ପ୍ରେମ ପାଇଁ ହାତରେ ନାହିଁ ସମୟ…

ମୁମ୍ବାଇ: ଛୋଟ ପରଦାରେ ନିଜର ଅଭିନୟ ପାଇଁ ବେଶ ଚର୍ଚ୍ଚାରେ ଥିବା ସୃତି ଝାଙ୍କୁ ଶୁକ୍ରବାର ୩୫ବର୍ଷ ପୂରଣ ହୋଇଛି। ୧୯୮୬ ଫେବୃୟାରୀ ୨୬ରେ ସେ ବେଗୁସରାଇଠାରେ ଜନ୍ମଗ୍ରହଣ କରିଥିଲେ। ଦିଲ୍ଲୀର ଭେଙ୍କଟେଶ୍ୱର କଲେଜରୁ ଇଂଲିଶରେ ବିଏ ପାସ୍‌ କରିବା ପରେ ୨୦୦୭ରେ ଧୁମ ମଚାଓ ଧୁମ୍‌ରେ ଅଭିନୟ କରି ସେ ନିଜ କ୍ୟାରିୟର ଆରମ୍ଭ କରିଥିଲେ। ଏହାପରେ ଦିଲ୍‌ ସେ ଦିଲ୍‌ ଦୁଆ, ସୌଭାଗ୍ୟବତୀ ଭବରେ ମଧ୍ୟ ଅଭିନୟ କରିଥିଲେ। ତେବେ ୨୦୧୪ରେ ଏକତା କପୁରଙ୍କ କୁମ୍‌କୁମ୍‌ ଭାଗ୍ୟ ତାଙ୍କ ପାଇଁ ଛୋଟ ପରଦାରେ ବେଶ ପରିଚିତି ଆଣିଦେଇଥିଲା। ସୃତି ଜମାଇ ରାଜା, ଟଶନ-ଇ-ଇଶ୍କ, ନାଚ ବଲିଏ, କୁଣ୍ଡଳୀ ଭାଗ୍ୟ ଆଦିରେ ଅଭିନୟ କରି ଘରେ ଘରେ ପରିଚିତି ହାସଲ କରି ପାରିଛନ୍ତି। ଏବେ ତାଙ୍କ ପ୍ରାଇସ୍‌ ମଧ୍ୟ ବହୁଗୁଣା ବଢ଼ିଥିବା ଛୋଟ ପରଦାରେ ଚର୍ଚ୍ଚା ହେଉଛି। ତାଙ୍କ ହାତରେ ପ୍ରେମ ପାଇଁ ସମୟ ନ ଥିବା ସେ ବହୁଥର ସାକ୍ଷାତ୍‌କାର ସମୟରେ କହି ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ଗଛକଟା, ଲଘୁ ଖଣିଜ ସମ୍ପଦ ଲୁଟ୍‌, ମାସକ ମଧ୍ୟରେ ରିପୋର୍ଟ ଲୋଡ଼ିଲେ ଏନ୍‌ଜିଟି

ଭୁବନେଶ୍ୱର,୨୪।୮(ରବିନାରାୟଣ ଜେନା): ରାଜ୍ୟରେ ଲଘୁ ଖଣିଜ ସମ୍ପଦ ମନଇଚ୍ଛା ଖୋଳା ଚାଲିଛି। ସରକାରୀ ନୀତି ଗୋଟିଏ କଥା କହୁଥିବାବେଳେ ଲିଜ୍‌ଧାରୀମାନେ ସେସବୁକୁ ଭ୍ରୂକ୍ଷେପ ନ କରି ଯେଉଁଠି…

ସାଉଦି-ପାକ୍‌-ତୁର୍କୀ ପ୍ରତିରକ୍ଷା ମେଣ୍ଟରେ ସାମିଲ ହେବାକୁ ବାଂଲାଦେଶ ଆଗ୍ରହୀ

ନୂଆଦିଲ୍ଲୀ,୨୪ା୮: ସାଉଦି ଆରବ, ପାକିସ୍ତାନ ଏବଂ ତୁର୍କୀ ମଧ୍ୟରେ ନିକଟରେ ପ୍ରତିରକ୍ଷା ମେଣ୍ଟ ହୋଇଥିବାବେଳେ ସେଥିରେ ସାମିଲ ହେବା ଲାଗି ବାଂଲାଦେଶ ଆଗ୍ରହୀ ଥିବା ଏହାର ୨…

ସରକାରୀ ହସ୍ପିଟାଲରେ ଭୟଙ୍କର ଅଗ୍ନିକାଣ୍ଡ, ଜୀବନ୍ତ ଜଳିଗଲେ ୩ ନବଜାତ ଶିଶୁ

ଅମରାବତୀ,୨୪।୮: ସୋମବାର (୨୪ ଅଗଷ୍ଟ) ଭୋର ପ୍ରାୟ ୩ଟା ୩୦ ସମୟରେ ମହାରାଷ୍ଟ୍ରର ଅମରାବତୀ ଜିଲାରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଅମରାବତୀର ସରକାରୀ ମହିଳା…

୧୦ ଦିନ ପରେ ବି ପ୍ରୋରୋଗ ହୋଇନି ପାର୍ଲାମେଣ୍ଟ

ନୂଆଦିଲ୍ଲୀ,୨୪ା୮: ପାର୍ଲାମେଣ୍ଟର ଉଭୟ ଗୃହକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରାଯିବା ଇତିମଧ୍ୟରେ ୧୦ ଦିନ ବିତିଥିଲେ ମଧ୍ୟ ଏହାକୁ ଆନୁଷ୍ଠାନିକ ଭାବେ ବନ୍ଦ କରାଯାଇନାହିଁ।…

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri