Posted inଜାତୀୟ

‘ପଞ୍ଜାବରେ କେହି ସୁରକ୍ଷିତ ନୁହନ୍ତି’

ଚଣ୍ଡିଗଡ଼,୨୯।୫:ପଞ୍ଜାବରେ ଆଇନ ଶୃଙ୍ଖଳା ଭୁଶୁଡ଼ି ପଡିଛି। ଅପରାଧୀମାନେ ଆଇନକୁ ଖାତିର କରୁନାହାନ୍ତି ବୋଲି ପୂର୍ବତନ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ କହିଛନ୍ତି। ଏପରି କି ପଞ୍ଜାବୀ ଗାୟକ ସିଧୁ ମୂସଓ୍ବୋଲାଙ୍କୁ ହତ୍ୟା ପରେ ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି ଅମରିନ୍ଦର। ଏପରି କି ପଞ୍ଜାବରେ କେହି ସୁରକ୍ଷିତ ନୁହନ୍ତି ବୋଲି ଅମରିନ୍ଦର କହିଛନ୍ତି।

ଗାୟକ ସିଧୁ ମୂସଓ୍ବୋଲାଙ୍କୁ ହତ୍ୟା କରାଯିବା ଏକ ଆଶ୍ଚର୍ଯ୍ୟଜନକ ଘଟଣା। ଶୋକସନ୍ତପ୍ତ ପରିବାର ପ୍ରତି ମୋର ଗଭୀର ସମବେଦନା। ପଞ୍ଜାବରେ ଆଇନ ଶୃଙ୍ଖଳା ରକ୍ଷା କରିବାରେ ଆପ୍‌ ସରକାର ବିଫଳ ହୋଇଛି ବୋଲି ଅମରେନ୍ଦ୍ର ଟୁଇଟ କରି କହିଛନ୍ତି।

ସୂଚନା ଯୋଗ୍ୟ ଗାୟକ ସିଧୁ ମୂସଓ୍ବୋଲାଙ୍କୁ ଏକ ଜିପ୍‌ରେ ଗାଁକୁ ଯାଉଥିବାବେଳେ କେତେଜଣ ଦୁର୍ବୃତ୍ତ ତାଙ୍କ ଉପରକୁ ୭ ରାଉଣ୍ଡ ଗୁଳି ଚଳାଇଥିଲେ। ଫଳରେ ସିଧୁ ମୂସଓ୍ବୋଲାଙ୍କ ପ୍ରବଳ ରକ୍ତ ସ୍ରାବ ହୋଇ ଗୁରୁତର ହୋଇପଡିଥିଲେ। ତାଙ୍କୁ ତୁରନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଗୁଳିକାଣ୍ଡରେ ଅନ୍ୟ ୩ଜଣ ମଧ୍ୟ ଆହତ ହୋଇଥିବା ଜଣାପଡିଛି। ଅନ୍ୟପକ୍ଷେ ଆପ୍‌ ସରକାର ସିଧୁ ମୂସଓ୍ବୋଲାଙ୍କ ସୁରକ୍ଷା ବ୍ୟବସ୍ଥାକୁ ହଟାଇ ଦେଇଥିଲେ। ଏହି ଘଟଣାର ଦିନକ ପରେ ତାଙ୍କୁ ଗୁଳି କରି ହତ୍ୟା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

କାଲି ସୂର୍ଯ୍ୟୋପରାଗ: ବିଶ୍ୱରେ ୭ ସେକେଣ୍ଡ ପାଇଁ ହୋଇଯିବ ଜିରୋ ଗ୍ରାଭିଟି, ଛାଏଁ ଛାଏଁ ଉଡିବ ମଣିଷ?

ଆସନ୍ତାକାଲି ମହାକାଶରେ ଘଟିବାକୁ ଯାଉଛି ଏକ ବିରଳ ଘଟଣା । ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିବେ । ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ…

ଭଦ୍ରା ସହ ସୂର୍ଯ୍ୟ ଗ୍ରହଣର ଅଦ୍ଭୁତ ସଂଯୋଗ! ଏହି ୩ ରାଶି ଉପରେ ବଡ଼ ସଙ୍କଟ, ଖାଲି ଖର୍ଚ୍ଚ ହେବ…

ବର୍ଷର ଦ୍ୱିତୀୟ ଏବଂ ଶେଷ ସୂର୍ଯ୍ୟଗ୍ରହଣ ଅଗଷ୍ଟ ୧୨ ତାରିଖରେ ସଂଗଠିତ ହେବାକୁ ଯାଉଛି । ଏହି ସୂର୍ଯ୍ୟଗ୍ରହଣ ଭାରତରେ ଦୃଶ୍ୟମାନ ହେବ ନାହିଁ, ଏବଂ ଏଠାରେ…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri