ବିଜେଡିର ୩ କାଉନସିଲରଙ୍କ ନାମାଙ୍କନପତ୍ର ଦାଖଲ

ଗଞ୍ଜାମ,୭ା୩(ଡି.ଏନ୍‌.ଏ.): ଆସନ୍ତା ୨୪ରେ ହେବାକୁ ଥିବା ପୌର ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲର ଶେଷଦିନରେ ବିଜେଡିର ଓ୍ବାର୍ଡ ନଂ ୧୦ର ସୁଜାତା କୁମାରୀ ମହାନ୍ତି, ଓ୍ବାର୍ଡ ନଂ ୧୧ ପି. ମୋହନ ରେଡ୍ଡି ଏବଂ ଓ୍ବାର୍ଡ ନଂ. ୧୨ ପାଇଁ ପି. ଚନ୍ଦ୍ରଶେଖର ବିଧିବଦ୍ଧ ଭାବେ ନିର୍ବାଚନ ଅଧିକାରୀ ତଥା ଗଞ୍ଜାମ ତହସିଲଦାର ଅରୁଣ କୁମାର ନାୟକଙ୍କୁ ପ୍ରାର୍ଥିପତ୍ର ପ୍ରଦାନ କରିଥିଲେ। ଏହି ସମୟରେ ବିଜେଡି ଯୁବ ସଭାପତି ସୁଧୀର କୁମାର ପାଢ଼ୀ, ଯୁବ ସଂଗଠକ ତଥା ଛାତ୍ର ସଭାପତି ରାକେଶ ରଞ୍ଜନ ଦାସ, ୧୦ ନଂ. ଓ୍ବାର୍ଡର ବିଜେଡି ଯୁବନେତା ମନୋଜ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶୈଳଶ୍ରୀକ୍ଷେତ୍ରରେ ରଥଯାତ୍ରା ପ୍ରସ୍ତୁତି ବୈଠକ: ୯ଟାରେ ପହଣ୍ଡି, ୨ଟା ୩୦ରେ ରଥଟଣା

ଅନୁଗୋଳ ଅଫିସ, ୨୨।୬ – ଅନୁଗୋଳ ଶୈଳଶ୍ରୀକ୍ଷେତ୍ର ଜଗନ୍ନାଥ ମନ୍ଦିର ପରିଚାଳନା ସମିତି ପକ୍ଷରୁ ଶ୍ରୀଗୁଣ୍ଡିଚା, ବାହୁଡ଼ା ଓ ସୁନାବେଶ ସୁପରିଚାଳନା ସମ୍ପର୍କିତ ପ୍ରସ୍ତୁତି ବୈଠକ...

ଫନୀକୁ ୮ମାସ ବିତିଲା: ମରାମତି ହେଉନି ବିପଦସଙ୍କୁଳ ବିଦ୍ୟୁତ୍‌ ଖୁଣ୍ଟ

କଟକ ରୋଡ,୧୧ା୧(ଡି.ଏନ୍‌.ଏ.): ବାତ୍ୟା ‘ଫନୀ’ର ୮ମାସ ପରେ ବି ରାଜଧାନୀର କେତେକ ଅଞ୍ଚଳରେ ବିଦ୍ୟୁତ୍‌ ଖୁଣ୍ଟ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଯାହା କି ସାଧାରଣ ଲୋକଙ୍କୁ...

ଆଜିଠୁ ୟୁଜି ପ୍ରଥମବର୍ଷ ଶ୍ରେଣୀଗୃହ ପାଠପଢ଼ା

ଭୁବନେଶ୍ୱର,୧।୧୧(ବ୍ୟୁରୋ): କରୋନା ସ୍ଥିତି ବଦଳୁଥିବାରୁ ରାଜ୍ୟ ସରକାର ପର୍ଯ୍ୟାୟକ୍ରମେ ଶିକ୍ଷାନୁଷ୍ଠାନଗୁଡ଼ିକୁ ଖୋଲୁଛନ୍ତି। ଏହି ପରିପ୍ରେକ୍ଷୀରେ ସୋମବାରଠାରୁ ୟୁଜି (ସ୍ନାତକ) ପ୍ରଥମ ବର୍ଷ ପିଲାଙ୍କ ଶ୍ରେଣୀଗୃହ ପାଠପଢ଼ା...

କରୋନା ଯୋଦ୍ଧାଙ୍କ ମନୋବଳ ବୃଦ୍ଧି କଲେ ଶିଳ୍ପୀ

ଛେଣ୍ଡିପଦା,୧୪।୪(ସ୍ବ.ପ୍ର.)- କରୋନା ଯୋଦ୍ଧା ସାଜିଥିବା ରାଜ୍ୟ ପୋଲିସର ମନୋବଳ ବୃଦ୍ଧି ପାଇଁ ଛେଣ୍ଡିପଦା ବ୍ଲକ ଖମାର ଗ୍ରାମର ଶିଳ୍ପୀ ବୀରବର ବେହେରା ଓଡ଼ିଶା ପୋଲିସର ଏକ...

କୋରାପୁଟରେ ପୁଣି ୫ କରୋନା ପଜିଟିଭ୍‌: ଆକ୍ରାନ୍ତଙ୍କ ସଂଖ୍ୟା ୫୭କୁ ବୃଦ୍ଧି

କୋରାପୁଟ,୪ା୭(ସ୍ବ.ପ୍ର.): କୋରାପୁଟ ଜିଲାରେ ଶନିବାର ପୁଣି ୫ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨ ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ...

ଯୁବକଙ୍କୁ ମଦ ବୋତଲରେ ଆକ୍ରମଣ

ବ୍ରହ୍ମପୁର ଅଫିସ,୧୨ା୨: ବ୍ରହ୍ମପୁର ବଡ଼ବଜାର ଥାନା ଅଧୀନ ଜଗବନ୍ଧୁ ସାହିରେ କାହ୍ନା ପାତ୍ର ନାମକ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ଅଭିଯୋଗକୁ ଭିତ୍ତି କରି...

୪୦ ଲକ୍ଷ ଚାଷୀଙ୍କୁ ଦିଆଗଲା ୮୦୦ କୋଟି

ଭୁବନେଶ୍ୱର,୪ା୫(ବ୍ୟୁରୋ): ଅକ୍ଷୟ ତୃତୀୟା ଓ କୃଷକ ଦିବସ ଅବସରରେ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ଚାଷୀଙ୍କୁ କାଳିଆ ଯୋଜନାର ସହାୟତା ରାଶି ପ୍ରଦାନ କରିଛନ୍ତି।...

ମାକ୍ସ ନ ପିନ୍ଧିବାରୁ ପେଟ୍ରୋଲ ପମ୍ପ କର୍ମଚାରୀଙ୍କୁ ଉଠବସ କରାଇଲେ ତହସିଲଦାର: ଭିଡିଓ ଭାଇରାଲ

ଗଞ୍ଜାମ,୧୫।୭(ଡି.ଏନ୍‌.ଏ.): ହରଡ଼ଘଣାରେ ଗଞ୍ଜାମ ତହସିଲଦାର। ତହସିଲଦାରଙ୍କ ଏକ ଭିଡିଓ ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବା ପରେ ସେ ଏବେ ବିବାଦ ଘେରକୁ ଆସିଛନ୍ତି। ଗଞ୍ଜାମ...

Advertisement
Archives

Model This Week