ନୋବେଲ ଶାନ୍ତି ପୁରସ୍କାର ଘୋଷଣା: ଟ୍ରମ୍ପ ନୁହେଁ, ଏହି ବ୍ୟକ୍ତି ହେଲେ ବିଜେତା

ନୂଆଦିଲ୍ଲୀ,୧୦।୧୦: ନୋବେଲ ଶାନ୍ତି ପୁରସ୍କାର ୨୦୨୫ ଘୋଷଣା କରାଯାଇଛି। ଏହି ବର୍ଷର ବିଜେତା ହେଉଛନ୍ତି ଭେନେଜୁଏଲାର ମାରିଆ କୋରିନା ମାଚାଡୋ। ଶାନ୍ତି ପ୍ରତିଷ୍ଠା ଏବଂ ବିଶ୍ୱ ବିବାଦ ହ୍ରାସ କରିବାରେ ତାଙ୍କର ଅବଦାନ ପାଇଁ ସମ୍ମାନିତ କରାଯାଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏହି ବର୍ଷର ନୋବେଲ ଶାନ୍ତି ପୁରସ୍କାର ପାଇବା ପାଇଁ ବହୁତ ଚେଷ୍ଟା କରିଥିଲେ। କିନ୍ତୁ ଶେଷରେ ତାଙ୍କୁ ନିରାଶ ହେବାକୁ ପଡ଼ିଛି। ଏହି ପୁରସ୍କାର ପ୍ରତିବର୍ଷ ବିଶ୍ୱ ଶାନ୍ତି, ମାନବାଧିକାର ଏବଂ ଦ୍ୱନ୍ଦ୍ୱ ସମାଧାନରେ ଗୁରୁତ୍ୱପୂର୍ଣ୍ଣ ଅବଦାନ ଦେଇଥିବା ବ୍ୟକ୍ତି କିମ୍ବା ସଂଗଠନକୁ ପ୍ରଦାନ କରାଯାଏ।

ଚଳିତବର୍ଷ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନୋବେଲ ଶାନ୍ତି ପୁରସ୍କାର ଜିତିବାରେ ବିଫଳ ହୋଇଥିଲେ। ବହୁ ଦିନ ଧରି ଅନୁମାନ କରାଯାଉଥିଲା, ଟ୍ରମ୍ପଙ୍କୁ ୟୁକ୍ରେନ ଯୁଦ୍ଧ ଏବଂ ଅନ୍ୟାନ୍ୟ ଅନ୍ତର୍ଜାତୀୟ ସଂଘର୍ଷରେ ମଧ୍ୟସ୍ଥତା ପାଇଁ ମନୋନୀତ କରାଯାଇପାରେ, କିନ୍ତୁ ଶେଷରେ, ଜୁରି ଏହି ବର୍ଷର ପୁରସ୍କାର ମାଚାଡୋଙ୍କୁ ପ୍ରଦାନ କରିବାକୁ ନିଷ୍ପତ୍ତି ନେଇଥିଲେ।

 

Dharitri – The Largest & Most Trusted Odia Daily

 

 


Enter your email to get our daily news in your inbox.

All Right Reserved By Dharitri.Com

୧୨ ମାର୍ଚ୍ଚରେ ଯୁଦ୍ଧକୁ ନେଇ ବଡ଼ ଘୋଷଣା କରିବେ ଟ୍ରମ୍ପ! ୩ୟ ବିଶ୍ୱଯୁଦ୍ଧ ନେଇ…

ଓ଼୍ବାଶିଂଟନ୍‌,୭।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗତ ବର୍ଷ ୧୨ ଦିନିଆ ଯୁଦ୍ଧ ସମୟରେ “ବିନା ସର୍ତ୍ତରେ ଆତ୍ମସମର୍ପଣ” ବାକ୍ୟାଂଶ ପୋଷ୍ଟ କରିଥିଲେ, ଯାହା ମାତ୍ର ଛଅ…

ଭାଜପା ବିଧାୟକଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

ଅହମ୍ମଦାବାଦ୍‌,୭।୩:ଗୁଜରାଟରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା)ର ବିଧାୟକ ଗୋବିନ୍ଦ ପରମାରଙ୍କର ପରଲୋକ ଘଟିଛି। ଦଳୀୟ ନେତାମାନେ ନିଶ୍ଚିତ କରିଛନ୍ତି ଯେ, ପରମାର ଆନନ୍ଦ ଜିଲାର ଉମରେଥ…

ସହକାରୀ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ: ୭ ସ୍ଥାନରେ ଏକକାଳୀନ ଚଢ଼ାଉ

ଡେରାବିଶ, ୭/୩ (ବେବର୍ତ୍ତା ଅଜୟ ଦାସ): ଆୟ ବହିର୍ଭୁତ ସମ୍ପତ୍ତି ଥିବା ଅଭିଯୋଗରେ କେନ୍ଦ୍ରାପଡା ଜିଲ୍ଲା ଜଳ ସମ୍ପଦ ବିଭାଗ ଅଧିନ ଛତା ସବ ଡିଭିଜନର ସହକାରୀ…

୨ ଦିନ ପ୍ରବଳ ବର୍ଷିବ, ୪୦-ରୁ ୫୦ କିମି ବେଗରେ ବହିବ ପବନ: ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୭ା୩(ବନ୍ଦନା ସେଠୀ):ମାର୍ଚ୍ଚ ଆରମ୍ଭରୁ ରାଜ୍ୟରେ ଗ୍ରାଷ୍ମପ୍ରବାହ ଜାରି ରହିଛି। ସକାଳୁ ପ୍ରବଳ ଖରା ସହ ମଧ୍ୟାହ୍ନରୁ ଝାଞ୍ଜି ପବନ ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଛି। ଇତିମଧ୍ୟରେ ପାରଦ…

ଯୁଦ୍ଧ ମଧ୍ୟରେ ଇରାନକୁ ସାହାଯ୍ୟ କଲା ଭାରତ: ଯୁଦ୍ଧଜାହାଜକୁ…

ତେହରାନ,୭।୩: ତେହରାନର ଅନୁରୋଧରେ ଭାରତ ଏକ ଇରାନୀ ଯୁଦ୍ଧଜାହାଜକୁ ଦକ୍ଷିଣ କୋଚି ବନ୍ଦରରେ ଡକିଂ କରିବାକୁ ଅନୁମତି ଦେଇଛି ଏବଂ ଜାହାଜର ୧୮୩ ସଦସ୍ୟ ବିଶିଷ୍ଟ କର୍ମଚାରୀଙ୍କୁ…

ମା’ ସମଲେଶ୍ୱରୀଙ୍କ ପୀଠରେ ଅପବିତ୍ର କାର୍ଯ୍ୟ: ଦୀପଘର ପଛପଟେ ଜମୁଥିଲା…

ସମ୍ବଲପୁର,୭ା୩(ପ୍ରମୋଦ ବହିଦାର):ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ମନ୍ଦିର ପରିସର ଅସାମାଜିକ କାର୍ଯ୍ୟର ପେଣ୍ଠସ୍ଥଳୀ ପାଲଟିଥିବା ଅଭିଯୋଗ ହୋଇଛି। ଲକ୍ଷଲକ୍ଷ ଶ୍ରଦ୍ଧାଳୁଙ୍କ ଭକ୍ତି ଓ ବିଶ୍ୱାସର ପ୍ରତୀକ…

ଓଡ଼ିଶାର ଏହି ୩ ନେତାଙ୍କ ସହ ରୁଦ୍ଧଦ୍ୱାର ବୈଠକ କଲେ ଶାହା: ଜାଣନ୍ତୁ ଭିତିରି କଥା

ଭୁବନେଶ୍ୱର,୭ା୩(ସୁନିତ୍‌ ମିଶ୍ର):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଦିନିକିଆ ଓଡ଼ିଶା ଗସ୍ତରେ ଆସି ବିଳମ୍ବିତ ସାରେ ନୂଆଦିଲ୍ଲୀ ଫେରିଯାଇଛନ୍ତି। ଶାହା ତାଙ୍କ ଗସ୍ତ କାଳରେ ବିଭିନ୍ନ ସରକାରୀ…

ଓଡ଼ିଶାକୁ ନେଇ ଏମିତି କହିଦେଲେ ଅମିତ ଶାହା: ଦେଖୁଦେଖୁ…

ପାରାଦୀପ,୭।୩ (ଶରତ ରାଉତ):୨୦୦୫ରେ ପାରାଦୀପର ଏକ ଘରୋଇ କମ୍ପାନୀଠାରୁ ଇଫ୍‌କୋ ଯେତେବେଳେ ସାର କାରଖାନାକୁ ୨୫୦୦ କୋଟି ଟଙ୍କାରେ କିଣିଥିଲା, ସେତେବେଳେ ବାର୍ଷିକ ଉତ୍ପାଦନ ଥିଲା ମାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri