Posted inଜାତୀୟ

ଭୌତିକ ବିଜ୍ଞାନ ପାଇଁ ଆଜି ଘୋଷଣା ହେବ ନୋବେଲ ପୁରସ୍କାର

ନୂଆଦିଲ୍ଲୀ,୪।୧୦: ନୋବେଲ ପୁରସ୍କାର ପାଇଁ ଘୋଷଣା ଆରମ୍ଭ ହୋଇଯାଇଛି। ସୋମବାର ଫିଜିଓଲୋଜି କିମ୍ବା ମେଡିସିନ୍‌ ପାଇଁ ସ୍ବିଡେନର ସ୍ବାନ୍ତେ ପାବୋଙ୍କୁ ନୋବେଲ ପୁରସ୍କାର ପ୍ରଦାନ ପାଇଁ ଘୋଷଣା କରାଯାଇଥିଲା। ଇତିମଧ୍ୟରେ ମଙ୍ଗଳବାର ଭୌତିକ ବିଜ୍ଞାନ ପାଇଁ ନୋବେଲ ପୁରସ୍କାର ଘୋଷଣା କରାଯିବ। ସେହିପରି ଅକ୍ଟୋବର ୫ ଅର୍ଥାତ୍‌ ବୁଧବାର ରସାୟନ ବିଜ୍ଞାନ ଏବଂ ଗୁରୁବାର ସାହିତ୍ୟ କ୍ଷେତ୍ରରେ ନୋବେଲ ପୁରସ୍କାର ଘୋଷଣା କରାଯିବ। ଅନ୍ୟପଟେ ଶୁକ୍ରବାର ନୋବେଲ ଶାନ୍ତି ପୁରସ୍କାର ଏବଂ ଅକ୍ଟୋବର ୧୦ରେ ଅର୍ଥନୀତି କ୍ଷେତ୍ରରେ ନୋବେଲ ପୁରସ୍କାର ଘୋଷଣା କରାଯିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

Video: ହ୍ୟାଣ୍ଡସେକ୍‌ ବିବାଦ ମଧ୍ୟରେ, ୱାସିମ ଆକ୍ରମଙ୍କୁ ଆଲିଙ୍ଗନ କଲେ ରୋହିତ ଶର୍ମା, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୬।୨: ରବିବାର T20 World Cup 2026 ରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏକ ହାଇ-ଭୋଲଟେଜ ମ୍ୟାଚ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏକତରଫା ଭାବରେ ୬୧…

ଶିକ୍ଷକଙ୍କ ମାଡ଼ ପରେ ହଷ୍ଟେଲରୁ ଫେରାର ହୋଇଗଲେ ଛାତ୍ର, କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ପାଟଣାଗଡ଼, ୧୬।୨(ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ବ୍ଳକ ବନେଇମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଆଶ୍ରମରେ ନିର୍ଯାତନାର ଶିକାର ହୋଇ ଶନିବାର ୭ ଜଣ ଛାତ୍ର ହଷ୍ଟେଲ ଛାଡ଼ି ଫେରାର…

ଟିମ ଇଣ୍ଡିଆକୁ ଡବଲ୍‌ ଫାଇଦା: ଭାଙ୍ଗିଲା ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୧୬।୨:ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ କେବଳ ପାକିସ୍ତାନକୁ ପରାସ୍ତ କରି ନ ଥିଲା ବରଂ ଏଥିରୁ ଦୁଇଥର ଲାଭ ମଧ୍ୟ ପାଇଥିଲା। ସେହି ଲାଭ ସହିତ ଏହା…

ପ୍ରେମ ପାଇଁ ନିଆରା ପ୍ରୟାସ, ପ୍ରେମିକା ପାଇଁ ୪ କି.ମି ରାସ୍ତାରେ ଗଡ଼ିଗଡ଼ି ମନ୍ଦିର ଗଲେ ପ୍ରେମିକ

ମୁନିଗୁଡା,୧୬।୨(ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ବ୍ଲକ ଅନ୍ତର୍ଗତ ଅମ୍ବାଦଳାର ଅମ୍ଳାଭଟା ଅଞ୍ଚଳରେ ଜାଗର ଦିନ ଏକ ଅନନ୍ୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ…

ନାମ୍ବିୟାଠାରୁ ଯଦି ପାକିସ୍ତାନ ହାରିଯାଏ ତେବେ କ’ଣ ହେବ? ବୁଝନ୍ତୁ T20 World Cupର ସୁପର ୮ କ୍ୱାଲିଫିଶେନର ଗଣିତ

ନୂଆଦିଲ୍ଲୀ,୧୬।୨: ଟିମ ଇଣ୍ଡିଆ ପାକିସ୍ତାନକୁ ୬୧ ରନରେ ପରାସ୍ତ କରି ICC T20 ବିଶ୍ୱକପ 2026 ର ସୁପର ୮ପାଇଁ ଯୋଗ୍ୟତା ଅର୍ଜନ କରିଛି। ଫେବୃଆରୀ ୧୫…

ପରୀକ୍ଷା ପୂର୍ବରୁ ନିୟମରେ ବଡ଼ ପରିବର୍ତ୍ତନ କଲା CBSE, ସପ୍ଲିମେଣ୍ଟାରୀ ଦେବାକୁ ହେଲେ….

ନୂଆଦିଲ୍ଲୀ,୧୬।୨: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଦଶମ ଏବଂ ଦ୍ୱାଦଶ ବୋର୍ଡ ପରୀକ୍ଷା ଫେବୃଆରୀ ୧୮ତାରିଖରୁ ଆରମ୍ଭ ହେବାକୁ ଯାଉଛି । ଏହି ସମୟରେ, CBSE ଏକ…

ମାଳମାଳ ଅଭିଯୋଗ, ଫଳ ଶୂନ, ଏହି ବ୍ୟବସ୍ଥାକୁ ନେଇ…

ଦାରିଙ୍ଗବାଡ଼ି,୧୬ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହ ପରିସରରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷଣ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ଏହି ସମୟରେ ପ୍ରତ୍ୟେକ ଅଭିଯୋଗ ଶୁଣାଣିରେ…

ବିଶ୍ୱ ଦେଖିବ ଭାରତର ଶକ୍ତି! ଫ୍ରାନ୍ସରୁ ବ୍ରାଜିଲ ପର୍ଯ୍ୟନ୍ତ, AI Impact Summit 2026ରେ ବିଶ୍ୱ ଶକ୍ତିର ହେବ ସମାବେଶ

ନୂଆଦିଲ୍ଲୀ,୧୬।୨: ଫେବୃଆରୀ ୧୭ ଏବଂ ୧୮ ତାରିଖରେ ନୂଆଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ଏଆଇ ଇମ୍ପାକ୍ଟ ଶିଖର ସମ୍ମିଳନୀ ୨୦୨୬ କେବଳ ଏକ ପ୍ରଯୁକ୍ତିବିଦ୍ୟା କାର୍ଯ୍ୟକ୍ରମ ନୁହେଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri