ନାହିଁ। ବର୍ତ୍ତମାନ ଏହାର କାରଣ ହେଉଛି ଶିଖର ସମ୍ମିଳନୀର ତାରିଖ ଏପର୍ଯ୍ୟନ୍ତ ସ୍ଥିର ହୋଇନାହିଁ।

ଜି -୨୦ ଶିଖର ବୈଠକର ଦୁଇ ମାସ ପୂର୍ବରୁ ଜୁଲାଇ ପ୍ରଥମ ସପ୍ତାହରେ ଏସସିଓ ବୈଠକ ହେବାର ସମ୍ଭାବନା ରହିଛି। ଏହି ଅବସରରେ ଭାରତ ଗତ ବର୍ଷ ବାଲି ଘୋଷଣାନାମାରେ ୟୁକ୍ରେନ ପ୍ରସଙ୍ଗରେ ଏକ ସହମତି ସୃଷ୍ଟି କରିବାକୁ ଆଶା କରିବ। ତେବେ ଏହି ସମସ୍ୟା ସହ ଜଡିତ ଜଟିଳତା ହେତୁ ଭାରତର ଉଦ୍ୟମ ପ୍ରଭାବହୀନ ରହିବାର ସମ୍ଭାବନା ରହିଛି। ଉଲ୍ଲେଖନୀୟ ବିଷୟ ହେଉଛି,ନିଜ ନିଜର ଶିଖର ସମ୍ମିଳନୀରେ ଜିନପିଙ୍ଗ ଏବଂ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ବହୁପକ୍ଷୀୟ ପ୍ଲାଟଫର୍ମର ରାଜନୀତିକରଣ ଉପରେ ପାଶ୍ଚାତ୍ୟ ଦେଶମାନଙ୍କ କାର୍ଯ୍ୟକୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି। ସେମାନେ ଅଭିଯୋଗ କରିଛନ୍ତି ଯେ ଏହି ବିଶ୍ୱସ୍ତରୀୟ ଫୋରମର ଏଜେଣ୍ଡାକୁ ଦୁର୍ବଳ କରିବା ପାଇଁ ଅପ୍ରାସଙ୍ଗିକ ପ୍ରସଙ୍ଗ ବ୍ୟବହାର କରିବାକୁ ଚେଷ୍ଟା କରାଯାଇଛି। ଚାଇନା ବୈଦେଶିକ ମନ୍ତ୍ରଣାଳୟ କହିଛି ଯେ, କୌଣସି ପକ୍ଷ ଯୁଦ୍ଧ ଚାହାନ୍ତି ନି।

 


Enter your email to get our daily news in your inbox.

All Right Reserved By Dharitri.Com

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ନିଯୁକ୍ତି ମେଳାରେ ୧୩୭ ପ୍ରାର୍ଥୀ ଚୟନ

କୋରାପୁଟ,୨୧ା୮(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ବୋର୍ଡ ଅଫ ପ୍ରାକ୍ଟିକାଲ ଟ୍ରେନିଂ (ଇଷ୍ଟର୍ଣ୍ଣ ରିଜିଅନ) ସହଯୋଗରେ ସୁନାବେଡ଼ାସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ସ୍ନାତକ ଛାତ୍ରୀଛାତ୍ରଙ୍କ ପାଇଁ…

ପ୍ରଶାସନିକ ଉଦାସୀନତା: ରାସ୍ତାରେ ଆଣ୍ଠୁଏ କାଦୁଅ, ଯାତାୟାତରେ ସମସ୍ୟା ନେଇ…

ଜମନକିରା,୨୧ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଯାତାୟାତ ସୁବିଧା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ପ୍ରଶାସନିକ ଉଦାସୀନତା ଓ ଦୂରଦୃଷ୍ଟିହୀନ କାର୍ଯ୍ୟ ଯୋଗୁ…

ବରିଷ୍ଠ IPS ସ୍ତରରେ ଅଦଳବଦଳ: ଜାଣନ୍ତୁ କାହାକୁ କେଉଁ ଦାୟିତ୍ୱ

ଭୁବନେଶ୍ୱର,୨୧।୮: ରାଜ୍ୟ ସରକାର ବରିଷ୍ଠ IPS ସ୍ତରରେ ଅଦଳବଦଳ କରିଛନ୍ତି। ପୋଲିସ ପ୍ରଶାସନକୁ ଅଧିକ ସୁଦୃଢ଼ ଓ ସକ୍ରିୟ କରିବା ଲକ୍ଷ୍ୟରେ ବରିଷ୍ଠ IPS ଅଧିକାରୀମାନଙ୍କୁ ବିଭିନ୍ନ…

ମେଗା ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ ଗ୍ରାମସଭା, ପ୍ରଭାବିତ ଗ୍ରାମ୍ୟ କମିଟି ତରଫରୁ ଗାଁରେ ବିରୋଧ କରାଯିବାରୁ…

ପାଟଣା,୨୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅନ୍ତର୍ଗତ ଚେମେଣା ଓ ଯମୁନା ପୋଷି ପଞ୍ଚାୟତ ୧୨ଟି ମୌଜାକୁ ନେଇ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ…

ଚାଷୀ ପଞ୍ଜୀକରଣ ସରଳୀକରଣ ଓ ସମୟସୀମା ଅବଧି ବୃଦ୍ଧି ନେଇ ଆନ୍ଦୋଳନ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଅଖିଳ ଭାରତ କୃଷକ ସଭା ଅନୁବନ୍ଧିତ ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ବିକ୍ଷୋଭ ପ୍ରଦର୍ଶନ…

୨୭ ନା ୨୮ କେବେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ କ’ଣ କହିଲେ ପ୍ରଭାତୀ ପରିଡ଼ା

ଭୁବନେଶ୍ୱର,୨୧ା୮: ଚଳିତ ବର୍ଷ ରକ୍ଷାବନ୍ଧନ ପର୍ବକୁ ନେଇଥିବା ଦ୍ୱନ୍ଦ୍ୱ ଦୂର ହୋଇଛି। ୨୭ରେ ରକ୍ଷାବନ୍ଧନ ପର୍ବ ପାଳନ କରାଯିବାକୁ ଥିବାବେଳେ ରାଖୀପୂର୍ଣ୍ଣିମା ୨୮ରେ। ତେଣୁ ଏହି ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri