ଆଜି ରାଜ୍ୟ ସଭା ପାଇଁ ନାମାଙ୍କନ: ୫ ପ୍ରାର୍ଥୀ କରିବେ ଦାଖଲ

ଭୁବନେଶ୍ୱର,୫।୩: ଓଡ଼ିଶାରେ ଖାଲି ପଡ଼ିଥିବା ରାଜ୍ୟ ସଭା ଆସନ ପାଇଁ ଗୁରୁବାର ନାମାଙ୍କନ ଦାଖଲ କରିବେ ୫ ପ୍ରାର୍ଥୀ। ଓଡ଼ିଶାରୁ ଏଥର ୪ ପ୍ରାର୍ଥୀ ରାଜ୍ୟ ସଭାକୁ ଯିବେ।
ଭାଜପା ପକ୍ଷରୁ ମନମୋହନ ସାମଲ ଓ ସୁଜିତ କୁମାର ପ୍ରାର୍ଥୀ ହୋଇଥିବାବେଳେ ତୃତୀୟ ଆସନ ପାଇଁ ବିଜେଡିର ସଂତୃପ୍ତ ମିଶ୍ର ପ୍ରାର୍ଥୀ ହୋଇଛନ୍ତି। ଚତୁର୍ଥ ଆସନ ପାଇଁ ରୋଚକ ଲଢେଇ ହେବ। ଚତୁର୍ଥ ଆସନରେ ଦତ୍ତେଶ୍ବର ହୋତା ବନାମ ଦିଲ୍ଲୀପ ରାୟ ଅଛନ୍ତି। ବିଜେଡି ଓ କଂଗ୍ରେସ କମନ କ୍ୟାଣ୍ଡେଟ ପ୍ରାର୍ଥୀ ଦତ୍ତେଶ୍ବରକୁ ସମର୍ଥନ ଦେବେ। ସେହିପରି ସମର୍ଥିତ ସ୍ବାଧୀନ ପ୍ରାର୍ଥୀ ହୋଇଛନ୍ତି ଦିଲ୍ଲୀପ ରାୟ।

 

Dharitri – Odisha’s No.1 Odia Daily

 

 


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନ ପୂର୍ବରୁ ଭାବବିହ୍ବଳ ହେଲେ ଦିଲୀପ ରାୟ: ବିଜୁ ପଟ୍ଟନାୟକଙ୍କୁ ନେଇ କହିଦେଲେ ବଡ଼ କଥା

ଭୁବନେଶ୍ୱର,୫।୩: ଓଡ଼ିଶାରେ ଖାଲି ପଡ଼ିଥିବା ରାଜ୍ୟ ସଭା ଆସନ ପାଇଁ ଗୁରୁବାର ନାମାଙ୍କନ ଦାଖଲ କରିବେ ୫ ପ୍ରାର୍ଥୀ। ଓଡ଼ିଶାରୁ ଏଥର ୪ ପ୍ରାର୍ଥୀ ରାଜ୍ୟ ସଭାକୁ…

ଇରାନ-ଆମେରିକା ଯୁଦ୍ଧରେ ଭାରତର ଏଣ୍ଟ୍ରି! ଭାରତର ନୌସେନା ଘାଟିରେ ବଡ଼…

ନୂଆଦିଲ୍‌ଲୀ,୫।୩: ଇରାନ-ଆମେରିକା-ଇସ୍ରାଏଲ ମଧ୍ୟରେ ଯୁଦ୍ଧ ଦିନକୁ ଦିନ ଘନେଇବାରେ ଲାଗିଛି। ଏହି ଭିତରେ ଅନେକ ଦେଶ ଯୁଦ୍ଧକୁ ସମର୍ଥନ କରୁଥିବା ଦେଖିବାକୁ ମିଳିଛି। କୁହାଯାଉଛି ଭାରତ ମଧ୍ୟ…

୩ୟ ବିଶ୍ୱଯୁଦ୍ଧ ଆରମ୍ଭ! ଇରାନ ବିରୋଧରେ ଯୁଦ୍ଧକୁ ଡେଇଁଲା ଭାରତର ଏହି ବନ୍ଧୁରାଷ୍ଟ୍ର…

ନୂଆଦିଲ୍ଲୀ,୫।୩: ମଧ୍ୟପ୍ରାଚ୍ୟ ସଙ୍କଟ ମଧ୍ୟରେ, ଆଗାମୀ ଦିନରେ ଇରାନ କ୍ଷେପଣାସ୍ତ୍ର ଘାଟି ବିରୋଧରେ ଆମେରିକାର ଆକ୍ରମଣରେ ବ୍ରିଟେନ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିପାରେ। ପ୍ରାରମ୍ଭିକ ଦ୍ୱିଧା…

ଅଧରାତିରେ କୂଅରେ ପଡ଼ିଗଲା ଦନ୍ତା ହାତୀ: ଆଉ ତା’ପରେ…

କେନ୍ଦୁଝର,୫।୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ରେଞ୍ଜ ଅନ୍ତର୍ଗତ ବନାଯୋଡ଼ି ଗାଁରେ ଜଣେ ବ୍ୟକ୍ତିଙ୍କ ପୁରୁଣା ପଥର କୂଅରେ ଗତ କାଲି ରାତିରେ ଏକ ବୟସ୍କ…

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କୁ ମିଳିଲା ଖୁସି ଖବର: ମିଳିଗଲା…

ଓ୍ବାଶିଂଟନ୍‌,୫।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପାଞ୍ଚ ଦିନରୁ ଅଧିକ ସମୟ ଧରି ଚାଲିଛି। ଏହା ସତ୍ତ୍ୱେ ଆକ୍ରମଣ ହ୍ରାସ ପାଇବା ପରିବର୍ତ୍ତେ…

ଟି୨୦ ବିଶ୍ୱକପରେ ଇତିହାସ ରଚିଲେ ଫିନ ଆଲେନ: ଭାଙ୍ଗିଲେ ୫ ବଡ଼ ରେକର୍ଡ

କୋଲକାତା,୫।୩: ନ୍ୟୁଜିଲାଣ୍ଡର ଷ୍ଟାର ବ୍ୟାଟ୍ସମ୍ୟାନ୍‌ ଫିନ ଆଲେନ ୨୦୨୬ ଟି୨୦ ବିଶ୍ୱକପ ର ପ୍ରଥମ ସେମିଫାଇନାଲ୍‌ରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩୩ ବଲ୍‌ରେ ଶତକ ହାସଲ କରି…

ଆଜି ଭାରତ-ଇଂଲଣ୍ଡ ସେମିଫାଇନାଲ୍‌: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ମୁମ୍ବାଇ,୫।୩: ସେମିଫାଇନାଲ ଯାତ୍ରାରେ ପଛରେ ପଡ଼ିଯାଇଥିବା ଭାରତୀୟ ଦଳ ଏବେ ଇଂଲଣ୍ଡର ସ୍ପିନ ବୋଲିଂର ଚ୍ୟାଲେଞ୍ଜର ସମ୍ମୁଖୀନ ହେବ। ଗୁରୁବାର ୱାଙ୍ଖେଡେ ଷ୍ଟାଡିୟମରେ ଟି-୨୦ ବିଶ୍ୱକପ ସେମିଫାଇନାଲ…

ଫିନ ଆଲେନଙ୍କ ବିସ୍ଫୋରକ ଶତକ: ଟି୨୦ ବିଶ୍ୱକପ ଫାଇନାଲ୍‌ରେ ନ୍ୟୁଜିଲାଣ୍ଡ

କୋଲକାତା,୪।୩: ନ୍ୟୁଜିଲାଣ୍ଡ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲରେ ପହଞ୍ଚିଛି। ସେମିଫାଇନାଲରେ ନ୍ୟୁଜିଲାଣ୍ଡ ଦକ୍ଷିଣ ଆଫ୍ରିକାକୁ ୮ ଉଇକେଟ୍‌ରେ ପରାସ୍ତ କରି ଦ୍ୱିତୀୟଥର ପାଇଁ ଟି୨୦ ବିଶ୍ୱକପର ଫାଇନାଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri