Odisha Elections 2024

ନାମାଙ୍କନ ଭରିଲେ କହ୍ନାଇ, ସରୋଜ

ବୌଦ୍ଧ,୧।୫(ଅଜିତ କୁମାର ବାରିକ): ମେ’ ୨୦ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ହେବ। ଏହି ପରିପ୍ରେକ୍ଷୀରେ ନିର୍ବାଚନ ଲାଗି ନାମାଙ୍କନ ପ୍ରକ୍ରିୟା ଶେଷ ହେବାକୁ ଆଉ ମାତ୍ର ୨ଦିନ ବାକି ରହିଛି। ବୁଧବାର ଭାଜପାର ବୌଦ୍ଧ ବିଧାନସଭା ଆସନ ପାଇଁ ସରୋଜ ପ୍ରଧାନ ଏବଂ କଣ୍ଟାମାଳ ପାଇଁ କହ୍ନାଇ ଚରଣ ଡାଙ୍ଗ ନାମାଙ୍କନପତ୍ର ଦାଖଲ କରିଛନ୍ତି।

ନିଜ ସମର୍ଥକଙ୍କ ସହ ଉଭୟ ପ୍ରାର୍ଥୀ ରାମେଶ୍ୱର ମନ୍ଦିରରୁ ଏକ ବିରାଟ ଶୋଭାଯାତ୍ରାରେ ବାହାରି ଜ଼ିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ନାମାଙ୍କନ ଦାଖଲ କରିଥିଲେ। ପ୍ରାର୍ଥିପତ୍ର ଦାଖଲ ସମୟରେ ଦଳର ବହୁ ବରିଷ୍ଠ ନେତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୩ରେ ଧାମନଗର ଆସିବେ ଜେପି ନଡ୍ଡା

ଧାମନଗର,୨୧।୫ (ସନ୍ତୋଷ କୁମାର ମହାପାତ୍ର): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଆସନ୍ତା ୨୩ ତାରିଖରେ ଭଦ୍ରକ ଜିଲା ଧାମନଗର ଆସିବେ। ଏହି ବିଧାନସଭା ଆସନ...

ପୋଖରୀରେ ବୁଡ଼ି ଚାଲିଗଲା ୨ ସମ୍ପର୍କୀୟ ଭଉଣୀଙ୍କ ଜୀବନ

ବିଞ୍ଝାରପୁର,୨୧ା୫(ରାମକୃଷ୍ଣ ଦାସ): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ଅଳକୁଣ୍ଡ ଥାନା ଅଧୀନ କପିଳା ପଞ୍ଚାୟତ ରଁାସ-ଗୁହାଳି ଗ୍ରାମରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ଗାଁ ପୋଖରୀରେ...

କେନ୍ଦୁଝରରେ ଅମିତ ଶାହା ଦେଲେ ବଡ଼ ବୟାନ 

କେନ୍ଦୁଝର,୨୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମଙ୍ଗଳବାର କେନ୍ଦୁଝର ଜିଲା ଗସ୍ତରେ ଆସି ଭାଜପା ଲୋକ ସଭା ପ୍ରାର୍ଥୀ ଅନନ୍ତ ନାୟକ...

ଷ୍ଟ୍ରଙ୍ଗରୁମ୍‌ରେ ସିଲ ହେଲା ପ୍ରାର୍ଥୀଙ୍କ ଭାଗ୍ୟ

ବାଲିଗୁଡ଼ା,୨୧।୫:(ସଞ୍ଜୟ କୁମାର ପାଣିଗ୍ରାହୀ): ଦେଶର ପଞ୍ଚମ ପର୍ଯ୍ୟାୟ ଲୋକସଭା ନିର୍ବାଚନ ଏବଂ ଓଡ଼ିଶାର ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ମେ’ ୨୦ ତାରିଖରେ ଶେଷ ହୋଇଛି। ଏହି...

କାଜୁର ଅମଳ ବେଳକୁ ଅଭାବୀ ବିକ୍ରି: ଚିନ୍ତାରେ ଚାଷୀ

ଭବାନୀପାଟଣା,୨୧ା୫ (ଉତ୍ତମ କୁମାର ଦାଶ)- କାଳବୈଶାଖୀ ପ୍ରଭାବରେ ଝଡ଼ିଗଲା କାଜୁ ବଉଳ। ଆଉ ଯାହା କିଛି ରହିଥିଲା ଅମଳ ବେଳକୁ ଏବେ ଅଭାବୀ ବିକ୍ରି ଚାଷୀକୁ...

ଓଡ଼ିଶାରେ ପ୍ରଥମ ଥର ପାଇଁ ଶାହା କହିଦେଲେ ଏମିତି କଥା, ବିରୋଧୀ ଛାନିଆ

ନୟାଗଡ,୨୧।୫: ସମ୍ବଲପୁରରେ ପ୍ରଚାର ପରେ ଢେଙ୍କାନାଳ ପରଜଙ୍ଗରେ ପହଞ୍ଚିଛନ୍ତି ଗୃହମନ୍ତ୍ରୀ ଅମିତ ଶାହ। । ବିରାଟ ଜନସଭାକୁ ସମ୍ବୋଧିତ କରି ସେ ପୁଣି ବିଜେଡି ଉପରେ...

ବିଧାୟକ, ସାଂସଦ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଲେ ପାଣ୍ଡିଆନ

ପାଟଣା,୨୧।୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ସାହାରପଡ଼ା ବ୍ଲକ ମୁଖ୍ୟାଳୟ ହାଇସ୍କୁଲ ପଡ଼ିଆରେ ମଙ୍ଗଳବାର ଅପରାହ୍ନରେ ବିଜେଡି ନେତା କାର୍ତ୍ତିକ ପାଣ୍ଡିୟାନ ପାଟଣା ବିଜେଡି...

ରତ୍ନଭଣ୍ଡାର ଚାବି ହଜେଇଛି କିଏ? ସମ୍ବଲପୁରରୁ ଶାହାଙ୍କ ବଡ଼ ଖୁଲାସା

ସମ୍ବଲପୁର,୨୧।୫: ସମ୍ବଲପୁର ଅଇଁଠାପାଲି ପିଏଚଡି ପଡ଼ିଆରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ବିରାଟ ଜନସଭାକୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ଶାହା ବିଜେଡି ସରକାରଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri