ନୋକିଆର ନୂତନ ଉତ୍ପାଦ ଉନ୍ମୋଚିତ

ଭୁବନେଶ୍ୱର,୧୦।୭: ଏଚ୍‌ଏମ୍‌ଡି ଗ୍ଲୋବାଲ ପକ୍ଷରୁ ନୋକିଆର ନୂତନ ଉତ୍ପାଦ ତଥା ଫିଚର ଫୋନ୍‌ ନୋକିଆ୧୧୦ ୪ଜି ଏବଂ ନୋକିଆ୧୧୦ ୨ଜି’କୁ ନିକଟରେ ସର୍ବଭାରତୀୟ ଉନ୍ମୋଚନ କରାଯାଇଛି। ଯେଉଁଥିରେ ୟୁପିଆଇର ସ୍କାନ୍‌ ଆଣ୍ଡ୍‌ ପେ’ ସୁବିଧା ସାମିଲ ରହିଛି। ଏପରିକି ନୋକିଆ୧୧୦ ୪ଜିରେ ଏଚ୍‌ଡି ଭଏସ୍‌ କଲିଂ ସୁବିଧା ମିଳିବ, ଯାହା ଯୋଗାଯୋଗକୁ ଅତ୍ୟନ୍ତ ସ୍ପଷ୍ଟ କରିବ। ନୂଆ ନୋକିଆ୧୧୦ ୪ଜି ଓ ନୋକିଆ୧୧୦ ୨ଜିରେ ଥିବା ଗୋଟିଏ ବଟନ୍‌କୁ ଦବାଇ ସହଜରେ ୟୁପିଆଇ ପେମେଣ୍ଟ୍‌ ସୁବିଧା ହାସଲ କରାଯାଇପାରିବ। ଏ ସମ୍ପର୍କରେ ଏଚ୍‌ଏମ୍‌ଡି ଗ୍ଲୋବାଲ୍‌ର ଉପସଭାପତି ରବି କନ୍‌ୱର କହିଛନ୍ତି, କମ୍ପାନୀ ଗ୍ରାହକମାନଙ୍କୁ ବୈପ୍ଳବିକ ସୁବିଧା ଥିବା ଶ୍ରେଷ୍ଠ ଫୋନ୍‌ ଅନୁଭୂତି ପ୍ରଦାନ କରିବା ଜାରି ରଖିଥିବା ବେଳେ ନୋକିଆ୧୧୦ ୪ଜି ଓ ନୋକିଆ୧୧୦ ୨ଜି ଏହି ବର୍ଗରେ ବ୍ରାଣ୍ଡ୍‌ର ସ୍ଥିତିକୁ ଆହୁରି ସୁଦୃଢ଼ କରିପାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବୁଧ ଓ ମଙ୍ଗଳଙ୍କ ଶୁଭ ଯୋଗ! ଭାଗ୍ୟ ନେବ ମୋଡ଼, ୮ ଅଗଷ୍ଟରୁ ୪ ରାଶିକୁ ମିଳିବ ବଡ଼ ଲାଭ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ଅଗଷ୍ଟ ୮ ତାରିଖ ଅପରାହ୍ନରେ ଏକ ବିଶେଷ ମହାଜାଗତିକ ଘଟଣା ଘଟିବାକୁ ଯାଉଛି । ଏହି ଦିନ ବୁଧ ଏବଂ ମଙ୍ଗଳଙ୍କ…

କଷ୍ଟ ସହି ନ ପାରି କରିଥିଲେ ଆତ୍ମହତ୍ୟା: ୪ ବର୍ଷ ପରେ ଦୁଇ ଅଭିଯୁକ୍ତ ଗିରଫ

ବଞ୍ଚୋ, ୭।୮ (ପ୍ରଦୋଷ ବିଶ୍ୱାଳ): ଘସିପୁରା ଥାନା କେସ୍ ନଂ-୪୩, ତାରିଖ ୧୫.୦୩.୨୦୨୨ରେ ରୁଜୁ ହୋଇଥିବା ୪ ବର୍ଷ ପୁରୁଣା ଏକ ଚର୍ଚ୍ଚିତ ମାମଲାରେ ଘସିପୁରା ପୋଲିସ…

କ’ଣ ସାଧାରଣ ଲୋକ UPI ଟ୍ରାଞ୍ଜାକ୍ସନବେଳେ ଦେବେ ଏକ୍ସଟ୍ରା ଚାର୍ଜ? ଅର୍ଥମନ୍ତ୍ରୀ କଲେ ଖୁଲାସା

ନୂଆଦିଲ୍ଲୀ, ୭।୮: ଯଦି ଆପଣ ବି ନିତିଦିନ ଛୋଟ-ବଡ଼ କାମ ପାଇଁ UPI ବ୍ୟବହାର କରୁଛନ୍ତି ଏବଂ ମନରେ ଟ୍ରାଞ୍ଜାକ୍ସନ୍ ଚାର୍ଜ ଲାଗିବାର ଭୟ ଥିଲା, ତେବେ…

ପୂର୍ବରୁ ବାହା ହୋଇଥିବା କଥା ଲୁଚାଇ ପ୍ରଲୋଭନ ଦେଇ ରଖୁଥିଲେ ଶାରୀରିକ ସମ୍ପର୍କ: ପରେ…

ବଞ୍ଚୋ, ୭।୮ (ପ୍ରଦୋଷ ବିଶ୍ୱାଳ): ବିବାହର ପ୍ରଲୋଭନ ଦେଇ ଶାରୀରିକ ସମ୍ପର୍କ ସ୍ଥାପନ ଏବଂ ପୂର୍ବରୁ ବିବାହିତ ଥିବା ସତ୍ୟ ଲୁଚାଇ ଠକେଇ କରିବା ଅଭିଯୋଗରେ ଆନନ୍ଦପୁର…

‘ମା’ କ୍ଷୀର ଶିଶୁର ଅଧିକାର, ସୁସ୍ଥ ଭବିଷ୍ୟତର ମୂଳଦୁଆ‘

କେସିଙ୍ଗା, ୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ଦୁର୍ଗାମଣ୍ଡପସ୍ଥିତ ୧୨ ନମ୍ବର ୱାର୍ଡର ଅଙ୍ଗନଓ୍ୱାଡ଼ି କେନ୍ଦ୍ରରେ ଶୁକ୍ରବାର ବିଶ୍ୱ ସ୍ତନ୍ୟପାନ ସପ୍ତାହ-୨୦୨୬ ପାଳନ କରାଯାଇଛି।…

ୟୁଟର୍ନ ମାରିଲେ କଙ୍ଗନା? Gen Z ଙ୍କୁ ନେଇ ଦେଲେ ପୁଣି ବଡ଼ ବୟାନ

ନୂଆଦିଲ୍ଲୀ, ୭।୮: Bjp ସାଂସଦ/ ବଲିଉଡ୍ ଅଭିନେତ୍ରୀ କଙ୍ଗନା ରଣାୱତ ଗତ କିଛି ଦିନ ହେବ ଯୁବପିଢ଼ିଙ୍କ ମଧ୍ୟରେ ବେଶ୍ ଚର୍ଚ୍ଚାରେ ଥିଲେ, କିନ୍ତୁ ତାଙ୍କୁ ଭଲପାଇବା…

ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ଜିଲାପାଳ କହିଲେ ଘଟଣା ପଛରେ ଯେଉଁମାନେ ଅଛନ୍ତି ସେମାନଙ୍କୁ…

ଝରିଗାଁ,୭ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଏକ ଆଦବାସୀ ବହୁଳ ଅଞ୍ଚଳ ଅଟେ। ସରକାର ପିଲାଙ୍କୁ ମାଗଣା ଶିକ୍ଷା ପ୍ରଦାନ ତଥା ଗୁଣାତ୍ମକ ଶିକ୍ଷା ଦେବା ନେଇ…

ସାଉଦି-ତୁର୍କି ଓ ପାକିସ୍ତାନ ଭିତରେ ବଡ଼ ଡିଲ୍‌, ଭାରତକୁ ପଡିପାରେ ବଡ଼ ପ୍ରଭାବ!

ନୂଆଦିଲ୍ଲୀ, ୭।୮: ସାଉଦୀ ସେନା ଏବଂ ସରକାର ସହ ଜଡ଼ିତ ସୂତ୍ରରୁ AFP ସୂଚନା ଦେଇଛି ଯେ ସାଉଦୀ ଆରବ, ତୁର୍କୀ ଏବଂ ପାକିସ୍ତାନ ଶୁକ୍ରବାର ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri