ଇମ୍ରାନଙ୍କୁ ମିଳିଲା ୭୨ ଘଣ୍ଟା: ନ୍ୟାଶନାଲ ଆସେମ୍ଲି ୩ ଏପ୍ରିଲ ପର୍ଯ୍ୟନ୍ତ ସ୍ଥଗିତ

ଇସଲାମାବାଦ,୩୧ ।୩: ପାକିସ୍ତାନର ଅବସ୍ଥା ବେଳକୁ ବେଳ ବଦଳିବାରେ ଲାଗିଛି । ପାକିସ୍ତାନ ଆସେମ୍ଲିର ଡେପୁଟି ସ୍ପିକର ସଂସଦରେ ଭୋଟିଂ ପୂର୍ବରୁ ୩ ଏପ୍ରିଲ ସକାଳ ୧୧ଟା ୩୦ ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି । ଭୋଟିଂ ୩ ଏପ୍ରିଲରେ ହେବ । ଗୁରୁବାର ଇମ୍ରାନ ଖାଁ ସରକାରଙ୍କ ବିରୋଧରେ ଅବିଶ୍ୱାସ ପ୍ରସ୍ତାବ ଉପରେ ଆଲୋଚନା ହେବାର ଥିଲା । ଏବେ ପ୍ରଧାନମନ୍ତ୍ରି ଇମ୍ରାନ ଖାଁଙ୍କୁ ୭୨ ଘଣ୍ଟା ସମୟ ମିଳିଯାଇଛି । ସଂସଦ ସ୍ଥଗିତ ହେବା ପରେ ବିରାଧି ସଂସଦରେ ବିରୋଧ ପ୍ରଦର୍ଶନ କରିଛନ୍ତି ।

ପିଏମଏଲ(ଏନ୍‌) ନେତା ଶହବାଜ ଶରିଫ ଇମ୍ରାନଙ୍କୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି ଇମ୍ରାନଙ୍କୁ ପ୍ରଧାନମନ୍ତ୍ରୀ ପଦରେ ରହିବାର କୌଣସି ଅଧିକାର ନାହିଁ । ଆମ ପାଖରେ ବହୁମତ ରହିଛି, ଆମକୁ ସୁଯୋଗ ଦିଆଯାଉ । ଇମ୍ରାନ ନିଚ ସ୍ତରର ରାଜନୀତି କରୁଛନ୍ତି । ଭାରତର ନାଁ ନେଇ ମିଛ କହୁଛନ୍ତି । ସମ୍ବିଧାନର ଧଜିଆ ଉଡାଯାଇଛି । ସ୍ପିକର ବି ସମ୍ବିଧାନର ଉଲ୍ଲଂଘନ କରିଛନ୍ତି ବୋଲି ଶରିଫ କହିଛନ୍ତି ।
ସୂଚନାଯୋଗ୍ୟ, ଏହା ପୂର୍ବରୁ ଇମ୍ରାନ ବିରୋଧିଙ୍କୁ ଅଫର ଦେଇଥିଲେ । ସେ କହିଥିଲେ ଅବିଶ୍ୱାସ ପ୍ରସ୍ତାବକୁ ଫେରାଇ ନିଅନ୍ତୁ ଓ ସଂସଦ ଭାଙ୍ଗି ଦିଅନ୍ତୁ । ହେଲେ ବିରୋଧି ଏହି ଅଫରକୁ ଗ୍ରହଣ କରି ନ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

୨୫ ଏକରର ଫାର୍ମହାଉସ କୋଟି କୋଟି ଟଙ୍କାର ସମ୍ପତ୍ତି: କାହା ପାଇଁ କ’ଣ ଛାଡ଼ିଯାଇଛନ୍ତି ନାନା? ଜାଣିଲେ ଆଶ୍ଚର୍ଯ୍ୟ ହେବେ

ମୁମ୍ବାଇ,୮।୧୦: ବଲିଉଡର ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ବିୟୋଗରେ ଚଳଚ୍ଚିତ୍ର ଜଗତ ଶୋକାକୁଳ ହୋଇପଡ଼ିଛି। ଗୁରୁବାର ସକାଳେ (ଅକ୍ଟୋବର ୮) ଗୋଆସ୍ଥିତ ବାସଭବନରେ ୭୫ ବର୍ଷ ବୟସରେ…

ଘଡ଼ଘଡ଼ି ସହ ଛେଚିବ ବର୍ଷା: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୮ା୧୦(ସୌମ୍ୟରଞ୍ଜନ ରାଉତ):ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ ଆସନ୍ତା ୨ରୁ…

ଏହି କ୍ରିକେଟର୍‌ଙ୍କୁ ହୃଦୟରୁ ପସନ୍ଦ କରୁଥିଲେ ନାନା ପାଟେକର: ଆଉଟ୍‌ ହେଲେ ଖାଉ ନ ଥିଲେ…

ମୁମ୍ବାଇ,୮।୧୦: ବଲିଉଡ୍‌ର ଲୋକପ୍ରିୟ ଅଭିନେତା ନାନା ପାଟେକରଙ୍କ ୭୫ ବର୍ଷ ବୟସରେ ପରଲୋକ ଘଟିଛି। ତାଙ୍କ ପରଲୋକରେ ସିନେମା ଜଗତରେ ଶୋକର ଛାୟା ଖେଳିଯାଇଛି। ନାନା ପାଟେକର…

ଇଣ୍ଡିଆ ମେଣ୍ଟର ଓଡ଼ିଶା ବନ୍ଦର ପ୍ରଭାବ: ଦାରିଙ୍ଗବାଡ଼ିରେ ରାସ୍ତା ଅବରୋଧ

ଦାରିଙ୍ଗବାଡ଼ି, ୮।୧୦ (ଅରୁଣ ସାହୁ): ବିଭିନ୍ନ ଦାବି ନେଇ ଇଣ୍ଡିଆ ମେଣ୍ଟ ପକ୍ଷରୁ ଓଡ଼ିଶା ବନ୍ଦ ଡାକରାର ପ୍ରଭାବ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ି ବ୍ଲକରେ ଦେଖିବାକୁ ମିଳିଛି।…

ଅମଳ ପୂର୍ବରୁ ଚାଷୀମୁଣ୍ଡରେ ଚଡ଼କ: ଧାନ ଫସଲରେ ରୋଗପୋକ, ମଉଳି ଯାଉଛି ଅମଳ ଆଶା

ବରଗଡ଼,୮ା୧୦(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି ବୋଲି କୁହାଯାଏ। ହେଲେ ଏଠାରେ ଧାନଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ସମସ୍ୟା ଏଠାରେ ସାଧାରଣରେ…

ବରଗଡ଼ରେ ବନ୍ଦକୁ ସ୍ବତଃସ୍ଫୂର୍ତ୍ତ ସମର୍ଥନ: ଗାଡ଼ି ଚଳାଚଳ ଠପ୍‌

ବରଗଡ଼,୮।୧୧(ପ୍ରେମାନନ୍ଦ ଖମାରୀ): ଗୁରୁବାର ଓଡ଼ିଶା ବନ୍ଦ ଡାକରାକୁ ବରଗଡ଼ରେ ସ୍ବତଃସ୍ଫୂର୍ତ୍ତ ସମର୍ଥନ ମିଳିଛି। ସକାଳୁ ଦୋକାନ, ବଜାର ବନ୍ଦ ରହିଛି । ଗାଡ଼ି ଚଳାଚଳ ଠପ ପଡିଥିବା…

ନାନା ପାଟେକରଙ୍କ ଦେହାନ୍ତର ସାତ ଦିନ ପୂର୍ବରୁ ଏକ ଟୁଇଟ କରିଥିଲେ ପରେଶ ରାୱଲ; କ’ଣ ଥିଲା ସେଥିରେ?ଯାହା ଏବେ ହେଉଛି ଭାଇରାଲ

ମୁମ୍ବାଇ,୮।୧୦: ବରିଷ୍ଠ ହିନ୍ଦୀ ଚଳଚ୍ଚିତ୍ର ଅଭିନେତା ନାନା ପାଟେକରଙ୍କ ପରଲୋକ ଘଟିଛି। ଗୁରୁବାର ସକାଳେ ଗୋଆସ୍ଥିତ ବାସଭବନରେ ଏହି ଲୋକପ୍ରିୟ ଅଭିନେତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ି ଯାଇଥିଲା ଏବଂ…

ନାନା ପାଟେକରଙ୍କ ପତ୍ନୀ କିଏ? ଛାଡ଼ପତ୍ର ନ ନେଇ ୩୫ ବର୍ଷ ଧରି ଅଲଗା ରହିବାର କାରଣ କହିଥିଲେ…

ମୁମ୍ବାଇ,୮।୧୦: ବଲିଉଡର ବରିଷ୍ଠ ଅଭିନେତା ନାନା ପାଟେକର ୭୫ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି। ୮ ଅକ୍ଟୋବର ୨୦୨୬ରେ ଗୋଆସ୍ଥିତ ତାଙ୍କ ବାସଭବନରେ ତାଙ୍କୁ ହୃଦଘାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?