Posted inଜାତୀୟ

ନା ହିଂସା ନା ଘୃଣା ଭାଷଣ, ନିଶ୍ଚିତ କରନ୍ତୁ ସରକାର: ସୁପ୍ରିମ୍‌କୋର୍ଟଙ୍କ ତାଗିଦ…

ନୂଆଦିଲ୍ଲୀ,୨।୮ : ନହୁରେ ହିଂସା ଯୋଗୁୁ ହରିୟାଣାର ଅନେକ ସ୍ଥାନରେ ଉତ୍ତେଜନା ବ୍ୟାପିଛି। ବର୍ତ୍ତମାନ ଏହି ମାମଲା ସୁପ୍ରିମକୋର୍ଟରେ ପହଞ୍ଚିଛି। ସୁପ୍ରିମକୋର୍ଟରେ ଏହି ମାମଲାର ଶୁଣାଣି ହୋଇଥିଲା। ଶୁଣାଣି ସମୟରେ ଜଷ୍ଟିସ ଖାନ୍ନା ମୁଖ୍ୟ ପ୍ରାର୍ଥନା କ’ଣ ବୋଲି ପଚାରିଥିଲେ। ଯାହା ଉପରେ ଆବେଦନକାରୀଙ୍କ ଓକିଲ ସିୟୁ ସିଂ କହିଛନ୍ତି ଏହା ଏକ ସମ୍ପ୍ରଦାୟ ବିରୁଦ୍ଧରେ ଘୃଣା ଭାଷଣ। ରାଲି ଆୟୋଜନ କରାଯାଉଛି ଏବଂ ଭାଷଣ ଦିଆଯାଉଛି।

ଘୃଣା ଭାଷଣ ସମ୍ପର୍କରେ ସୁପ୍ରିମକୋର୍ଟ ସରକାରଙ୍କ ଆଦେଶ ପାଳନ କରିବାକୁ ସରକାରଙ୍କୁ କହିଛନ୍ତି। ଏହାର ପରବର୍ତ୍ତୀ ଶୁଣାଣ ଶୁକ୍ରବାର ହେବ ବୋଲି କୋର୍ଟ କହିଛନ୍ତି। ଏହା ସହିତ ସୁପ୍ରିମକୋର୍ଟ ସରକାରଙ୍କୁ ଚେତାବନୀ ଦେଇଛନ୍ତି ହିଂସା କିମ୍ବା ଘୃଣା ଭାଷଣ ହେବ ନାହିଁ। ତୁରନ୍ତ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବା ଉଚିତ। ସମ୍ବେଦନଶୀଳ ଅଞ୍ଚଳରେ ଅତିରିକ୍ତ ସତର୍କତା ଅବଲମ୍ବନ କରାଯିବା ସହିତ ଅତିରିକ୍ତ ପୋଲିସ ଫୋର୍ସ ନିୟୋଜିତ କରାଯିବା ଜରୁରୀ ଏବଂ ସିସିଟିଭି ଏବଂ ଭିଡିଓଗ୍ରାଫି କରାଯିବା ଉଚିତ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ଯାଉଥିଲେ ରୋନକ, ଧକ୍କା ଦେଲା ବସ୍‌: ଆଉ ତା’ପରେ…

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ):ବରଗଡ ଘରୋଇ ବସଷ୍ଟାଣ୍ଡ ପାଖରେ ବୁଧବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଘରୋଇ ଯାତ୍ରୀବାହୀ ବସ ଧକ୍କାରେ ଜଣେ ଛାତ୍ରଙ୍କ ଜୀବନ ଚାଲିଯାଇଛି। ମୃତ…

ଇରାନ-ଆମେରିକା ମଧ୍ୟରେ ପୁଣି ହେଲା ସିଧାସଳଖ ଯୁଦ୍ଧ, ଆମେରିକାର ଆକ୍ରମଣ ପରେ ସିଧା ଜବାବ ରଖିଲା ଇରାନ

ତେହରାନ,୮।୭: ହର୍ମୁଜ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ ପରେ, ଆମେରିକା ଏବଂ ଇରାନ ଏବେ ସିଧାସଳଖ ମୁହାଁମୁହିଁ ହୋଇଛନ୍ତି। ହର୍ମୁଜ ପ୍ରଣାଳୀରେ ଆକ୍ରମଣ ପରେ ଦୁଇ ଦେଶ…

ବ୍ରେକ୍‌ ବଦଳରେ କାର୍‌ ଏକ୍ସିଲେଟର ଦବାଇ ଦେଲେ ମହିଳା: ଆଉ ତା’ପରେ ଘଟିଗଲା…

ନୋଏଡା,୮।୭: ଗ୍ରେଟର ନୋଏଡା ପଶ୍ଚିମର ବିସରାଖ ପୋଲିସ ଷ୍ଟେଶନ ଅଞ୍ଚଳର ପଞ୍ଚଶୀଳ ଗ୍ରୀନ-୨ ସୋସାଇଟି ବାହାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ସମସ୍ତଙ୍କୁ ଦୋହଲାଇ ଦେଇଛି। ରିପୋର୍ଟ…

ଟିମ୍‌ ଇଣ୍ଡିଆର ଲଜ୍ଜାଜନକ ପରାଜୟ ପରେ ଧୋନୀଙ୍କୁ ଘେରିଗଲେ ପ୍ରଶଂସକ: ଜାଣନ୍ତୁ କାହିଁକି

ଟ୍ରେଣ୍ଟ ବ୍ରିଜ,୮।୭: ଟ୍ରେଣ୍ଟ ବ୍ରିଜରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ତୃତୀୟ ଟି-୨୦ ମ୍ୟାଚରେ ଟିମ ଇଣ୍ଡିଆକୁ ଏକ ପରାଜୟର ସମ୍ମୁଖୀନ ହେବାକୁ ପଡିଥିଲା। କିନ୍ତୁ…

୧୧ ବର୍ଷର ନାବାଳିକାକୁ ବଳାତ୍କାର ପରେ ହତ୍ୟା ମାମଲାର ଅଭିଯୁକ୍ତ ପୋଲିସ ଏନକାଉଣ୍ଟରରେ ନିହତ

କୋଲକାତା,୮।୭: ପଶ୍ଚିମବଙ୍ଗ ବାରୁଇପୁର ବଳାତ୍କାର ଏବଂ ହତ୍ୟା ମାମଲାର ଅଭିଯୁକ୍ତ ପ୍ରଭାସ ମଣ୍ଡଳ ପୋଲିସ ଏନକାଉଣ୍ଟରରେ ନିହତ ହୋଇଛନ୍ତି। ସୋମବାର ବେଙ୍ଗଲ ପୋଲିସ ତାଙ୍କୁ ଗିରଫ କରିଥିଲା।…

ଗୋଟିଏ ରନ୍‌ଓ୍ବେରେ ୨ ବିମାନ ମୁହାଁମୁହିଁ, ଗୋଟିଏ କଲ୍‌ ପରେ…

ମୁମ୍ବାଇ,୮ା୭: ଛତ୍ରପତି ଶିବାଜୀ ମହାରାଜ ଅନ୍ତର୍ଜାତୀୟ ବିମାନବନ୍ଦରରେ ଗୋଟିଏ ରନଓ୍ବେରେ ଏୟାର ଇଣ୍ଡିଆର  ବିମାନ ଏବଂ ଏୟାର ଇଣ୍ଡିଆ ଏକ୍ସପ୍ରେସ୍‌ ବିମାନ ମୁହାଁମୁହିଁ ହେବା ପରେ ମୁମ୍ବାଇ…

ଚାରନାଳିଆରେ ବଢୁଛି ଦୁର୍ଘଟଣା: ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଆଲୋକ ବ୍ୟବସ୍ଥା ଦାବି କରି…

ବଞ୍ଚୋ,୮ା୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ଚାରନାଳିଆ ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। କୌଣସି ଏକ ଅଜଣା ଗାଡ଼ି ଧକ୍କାରେ ଜଅଁରା଼…

ଦୁର୍ଘଟଣାଗ୍ରସ୍ତ ହେଲା ନା ଅନ୍ୟ କିଛି? କରାଚୀ ନିକଟରେ ମଝି ଆକାଶରେ ନିଖୋଜ ହୋଇଗଲା ପାକିସ୍ତାନୀ ବିମାନ

କରାଚୀ,୮।୭: ଏକ ପାକିସ୍ତାନୀ ମାଲବାହୀ ବିମାନ ମଙ୍ଗଳବାର (୭ ଜୁଲାଇ) ଦିନ ମଧ୍ୟ ଆକାଶରେ ନିଖୋଜ ହୋଇଗଲା। ମାଲବାହୀ କମ୍ପାନୀ K2 ଏୟାରୱେଜ ଦ୍ୱାରା ପରିଚାଳିତ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri