ଭେଣ୍ଡିଂ ଜୋନ୍‌ ନାହିଁ, ବ୍ୟବସାୟୀଙ୍କୁ ଟ୍ରେ ଭରସା

ଗଞ୍ଜାମ, ୨।୧୨(ଡି.ଏନ୍‌.ଏ.): ଦୀର୍ଘ ବର୍ଷ ହେବ ଗଞ୍ଜାମ ସହରର ବ୍ୟବସାୟୀମାନେ ଭେଣ୍ଡିଂ ଜୋନ୍‌ ପାଇଁ ଦାବି କରିଆସୁଥିଲେ ମଧ୍ୟ କୌଣସି ସୁଫଳ ମିଳିନାହିଁ। ଯାହାକୁ ନେଇ ବ୍ୟବସାୟୀ ମହଲରେ ତୀବ୍ର ଅସନ୍ତୋଷ ଦେଖାଦେଇଛି l ବର୍ତ୍ତମାନ ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ ଚାଲିଛି l ତେଣୁ ଉଠା ପରିବା ଦୋକାନୀ ରାସ୍ତା କଡ଼ରେ ଖରାରେ ବସି ନିଜ ଜିନିଷ ବିକ୍ରି କରୁଛନ୍ତି l ସେମାନଙ୍କୁ ଖରା ଦାଉରୁ ରକ୍ଷା ପାଇବା ପାଇଁ ଟ୍ରେ ହି ଏକ ମାତ୍ର ଭରସା ବୋଲି ଜଣେ ମହିଳା ବ୍ୟବସାୟୀ କହିଛନ୍ତି l ଏ ସମ୍ପର୍କରେ ଗଞ୍ଜାମ ଏନ୍‌ଏସି ଇଓଙ୍କ ସହ ଯୋଗାଯୋଗ ହୋଇପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବର୍ଗତ ତବଲା ବାଦକ ଲକ୍ଷ୍ମଣଙ୍କ ପରିବାରକୁ ଭେଟିଲେ ବିଧାୟକ

ଗଞ୍ଜାମ,୭।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ବିଶିଷ୍ଟ ତବଲା ବାଦକ ସ୍ବର୍ଗତ ଲକ୍ଷଣ କୁମାର ତରାଇଙ୍କ ପରିବାରଙ୍କୁ ଭେଟିଛନ୍ତି ଛତ୍ରପୁର ବିଧାୟକ କୃଷ୍ଣ…

ଯାଜପୁରରେ ଯୁବକଙ୍କୁ ଗୁଳିମାଡ଼, ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଜୀବନ

ଯାଜପୁର ସଦର,୭।୪(ସମର ବିଜୟ ଶରଣ ): ଯାଜପୁର ଥାନା ଅନ୍ତର୍ଗତ କାଳୀମେଘା ନିକଟର ଫୁଟିଲା ଗୁଳି । ଏହି ଗୁଳିକାଣ୍ଡରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି ।…

ଗୋରୁ ବ୍ୟବସାୟୀଙ୍କ ଘରେ ଚଢାଉ: ଲକ୍ଷ ଲକ୍ଷ ଟଙ୍କା ସହ ଅଳଙ୍କାର ଜବତ

ଖଇରା,୭।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ବାହାନଗା ଅଞ୍ଚଳର ଜଣେ ଗୋରକ୍ଷକ କୃପାସିନ୍ଧୁ ବେହେରା ଗୋରୁ ବ୍ୟବସାୟୀଙ୍କ ଆକ୍ରମଣରେ ମୃତ୍ୟୁବରଣ କରିବା ପରେ ବାଲେଶ୍ବର ଏସପିଙ୍କ ଆକ୍ସନ ମୋଡ୍‌…

ଗୋ’ ମାଫିଆଙ୍କ ଘରେ ରେଡ୍‌: ମିଳିଲା ପୁଳାପୁଳା ଟଙ୍କା-ସୁନା, ମାରଣାସ୍ତ୍ର

ଭଦ୍ରକ, ୭।୪(ସନାତନ ରାଉତ): ପୂର୍ବାଞ୍ଚଳ ଡିଆଇଜିଙ୍କ ନିଦ୍ଦେର୍ର୍ଶକ୍ରମେ ବାଲେଶ୍ୱର, ଭଦ୍ରକ ଓ ମୟୁରଭଞ୍ଜ ଜିଲାରେ ପୋଲିସ ପକ୍ଷରୁ ଗୋ’ ମାଫିଆଙ୍କ ଘରେ ରେଡ କରାଯାଇଛି l ଭଦ୍ରକର…

ମୋରଡାରୁ ପଶ୍ଚିମବଙ୍ଗ ହେଉଥିଲା ଗୋ ଚାଲାଣ, ୧୩ ଗୋରୁ ଜବତ କଲା ପୋଲିସ

ମୋରଡା,୭/୪(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବେଆଇନ ଭାବେ ଗୋ ଚାଲାଣ ବୃଦ୍ଧି ପାଉଥିବାର ଦେଖାଯାଇଛି । ଅନେକ ସ୍ଥାନରେ ପୋଲିସର ଚଢ଼ାଉ ଜାରି…

ଭାରସାମ୍ୟ ହରାଇ ସାଲୁର୍ ଘାଟରେ ଓଲଟିଲା ଚାଉଳ ଟ୍ରକ୍, ୬ ଘଣ୍ଟା ଜାତୀୟ ରାଜପଥ…

ପଟ୍ଟାଙ୍ଗି,୭।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ସୀମାକୁ ଲାଗି ରହିଥିବା ପଡୋଶୀ ଆନ୍ଧ୍ର ସୀମା ଭିତରେ ସାଲୁର୍ ଘାଟିରେ ଦୁର୍ଘଟଣା । ଏକ ଟ୍ରକ୍…

ରାତିଅଧରେ ବଡ ବ୍ଲାଷ୍ଟ, ହୁତୁ ହୁତୁ ଜଳିଲା ରେଲୱେ ଗ୍ରୀଡ୍

ବଣାଇଁ,୭।୪(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ ଜିଲା ଚାନ୍ଦିପୋଷ ଥାନା ପଛ ପଟେ ଥିବା ରେଲୱେ ଷ୍ଟେସନ ଗ୍ରୀଡ଼ରେ ଅଗ୍ନିକାଣ୍ଡ ହୋଇଛି । ସୋମବାର ରାତି ପ୍ରାୟ ୧୧ଟାରେ ହଠାତ…

ରେଳବାଇର ଅଣଦେଖା: ଉପଭୋକ୍ତା ସଂଘର ଆନ୍ଦୋଳନ ଚେତାବନୀ

ବରଗଡ଼,୬ା୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଓ ବଲାଙ୍ଗୀର ଜିଲା ରେଳ ଉପଭୋକ୍ତା ସଂଘର ମିଳିତ କାର୍ଯ୍ୟାନୁଷ୍ଠାନ କମିଟିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ରବିବାଋ ବରଗଡ଼ ଅଗ୍ରଗାମୀ ଯୁବକ ସଂଘ ସଭାକକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri