ନୋବେଲ ବିଜେତା ଆମେରିକୀୟ ଅର୍ଥଶାସ୍ତ୍ରୀଙ୍କ ଉପରେ ଯୌନ ଉତ୍ପୀଡନ ଅଭିଯୋଗ

ୱାଶିଂଟନ,୧୮ ।୧୨: ନୋବେଲ ପୁରସ୍କାରରେ ସମ୍ମାନୀତ ଅର୍ଥଶାସ୍ତ୍ରୀ ପ୍ରଫେସର ଫିଲିପ ଡାୟବୱିଗଙ୍କ ବିରୋଧରେ ଯୌନ ଉତ୍ପୀଡନ ଅଭିଯୋଗ ଆସିଛି । ଡାୟବୱିଗ ୱାଶିଂଟନ ୟୁନିଭର୍ସିଟିରେ ପାଠ ପଢାନ୍ତି । ଡାୟବୱିଗଙ୍କୁ ଡଗଲସ ବ୍ଲୁ ଡାୟମଣ୍ଡ ଓ ବେନ ଏସ ବର୍ନାନକେଙ୍କ ସହ ଚଳିତ ବର୍ଷ ଅକ୍ଟୋବରରେ ଅର୍ଥଶାସ୍ତ୍ର ପାଇଁ ନୋବେଲ ପୁରସ୍କାରରେ ସମ୍ମାନୀତ କରାଯାଇଛି । ଏହି ମାମଲାରେ ୩ ଜଣ ପୂର୍ବତନ ଛାତ୍ର ଅଭିଯୋଗ ଆଣିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

ମୋଦିଙ୍କ ଘର ଆଗରେ ଶୋଇଗଲେ ରାହୁଲ; ଉଠାଇ ନେଲା ପୋଲିସ, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍ ଏବଂ ଛାତ୍ରଛାତ୍ରୀଙ୍କ ଉପରେ ଦିଲ୍ଲୀ ପୋଲିସର ବଳପ୍ରୟୋଗ ବିରୋଧରେ ମଙ୍ଗଳବାର ଦିନ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ କଂଗ୍ରେସ ପକ୍ଷରୁ ଧାରଣା…

୪ ମାସ ହେଲା ମିଳୁନି ଭତ୍ତା: ଅନ୍ଦୋଳନ ପାଇଁ ସଜବାଜ ହିତାଧିକାରୀ

ଭଞ୍ଜନଗର,୨୧।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକର କିଛି ହିତାଧିକାରୀ ବିଗତ ୪ ମାସ ହେଲା ବକେୟା ଭତ୍ତା ଅର୍ଥ ପାଇ ପାରିନାହାନ୍ତି। ଫଳରେ ଉକ୍ତ ହିତାଧିକାରୀ ମାନେ…

୬୪୭ ଦିନ ପରେ ଟିମ୍‌ ଇଣ୍ଡିଆକୁ ଫେରିବେ ଏହି ଘାତକ ଖେଳାଳି: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୭: ଇଂଲଣ୍ଡ ବିପକ୍ଷ ନିରାଶାକୁ ପଛରେ ପକାଇ, ଭାରତୀୟ କ୍ରିକେଟ ଦଳ ଏବେ ଜିମ୍ବାୱେ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ପ୍ରସ୍ତୁତ। ଶ୍ରେୟସ…

ପିଛା ଛାଡୁନି ସମସ୍ୟା: ଜନ୍ତରମନ୍ତର ଛାଡି ପ୍ରଧାନମନ୍ତ୍ରୀଙ୍କ ବାସଭବନ ସାମ୍ନାରେ ହଙ୍ଗାମା, ମୋଦିଙ୍କ ଇସ୍ତଫା ଦାବି

ନୂଆଦିଲ୍ଲୀ,୨୧।୭: ନିଟ୍‌ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ବିରୋଧରେ ସୋମବାର କକ୍ରୋଚ ଜନତା ପାର୍ଟି (CJP)ର ସଂସଦ ମାର୍ଚ୍ଚ ସମୟରେ ଦିଲ୍ଲୀ ପୋଲିସ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ ଲାଠିଚାର୍ଜ କରାଯିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri