Posted inଜାତୀୟ

‘ ଭାଜପାରେ କେହି ରହିବେ ନାହିଁ ’

ନୂଆଦିଲ୍ଲୀ,୧୧।୬ : ବର୍ତ୍ତମାନ ଭାଜପାରେ ଯେଉଁଭଳି ସ୍ଥିତି କେହି ରହିବାକୁ ଚାହୁଁନାହାନ୍ତି। ଭାଜପାରୁ ବାହାରିବା ପରେ ଚିହ୍ନା ଚେହେରା ଦେଖି ଭଲ ଲାଗୁଛି। ଦୀର୍ଘ ୪ ବର୍ଷର ବ୍ୟବଧାନ ପରେ ତୃଣମୂଳ କଂଗ୍ରେସ (ଟିଏମ୍‌ସି)କୁ ଫେରିଥିବା ପଶ୍ଚିମବଙ୍ଗ ରାଜନୀତିର ଟାଣୁଆ ନେତା ମୁକୁଲ ରୟ ଏଭଳି ମନ୍ତବ୍ୟ ଦେଇଛନ୍ତି।

ଗୁରୁବାର ଟିଏମ୍‌ସି ମୁଖ୍ୟ କାର୍ଯ୍ୟାଳୟରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଦଳକୁ ଫେରିଛନ୍ତି ମୁକୁଲ। ମୁଖ୍ୟମନ୍ତ୍ରୀଙ୍କ ସହ ଦଳର ସାଧାରଣ ସମ୍ପାଦକ ଅଭିଷେକ ବାନାର୍ଜୀ, ପାର୍ଥ ଚାଟାର୍ଜୀ, ସୁବ୍ରତ ମୁଖାର୍ଜୀ ଓ ସୁବ୍ରତ ବକ୍‌ଶିଙ୍କ ଭଳି ବରିଷ୍ଠ ନେତା ଉପସ୍ଥିତି ଥିଲେ।

ମୁକୁଲଙ୍କ ଲେଉଟାଣି ସମ୍ପର୍କରେ ଟିଏମ୍‌ସି ସୁପ୍ରିମୋ ମମତା କହିଛନ୍ତି, ମୁକୁଲ ଦଳ ଛାଡ଼ି ଭାଜପା ପାଇଁ ପ୍ରଚାର କରିଥିଲେ। କିନ୍ତୁ ସେ କଦାପି ଦଳକୁ ନିନ୍ଦା କରି ନ ଥିଲେ। କେନ୍ଦ୍ରୀୟ ସଂସ୍ଥାର କାର୍ଯ୍ୟାନୁଷ୍ଠାନର ଧମକ ଦେଇ ତାଙ୍କୁ ଭାଜପାରେ ସାମିଲ କରାଯାଇଥିଲା। କିନ୍ତୁ ଟଙ୍କା ଲୋଭରେ ନିର୍ବାଚନ ପୂର୍ବରୁ ଦଳକୁ ନିନ୍ଦା କରିଥିବା ନେତାଙ୍କ ପାଇଁ ଆଉ ଟିଏମ୍‌ସିରେ ଯାଗା ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୨୬ା୪: ଶୁକ୍ରବାର ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହେଉଛି। ଆଜି ୧୩ ଲୋକ ସଭା ଏବଂ କେନ୍ଦ୍ର ଶାସିତ ଅଞ୍ଚଳରେ ଆରମ୍ଭ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା କଂଗ୍ରେସ

ଚଣ୍ଡିଗଡ଼,୨୫।୪: ହରିୟାଣାର ୮ଟି ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। କୁମାରୀ ଶୈଳଜାଙ୍କୁ ସିରସା, ରୋହତକରୁ ଦିପେନ୍ଦ୍ର ସିଂ ହୁଡା, ଅମ୍ବାଲାରୁ...

କେଜରିଓ୍ବାଲ ଜେଲରୁ ନ ଆସିବା ପର୍ଯ୍ୟନ୍ତ ହେବ ନାହିଁ ମେୟର ନିର୍ବାଚନ? ଏଲଜି ଦେଲେ ଏହି ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୫।୪: ଅନୁମାନ କରାଯାଉଛି ଯେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଜେଲରୁ ବାହାରିବା ପର୍ଯ୍ୟନ୍ତ ଏମସିଡି ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ହୋଇ...

ସ୍ଥଗିତ ରହିଲା ଏମସିଡି ମେୟର, ଡେପୁଟି ମେୟର ନିର୍ବାଚନ

ନୂଆଦିଲ୍ଲୀ,୨୫।୪: ଏପ୍ରିଲ ୨୬ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ମ୍ୟୁନିସିପାଲିଟି କର୍ପୋରେସନ ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ସ୍ଥଗିତ ରଖାଯାଇଛି। ଏହାର କାରଣ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପ୍ରସ୍ତୁତି ଶେଷ: ରାହୁଲ, ଓମ୍‌ ବିର୍ଲା, ହେମା ମାଳିନୀଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୨୫ା୪: ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ। ୧୩ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୮୮ ଆସନରେ ମତଦାନ ହେବ। ଏହି ପର୍ଯ୍ୟାୟରେ କଂଗ୍ରେସ...

ଅଣ୍ଡା, ଚିକେନ ଖାଉଥିବା ଲୋକେ ହୁଅନ୍ତୁ ସାବଧାନ

ନୂଆଦିଲ୍ଲୀ,୨୫।୪: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ବାର୍ଡଫ୍ଲୁ ରୋଗ ସଂକ୍ରମଣ ହୋଇଥିବା ଜଣାପଡିଛି। ସେଠାରେ ଅନେକ ନମୁନା ପରୀକ୍ଷା କରାଯାଇଥିଲା ଯେଉଁଥିରେ ଏଭିୟନ ଇନଫ୍ଲୁଏନଞ୍ଜା H5N1 ଚିହ୍ନଟ...

ନିର୍ବାଚନ ଲଢିବେ କଳ୍ପନା

ରାଞ୍ଚି,୨୫।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ନିର୍ବାଚନ ମଇଦାନରେ ପ୍ରବେଶ କରିଛନ୍ତି। ଗାଂଡେୟ ବିଧାନସଭା ଆସନରୁ ଉପ-ନିର୍ବାଚନରେ ଝାଡ଼ଖଣ୍ଡ ମୁକ୍ତି...

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri