ଆଜି ନାମାଙ୍କନ ଶେଷ

ଭୁବନେଶ୍ୱର,୨୧ା୧(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ କାର୍ଯ୍ୟ ଜୋରସୋରରେ ଚାଲିଛି। ଗତ ୪ ଦିନ ହେବ ଓ୍ବାର୍ଡମେମ୍ବର, ସରପଞ୍ଚ, ପଞ୍ଚାୟତ ସମିତି ସଭ୍ୟ ଏବଂ ଜିଲା ପରିଷଦ ସଦସ୍ୟଙ୍କ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ ହେଉଛି। ରାଜ୍ୟ ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁଯାୟୀ ଚତୁର୍ଥ ଦିବସରେ ୪୦,୭୩୨ ଓ୍ବାର୍ଡମେମ୍ବର ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଥିବା ବେଳେ ସରପଞ୍ଚ ପାଇଁ ୮୮୪୨, ପଞ୍ଚାୟତ ସମିତି ସଦସ୍ୟ ପାଇଁ ୭୮୩୨ ଏବଂ ଜିଲା ପରିଷଦ ସଦସ୍ୟ ପାଇଁ ୧୧୮୨ ଜଣ ପ୍ରାର୍ଥତ୍ପତ୍ର ଦାଖଲ କରିଛନ୍ତି। ତେବେ ସମସ୍ତ ପଦବୀ ପାଇଁ ମୋଟ ୫୮ ହଜାର ୫୮୮ ଜଣ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଜାନୁୟାରୀ ୧୭ ତାରିଖରୁ ଆରମ୍ଭ ହୋଇଥିବା ପ୍ରାର୍ଥତ୍ପତ୍ର ଦାଖଲ ୨୧ ତାରିଖରେ ଶେଷ ହେବ। ଶେଷ ଦିବସ ଥିବାରୁ ଅଧିକ ସଂଖ୍ୟାରେ ପ୍ରାର୍ଥତ୍ପତ୍ର ଦାଖଲ ହେବ ବୋଲି ଅନୁମାନ କରାଯାଉଛି। ଚଳିତଥର ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ମୋଟ ୯୧,୯୧୩ ୱାର୍ଡମେମ୍ବର, ୬,୭୯୪ ସରପଞ୍ଚ, ୬,୭୯୩ ପଞ୍ଚାୟତ ସମିତି ସଭ୍ୟ ଓ ୮୫୩ଜଣ ଜିଲା ପରିଷଦ ସଭ୍ୟ ପଦ ପାଇଁ ଭୋଟଗ୍ରହଣ ହେବ। ରାଜ୍ୟର ମୋଟ ୨କୋଟି ୭୯ଲକ୍ଷ ୩୫ହଜାର ୫୨୦ ଭୋଟର ନିଜର ମତଦାନ କରିବେ। ତେବେ ଜଗତ୍‌ସିଂହପୁର ଜିଲାର ଢିଙ୍କିଆ ପଞ୍ଚାୟତରେ ସରପଞ୍ଚ ଏବଂ ୱାର୍ଡମେମ୍ବର ପାଇଁ ନିର୍ବାଚନ ହେବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri