ଅବଦୁଲ୍‌ ରଜାକ୍‌ ଗୁରନାହଙ୍କୁ ସାହିତ୍ୟରେ ନୋବେଲ…

ଷ୍ଟକହୋମ୍‌,୭।୧୦: ସାହିତ୍ୟରେ ୨୦୨୧ ପାଇଁ ନୋବେଲ ପୁରସ୍କାର ଘୋଷଣା କରାଯାଇଛି। ଅବଦୁଲ୍‌ ରଜାକ୍‌ ଗୁରନାହଙ୍କୁ  ସାହିତ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ଲାଗି ନୋବେଲ ପୁରସ୍କାର ପ୍ରଦାନ କରାଯିବ ବୋଲି ଘୋଷଣା କରାଯାଇଛି। ରୟାଲ ସୁଇଡିସ୍‌ ଏକାଡେମୀ ଅଫ୍‌ ସାଇନ୍ସ୍‌ ପକ୍ଷରୁ ଏ ସମ୍ପର୍କରେ ଗୁରୁବାର ଘୋଷଣା ହୋଇଛି। ୧୯୦୧ଠାରୁ ସାହିତ୍ୟରେ ନୋବେଲ ପୁରସ୍କାର ପ୍ରଦାନ କରାଯାଉଛି। ସାହିତ୍ୟରେ ଅବଦୁଲ୍‌ ରଜାକ୍‌ ଗୁରନାହ ୧୧୪ ତମ ନୋବେଲ ବିଜେତା ହୋଇଛନ୍ତି। ରଜାକ୍‌ ତାଞ୍ଜାନିଆର ନାଗରିକ।

ତାଞ୍ଜାନିଆର ଜାଞ୍ଜିବରରେ ୧୯୪୮ରେ ଜନ୍ମ ହୋଇଥିବା ରଜାକ୍‌ ୧୯୬୦ରେ ଇଂଲଣ୍ଡକୁ ଶରଣାର୍ଥୀ ଭାବେ ଆସିଥିଲେ। ଶରଣାର୍ଥୀଙ୍କ ସମସ୍ୟା ଉପରେ ସେ ୧୦ଟି ଉପନ୍ୟାସ ଲେଖିଛନ୍ତି। ରଜାକ୍‌ ଜଣେ ଇଂଲିଶ୍‌ ପ୍ରଫେସର।


Enter your email to get our daily news in your inbox.

All Right Reserved By Dharitri.Com

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

Chamoli Pipalkoti Tunnel Collapse: ସୁଡଙ୍ଗରେ ହଠାତ ପଶିଗଲା ପାଣି କାଦୁଅ, ଫସି ରହିଛନ୍ତି ୨୦ରୁ ଅଧିକ ଶ୍ରମିକ, ୧୦ ଜୀବିତ ଉଦ୍ଧାର

ଚାମୋଲି,୧୩।୮: ଉତ୍ତରାଖଣ୍ଡର ପର୍ବତମାଳାରେ ପ୍ରକୃତି ପୁଣିଥରେ ତା’ର ବିନାଶକାରୀ ଶକ୍ତି ପ୍ରଦର୍ଶନ କରିଛି। ଚାମୋଲିର ପିପଲକୋଟି ଅଞ୍ଚଳରେ ଏକ ପ୍ରମୁଖ ସୁଡ଼ଙ୍ଗ ପ୍ରକଳ୍ପ ସମୟରେ ଏକ ଦୁର୍ଘଟଣା…

ବିରୋଧୀଙ୍କ ହଟ୍ଟଗୋଳ, ସଂସଦ ଅଚଳ! ଲୋକ ସଭାରେ ୧୯% ଏବଂ ରାଜ୍ୟ ସଭାରେ ୩୯% କାର୍ଯ୍ୟ ସହିତ ମୌସୁମୀ ଅଧିବେଶନ ଶେଷ

ନୂଆଦିଲ୍ଲୀ,୧୩।୮: ଗୁରୁବାର (୧୩ ଅଗଷ୍ଟ, ୨୦୨୬) ଦିନ ଲୋକ ସଭା କାର୍ଯ୍ୟ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ରଖାଯାଇଥିଲା। ମୌସୁମୀ ଅଧିବେଶନ ସମୟରେ, ଲୋକ ସଭାରେ ୧୯…

ଲୋକ ସଭା ଇତିହାସରେ ପ୍ରଥମ ଥର, ଗୃହର କାର୍ଯ୍ୟକାଳ ସମୟରେ ପ୍ରତିଧ୍ୱନିତ ହେଲା ‘ବନ୍ଦେ ମାତରମ’

ନୂଆଦିଲ୍ଲୀ,୧୩।୮: ମୌସୁମୀ ଅଧିବେଶନର ଶେଷ ଦିନରେ ଲୋକ ସଭାର କାର୍ଯ୍ୟକାଳ ‘ବନ୍ଦେ ମାତରମ’ ଗାନ ସହିତ ଆରମ୍ଭ ହୋଇଥିଲା। ଏମିତି ଘଟଣା ସଂସଦରେ ପ୍ରଥମ ଥର ପାଇଁ…

ଟାଟା ଗ୍ରୁପ୍‌ର ପ୍ରକୃତ ମାଲିକ କିଏ? କେଉଁଠାକୁ ଯାଏ ଏତେ ବଡ଼ କମ୍ପାନୀର ଆୟ…ଜାଣିଲେ ହେବେ ତାଜୁବ

ନୂଆଦିଲ୍ଲୀ,୧୩।୮: ଭାରତର ସର୍ବବୃହତ୍ ଏବଂ ସବୁଠାରୁ ଭରସାଯୋଗ୍ୟ ବ୍ୟବସାୟିକ ଗ୍ରୁପ୍‌ଗୁଡ଼ିକ ମଧ୍ୟରେ ‘ଟାଟା ଗ୍ରୁପ୍’ (Tata Group) ଅନ୍ୟତମ। କିନ୍ତୁ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ,…

ନ୍ୟାୟ ଦାବିରେ ଶ୍ୱଶୁର ଘର ଆଗରେ ବସିଲେ ମହିଳା, ସ୍ବାମୀ ବାହାର ରାଜ୍ୟରେ ଅନ୍ୟ ମହିଳାଙ୍କୁ ବିବାହ କରିଥିବା ଅଭିଯୋଗ

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଶ୍ୱଶୁର ଘର ଆଗରେ ଧାରଣା ଦେଲେ ବୋହୂ । ଦିଗପହଣ୍ଡି ଥାନା ଭୀଷ୍ମଗିରି ଗାଁ ବ୍ରାହ୍ମଣସାହିରେ ଧାରଣା । ସ୍ବାମୀ ବାହାର ରାଜ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri