Posted inଜାତୀୟ

‘ଟିକା ନ ନେଲେ ଦରମା ଭୁଲି ଯାଅ’

ନୂଆଦିଲ୍ଲୀ, ୩୦।୫: କୋଭିଡ୍‌ ଟିକା ନ ନେଲେ ଦରମା ନାହଁି। ଉଜେନ ମ୍ୟୁସିନିପାଲଟି କର୍ପୋରେଶନ ପକ୍ଷରୁ ରବିବାର ଏହାର କର୍ମଚାରୀଙ୍କୁ ଏଭଳି ନିର୍ଦ୍ଦେଶ ଦିଆଯାଇଛି। ଏଥିଯୋଗୁ କିଛି ଅଫିସରଙ୍କ ସମେତ ୩୦ ପ୍ରତିଶତ କର୍ମଚାରୀଙ୍କୁ ଦରମା ପାଇଁ ଟିକା ନେବା ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ପଡ଼ିବ। ତେବେ ଏଭଳି ନିର୍ଦ୍ଦେଶ କେନ୍ଦ୍ର ସରକାରଙ୍କ ଆଭିମୁଖ୍ୟକୁ ବିରୋଧ କରୁଛି। ମହାମାରୀକୁ ରୋକିବା ପାଇଁ ଟିକାକରଣ ସମ୍ପୂର୍ଣ୍ଣ ସ୍ବଚ୍ଛାକୃତ ବୋଲି କହି ଆସୁଛନ୍ତି କେନ୍ଦ୍ର ସରକାର।

ଦ୍ୱିତୀୟ ଲହରରେ କେନ୍ଦ୍ର ଓ ରାଜ୍ୟ ସରକାର ମ୍ୟୁନିସିପାଲିଟି କର୍ମଚାରୀଙ୍କୁ କରୋନା ଯୋଦ୍ଧା ମାନ୍ୟତା ଦେଇଛନ୍ତି। କୌଣସି ଅଘଟଣକୁ ରୋକିବା ପାଇଁ ସେମାନଙ୍କୁ ଟିକାକରଣ ପାଇଁ ନିର୍ଦ୍ଦେଶ ଦିଆଯାଇଛି। କାରଣ ସେମାନେ ସମ୍ମୁଖରେ ରହୁଛନ୍ତି। ଏଣୁ ସେମାନେ ଯେପରି ସଂକ୍ରମଣର ମାଧ୍ୟମ ନ ହୁଅନ୍ତୁ ବୋଲି ଉଜେନ ମ୍ୟୁନିସିପାଲ କମିଶନର କ୍ଷତିଜ ସିଙ୍ଘାଲ କହିଛନ୍ତି। ଏପର୍ଯ୍ୟନ୍ତ କର୍ପୋରେଶନର ୧୬୦୦ କର୍ମଚାରୀଙ୍କ ମଧ୍ୟରୁ ୭୦ ପ୍ରତିଶତ ଟିକା ନେଇଥିବାବେଳେ ଅନ୍ୟମାନେ ଟିକାକରଣ ପ୍ରତି ବେପରୁଆ ମନଭାବ ଦେଖାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ରାମ ନବମୀ ପୂର୍ୱରୁ ପୋଲିସର ଫ୍ଲାଗ୍‌ ମାର୍ଚ୍ଚ, ବଢ଼ିଲା ସୁରକ୍ଷା…

କୋରାପୁଟ,୨୬ା୩(ଅମିତାଭ ବେହେରା): ରାମ ନବମୀ ଅବ୍ୟହିତ ପୂର୍ୱରୁ କୋରାପୁଟ ପୋଲିସ ପକ୍ଷରୁ ସହରରେ ଗୁରୁବାର ଫ୍ଲାଗ ମାର୍ଚ୍ଚ କରାଯାଇଛି। ରାମ ନବମୀରେ ଶୁକ୍ରବାର ସହରରେ ୧୦ହଜାର ଊର୍ଦ୍ଧ୍ୱ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

୧୬ ବର୍ଷୀୟା ଶାଳୀଙ୍କୁ ବଳାତ୍କାର କରି ହତ୍ୟା କରିଥିଲେ ଭିଣୋଇ, ଆସିଲା ମାମଲାର ରାଏ…

ବ୍ରହ୍ମପୁର,୨୬।୩(ସୁବାସ ଚନ୍ଦ୍ର ପାଢ଼ୀ): ଫାଷ୍ଟଟ୍ରାକ୍‌ ପୋକ୍‌ସୋ ଜଜ୍‌ ପ୍ରଣତି ପଟ୍ଟନାୟକ ଗୁରୁବାର ଏକ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ବିଚାର କରି ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri