୭ରୁ ଭଞ୍ଜନଗର ବାର୍‌ ଆସୋସିଏଶନ ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ, ଏଥର ମହିଳା ଆଇନଜୀବୀଙ୍କ ପାଇଁ ରହିଛି…

ଭଞ୍ଜନଗର,୫ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର୍‌ ଆସୋସିଏଶନ ନିର୍ବାଚନ ମାର୍ଚ୍ଚ ୨୮ରେ ହେବ। ଏଥିପାଇଁ ଆସନ୍ତା ୭ରୁ ୯ ତାରିଖ ପର୍ଯ୍ୟନ୍ତ ପ୍ରାର୍ଥିପତ୍ର ଦାଖଲ ସମୟ ଧାର୍ଯ୍ୟ ହୋଇଛି। ୧୧ ତାରିଖରେ ଯାଞ୍ଚ ହେବ। ଯୋଗ୍ୟ ପ୍ରାର୍ଥୀ ତାଲିକା ୧୨ ତାରିଖରେ ପ୍ରକାଶିତ ହେବ। ୧୩ ତାରିଖ ପ୍ରାର୍ଥିପତ୍ର ପ୍ରତ୍ୟାହାର ଦିବସ ଅଛି। ଚୂଡ଼ାନ୍ତ ତାଲିକା ୧୪ ତାରିଖରେ ପ୍ରକାଶିତ ହେବ।

ଚଳିତ ବର୍ଷ ବାର୍‌ ଆସୋସିଏଶନ ନିର୍ବାଚନରେ ମହିଳା ଆଇନଜୀବୀଙ୍କ ପାଇଁ ୩୦ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା ରଖାଯାଇଛି। ଯୁଗ୍ମ ସଂପାଦକ ଏବଂ କାର୍ଯ୍ୟକାରୀ କମିଟିର ଦୁଇଜଣ ସଭ୍ୟାଙ୍କ ପାଇଁ ସଂରକ୍ଷଣ ବ୍ୟବସ୍ଥା ହୋଇଛି। ୨୮ ତାରିଖ ସକାଳ ୭:୩୦ରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ମତଦାନ ହେବ। ଏହାପରେ ୪ଟା ପରେ ଗଣତି ହୋଇ ଫଳାଫଳ ଘୋଷଣା ହେବ। ବରିଷ୍ଠ ଆଇନଜୀବୀ ଲଡୁ କିଶୋର ଆଳତିଆ, ତ୍ରିନାଥ ମଲ୍ଲିକ, ଅଭାଗିନୀ ବିଷୋୟୀ ନିର୍ବାଚନ ଅଧିକାରୀ ଭାବେ ଦାୟିତ୍ୱରେ ଅଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ନିରକ୍ଷର ବ୍ୟକ୍ତିମାନଙ୍କୁ ସାକ୍ଷର: ଉଲ୍ଲାସ ଅଭିଯାନ ଶୁଭାରମ୍ଭ

ଛତ୍ରପୁର, ୫।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନିରକ୍ଷରଙ୍କୁ ସାକ୍ଷର କରିବା ଓ ଜୀବନବ୍ୟାପୀ ଶିକ୍ଷା ପ୍ରତି ଲୋକଙ୍କୁ ଉତ୍ସାହିତ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାରେ ‘ଉଲ୍ଲାସ’ ସଚେତନତା…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri