ସରିଲା ନାମାଙ୍କନ: ପ୍ରାର୍ଥିପତ୍ର ଦାଖଲକଲେ କୋକସରା ବ୍ଲକର ୬୯୨

କୋକସରା,୨୧ା୧(ଡି.ଏନ.ଏ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଶୁକ୍ରବାର ନାମାଙ୍କନ ଦାଖଲ ପ୍ରକ୍ରିୟା ଶେଷ ହୋଇଛି। ୧୭ ତାରିଖରୁ ୨୧ ପର୍ଯ୍ୟନ୍ତ କୋକସରା ବ୍ଲକରେ ୨୨ ପଞ୍ଚାୟତ ପାଇଁ ୬୯୨ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏ ନେଇ ବ୍ଲକ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି। ୧୩୯ ପ୍ରାର୍ଥୀ ସରପଞ୍ଚ ପଦବୀ ପାଇଁ ନାମାଙ୍କନପତ୍ର ଦାଖଲ କରିଥିବା ବେଳେ ୱାର୍ଡମେମ୍ବର ପାଇଁ ୪୪୬ ଆଶାୟୀ ପ୍ରାର୍ଥୀ ନାମାଙ୍କନ କରିଥିବା ସୂଚନା ମିଲିଛି । ସେହିପରି ସମିତିସଭ୍ୟ ପାଇଁ ୧୦୭ ପ୍ରାର୍ଥୀ ନାମାଙ୍କନ ଦାଖଲ କରିଛନ୍ତି। ତେବେ ଆସନ୍ତା ୨୫ ତାରିଖରେ ପ୍ରାର୍ଥିପତ୍ର ଯାଞ୍ଚ ପ୍ରକ୍ରିୟା ସରିବା ପରେ ଚୂଡାନ୍ତ ତାଲିକା ବ୍ଲକ ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ପ୍ରକାଶ ପାଇବ ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା ଉଦ୍ୟମ

ଗୋପାଳପୁର,୩୧ା୩: ନାବାଳିକାଙ୍କୁ ବଳାତ୍କାର କରିବା ସହ ହତ୍ୟା ଉଦ୍ୟମ ଅଭିଯୋଗରେ ଗୋପାଳପୁର ଥାନା ପୋଲିସ ଜଣେ ଯୁବକକୁ ଗିରଫ କରି ବୁଧବାର କୋର୍ଟ ଚାଲାଣ କରିଛି।...

ଫିଦିନିଅଁ। ରାସ୍‌ତା ଅଭାବ: ଖେତ୍‌ ଆଡ଼ିରେ ଯାଆସ କରୁଛନ୍‌ ଛାତ୍ରୀଛାତ୍ର

କୋକସରା,୧୩ା୮(ଡି.ଏନ୍‌.ଏ.) : କଳାହାଣ୍ଡି ଜିଲା କୋକସରା ବ୍ଲକ ରେଙ୍ଗାଲପାଲି ପଁଚେତ୍‌ ଅଧୀନ ପାଣିଗଁା ଶବରପଡ଼ାକେ ଆଏଜ୍‌ ବି ଫିଦିନିଅଁା ରାସ୍‌ତା ନଁାଇଁନ। ଇ ଗଁାରେ ୩୦...

ବ୍ୟାଙ୍କ ଖାତା ଅପ୍‌ଡେଟ ପାଇଁ ଖରାରେ ଲମ୍ବା ଧାଡ଼ି, ରହୁନି ସାମାଜିକ ଦୂରତ୍ୱ

ଗଞ୍ଜାମ, ୨୭।୪(ଡି.ଏନ୍‌.ଏ.): କରୋନା ଭୂତାଣୁ ସାରା ବିଶ୍ୱରେ କାୟା ବିସ୍ତାର କରିଚାଲିଛି। କମିବାର ନା ଧରୁନି । ବାଧ୍ୟ ହୋଇ ସରକାରଙ୍କ ପକ୍ଷରୁ ଲକ୍‌ଡାଉନ ଅବଧି...

ସାମାଜିକ ଦୂରତା ଉଲ୍ଲଂଘନ: ୩ ଦୋକାନ ସିଲ୍‌ କଲା ପ୍ରଶାସନ

କେନ୍ଦୁଝର, ୧୪ା୪(ଡି.ଏନ୍‌.ଏ.)-କରୋନା ସଂକ୍ରମଣ ରୋକିବା ପାଇଁ ରାଜ୍ୟ ଏବଂ କେନ୍ଦ୍ର ସରକାର ଆଗାମୀ ମେ’ ୩ତାରିଖ ପର୍ଯ୍ୟନ୍ତ ଲକ୍‌ଡାଉନ୍‌କୁ ବୃଦ୍ଧି କରିଛନ୍ତି। ଲକ୍‌ଡାଉନ ସମୟରେ ଅତ୍ୟାବଶ୍ୟକ...

ପୋଲିସ-ମାଓବାଦୀ ଗୁଳି ବିନିମୟ, ଯବାନ ଆହତ

ମାଲକାନଗିରି,୨୦ା୪ (ଡି.ଏନ୍‌.ଏ.):  ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ସାର୍କୋଗୁଡ଼ା ସିଲଗରର ମୋକୁର ଅଞ୍ଚଳରେ ମଙ୍ଗଳବାର ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ...

ମୁହଁ ଫେରାଉଛନ୍ତି ପର୍ଯ୍ୟଟକ

ଖୋର୍ଦ୍ଧା ଅଫିସ,୨୫ା୧୦: ଖୋର୍ଦ୍ଧା ଜିଲାର ପ୍ରମୁଖ ପର୍ଯ୍ୟଟନସ୍ଥଳଗୁଡ଼ିକ ମଧ୍ୟରୁ ବରୁଣେଇ ପୀଠ ଅନ୍ୟତମ। ଏବେ ଏହି ପୀଠ ଅବହେଳିତ ହୋଇପଡ଼ିଛି। ବରୁଣେଇ ଜଙ୍ଗଲ କ୍ଷୟ ହେଉଥିବାବେଳେ...

ପୋଲିସ ଓ ଜନତାଙ୍କ ମଧ୍ୟରେ ସୁସମ୍ପର୍କ ରହୁ

ବଇଣ୍ଡା,୨୫।୭(ଡି.ଏନ.ଏ.)-ଗ୍ରାମାଞ୍ଚଳରେ ଧିରେ ଧିରେ ଅପରାଧ ବୃଦ୍ଧି ପାଉଛି। ଏଥିପ୍ରତି ଜନସାଧାରଣ ଅଧିକ ଯତ୍ନବାନ ହେବା ଆବଶ୍ୟକ। ପୋଲିସ ସହିତ ସାଧାରଣ ଜନତାଙ୍କ ମଧ୍ୟରେ ସୁସମ୍ପର୍କ ରହିଲେ...

ଯୁବକଙ୍କ ମୃତ୍ୟୁ ପରେ ଉତ୍ତ୍ୟେକ୍ତ ଲୋକେ ଜାଳିଦେଲେ ହାଇଓ୍ବା

ଜୟପୁର,୮ା୩: କୋରାପୁଟ ଜିଲା ଜୟପୁର ସ୍ଥିତ ଭିଜିଲାନ୍ସ ଅଫିସ ସମ୍ମୁଖରେ ସୋମବାର ସନ୍ଧ୍ୟାରେ ଏକ ହାଇଓ୍ବା ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏନେଇ ଘଟଣା...

Advertisement
Archives

Model This Week