୧୪ ହଜାର କର୍ମଚାରୀଙ୍କୁ ଛଟେଇ କରିବ ନୋକିଆ, ୫ ଜି ମୋବାଇଲ ବିକ୍ରି ହ୍ରାସ ପରେ ନିଷ୍ପତି

ନୂଆଦିଲ୍ଲୀ, ୧୯।୧୦: ଟେଲିକମ ଦୁନିଆର ପ୍ରତିଷ୍ଠିତ କମ୍ପାନୀ ନୋକିଆ ସମ୍ପର୍କରେ ବଡ଼ ଖବର ଆସିଛି, ଯେଉଁଥିପାଇଁ କର୍ମଚାରୀଙ୍କ ଚିନ୍ତା ବଢିଯାଇଛି। ନୋକିଆ ଏହାର ୧୪ ହଜାର କର୍ମଚାରୀଙ୍କୁ ଛଟେଇ କରିବାକୁ ନିଷ୍ପତି ନେଇଛି। ତୃତୀୟ କ୍ୱାର୍ଟରରେ କମ୍ପାନୀର ୫ ଜି ଉତ୍ପାଦ ବିକ୍ରି ୨୦ ପ୍ରତିଶତ ହ୍ରାସ ପରେ କମ୍ପାନୀ ଏହି ନିଷ୍ପତି ନେଇଛି।

ଇକୋନୋମିକ୍ସ ଟାଇମ୍ସ ରିପୋର୍ଟ ମୁତାବକ ଫିନିସ ଟେଲିକମ୍ୟୁନିକେସନ ଇକ୍ୟୁପମେଣ୍ଟ ଗ୍ରୁପର ନୋକିଆ ଅନୁମାନ ଅଟେ ଯେ, ୨୦୨୬ ସୁଦ୍ଧା ୮୦୦ ମିଲିୟନରୁ ନେଇ ୧.୨ ବିଲିୟନ ୟୁରୋ ମଧ୍ୟରେ ଖର୍ଚ୍ଚ ବଞ୍ଚିପାରିବ। ଏହି ସମୟ ପର୍ଯ୍ୟନ୍ତ କମ୍ପାନୀକୁ ପ୍ରାୟ ୧୪ ପ୍ରତିଶତ ଅପରେଟିଂ ମାର୍ଜିନ ହାସଲ କରିବ, ଯେଉଁଥିପାଇଁ କମ୍ପନିକୁ ଏହାର ୮୬ ହଜାର କର୍ମଚାରୀଙ୍କ ସଂଖ୍ୟା ୭୨-୭୭ ହଜାରକୁ କମାଇବାକୁ ପଡ଼ିବ।

ଚଳିତ ଆର୍ଥିକ ବର୍ଷରେ ନୋକିଆର ପ୍ରଦର୍ଶନ ଅତ୍ୟନ୍ତ ନିମ୍ନ ମାନର ରହିଛି। ଅପରେଟିଂ ପ୍ରଫିଟ୍ ପ୍ରାୟ ୪୬୭ ମିଲିୟନ୍ ରହିଛି। ଏହାର ଆଡଜେଷ୍ଟେଡ଼ ଆୟ ମଧ୍ୟ ହ୍ରାସ ପାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ଯୁଦ୍ଧ ଭିତରେ ଚାଇନା ଯିବେ ଟ୍ରମ୍ପ, ତାରିଖ ଘୋଷଣା କଲା ହ୍ବାଇଟ ହାଉସ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମେ ୧୪ ରୁ ୧୫ ମଧ୍ୟରେ ଚାଇନା ଗସ୍ତ କରିବେ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ସାକ୍ଷାତ…

ଇରାନକୁ ନୂଆ ଧମକ ଦେଲେ ଟ୍ରମ୍ପ, ଇରାନୀ କୋଠରୀ ଭିତରେ ନିବେଦନ କରନ୍ତି କିନ୍ତୁ…

ନୂଆଦିଲ୍ଲୀ,୨୬ା୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଅତ୍ୟନ୍ତ ଆକ୍ରମଣାତ୍ମକ ହୋଇଯାଇଛନ୍ତି। ତାଙ୍କ ପ୍ଲାଟଫର୍ମ, ଟ୍ରୁଥ୍ ସୋସିଆଲରେ, ସେ ଇରାନକୁ ଏକ ନୂତନ ଧମକ ଦେଇଛନ୍ତି। ସେ…

ହର୍ମୁଜ ବନ୍ଦ ହେଲେ LPG ପାଇଁ ଛଟପଟ ହେବ ସାରା ବିଶ୍ୱ, ଇରାନ ଏହି ରାସ୍ତା ବନ୍ଦ କଲେ କ’ଣ ହେବ? ଜାଣନ୍ତୁ…

ନୂଆଦିଲ୍ଲୀ/ତେହରାନ୍‌,୨୬।୩: ଯେତେବେଳେ ଇରାନ ଆମେରିକା ସହିତ ଚାଲିଥିବା ଯୁଦ୍ଧ ମଧ୍ୟରେ ହର୍ମୁଜ ପ୍ରଣାଳୀ ବନ୍ଦ କରିଦେଲା, ସମଗ୍ର ବିଶ୍ୱ ଚିନ୍ତାରେ ପଡ଼ିଗଲା। ପେଟ୍ରୋଲ ପମ୍ପରେ ଧାଡ଼ି ଲାଗିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri