ଇମ୍ରାନଙ୍କ ବିରୋଧରେ ଜାମିନ ବିହୀନ ଓ୍ବାରେଣ୍ଟ…

ଉସଲାମାବାଦ,୨୮।୨ : ଅର୍ଥ ହେରଫେର ମାମଲାରେ ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ବିରୋଧରେ ଏକ ପାକିସ୍ତାନୀ କୋର୍ଟ ଜାମିନ ବିହୀନ ୱାରେଣ୍ଟ ଜାରି କରିଛନ୍ତି। ଅପରପକ୍ଷରେ ଅନ୍ୟ ଦୁଇଟି ମାମଲାରେ କୋର୍ଟ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି। ଏହି ସମୟରେ ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଶତାଧିକ ସମର୍ଥକ ସେମାନଙ୍କ ନେତାଙ୍କୁ ସମର୍ଥନ କରି କୋର୍ଟ ପରିସର ବାହାରେ ହଙ୍ଗାମା ସୃଷ୍ଟି କରିଥିଲେ।

ପାକିସ୍ତାନ ତେହେରିକ-ଇ-ଇନସାଫ (ପିଟିଆଇ) ର ମୁଖ୍ୟ ଥିବା ଇମ୍ରାନ ଲାହୋରର ଜମାନ ପାର୍କ ବାସଭବନରୁ ଇସଲାମାବାଦ ଯାତ୍ରା କରିଥିଲେ ଏବଂ ତିନୋଟି ମାମଲାରେ ଫେଡେରାଲ ଇନଭେଷ୍ଟିଗେଶନ ଏଜେନ୍ସି କୋର୍ଟରେ ହାଜର ହୋଇଥିଲେ। ଅର୍ଥ ହେରଫେର ମାମଲାରେ ଇମ୍ରାନଙ୍କ ବିରୋଧରେ ଅତିରିକ୍ତ ସେସନ୍ସ ଜଜ ଜାଫର ଇକବାଲ ଜାମିନ ବିହୀନ ଗିରଫ ପରୱାନା ଜାରି କରିଛନ୍ତି। କୋର୍ଟ ଜାମିନ ବିହୀନ ଗିରଫ ପରୱାନା ଜାରି କରିଛନ୍ତି ଏବଂ ସେ କୋର୍ଟରେ ହାଜର ହୋଇ ନ ଥିବାରୁ ମାର୍ଚ୍ଚ ୭ ପର୍ଯ୍ୟନ୍ତ ଶୁଣାଣି ସ୍ଥଗିତ ରଖିଛନ୍ତି।

ତାଙ୍କ ଅନୁପସ୍ଥିତି କାରଣରୁ ଏହି ମାମଲାରେ ତାଙ୍କ ଅଭିଯୋଗ ପୂର୍ବରୁ ଦୁଇଥର ସ୍ଥଗିତ ରଖାଯାଇଥିଲା।

ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଦାମୀ ଗ୍ରାଫ ହାତଘଣ୍ଟା ସମେତ ଉପହାର କିଣିବା ନେଇ ବିବାଦ ଘେରରେ ରହିଛନ୍ତି, ଯାହାକୁ ସେ ତୋସାଖାନା ନାମକ ଏକ ରାଜ୍ୟ ଜମା ବିଭାଗଠାରୁ ରିହାତି ମୂଲ୍ୟରେ ପ୍ରଧାନମନ୍ତ୍ରୀ ଭାବରେ ଗ୍ରହଣ କରିଥିଲେ ଏବଂ ଲାଭରେ ବିକ୍ରି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମା’ ତାରାତାରିଣୀଙ୍କ ହୁଣ୍ଡିରୁ ମିଳିଲା କୁନି ପୁଅର ଚିଠି; ଦୁଃଖ ଶୁଣିବାକୁ ମା’ଙ୍କ ପାଖେ ଆକୁଳ ନିବେଦନ

ଗଞ୍ଜାମ,୮।୨: ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ହୁଣ୍ଡିରୁ ମିଳିଥିବା ଏକ ଚିଠି ଏବେ ଶ୍ରଦ୍ଧାଳୁଙ୍କ ମନକୁ ଆନ୍ଦୋଳିତ କରିଛି। ଜଣେ କୁନି ପୁଅ…

୩ ମାସରୁ ଅଧିକ ହେବ ବନ୍ଦ ପଡ଼ିଛି ରକ୍ତଭଣ୍ଡାର, ରୋଗୀସେବା ବ୍ୟାହତ

ବଲାଙ୍ଗୀର,୮ା୨(ସୁନିଲ କୁମାର ମହାନ୍ତି/ଗୁରୁ ଦୟାଲ ହଂସ): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଗତ ୨୦୦୯ରେ ବିଜୁ ପଟ୍ଟନାୟକ ରକ୍ତଭଣ୍ଡାର ସ୍ଥାପିତ ହୋଇଥିଲା। ଏହି ରକ୍ତଭଣ୍ଡାରକୁ ତତ୍କାଳୀନ…

VIDEO: ଟସ୍‌ ଛାଡି ହଠାତ୍‌ କୁଆଡେ ଚାଲିଗଲେ କ୍ୟାପଟେନ ସୂର୍ଯ୍ୟକୁମାର? ଭିଡିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୮।୨: ଭାରତୀୟ କ୍ରିକେଟରେ, ଖେଳାଳିମାନଙ୍କ ମଧ୍ୟରେ ସମ୍ପର୍କ ପ୍ରାୟତଃ ବିଜୟ ଏବଂ ପରାଜୟକୁ ଅତିକ୍ରମ କରିଯାଏ। ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ସମାନ ଦୃଶ୍ୟ ଦେଖାଯାଇଥିଲା, ଯେତେବେଳେ ଅଧିନାୟକ…

ଭକ୍ତମୟ ହୋଇଛି କାଳୀଜାଈଙ୍କ ପୀଠ, ଜମୁଛି ଶହଶହ ଭକ୍ତଙ୍କ ଭିଡ଼

କୃଷ୍ଣପ୍ରସାଦ,୮।୨(କୈଳାଶ ଚନ୍ଦ୍ର ପଟ୍ଟନାୟକ ): ଚିଲିକାର ଅଧିଷ୍ଠାତ୍ରୀ ଦେବୀ ମା’ ‎କାଳୀଜାଈଙ୍କ ପୀଠ ପାଲଟିଛି ଭକ୍ତମୟ । ମା’ଙ୍କ ଆଶିଷ ଲାଭ କରିବା ପାଇଁ ବହୁ ଦୂରଦୂରାନ୍ତରରୁ…

ସୁପ୍ରିମକୋର୍ଟଙ୍କୁ ଧନ୍ୟବାଦ ଜଣାଇଲେ ଅନୁରାଗ ଠାକୁର, ୯ ବର୍ଷର ବିଳମ୍ବ ଉପରେ ଉଠାଇଲେ ପ୍ରଶ୍ନ

ନୂଆଦିଲ୍ଲୀ,୮।୨: ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଏବଂ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI)ର ପୂର୍ବତନ ଅଧ୍ୟକ୍ଷ ଅନୁରାଗ ଠାକୁର, ବିସିସିଆଇରେ ପଦରେ ଲାଗିଥିବା ପ୍ରତିବନ୍ଧକ ଉଠାଇବା ନିଷ୍ପତ୍ତିରେ…

୭ ବର୍ଷର ପ୍ରଚେଷ୍ଟା ୧୦ ମିନିଟରେ ଧ୍ଵଂସ, ବନ୍ୟପ୍ରାଣୀଙ୍କ ପାଇଁ ଚାଷ କାର୍ଯ୍ୟରୁ ମନ ଫେରାଉଛନ୍ତି ଚାଷୀ

ଭଞ୍ଜନଗର,୮।୨(ବାବୁଲା ପ୍ରଧାନ): ଦେଶରେ ହୁ ହୁ ହୋଇ ଜନସଂଖ୍ୟା ବଢ଼ିବାରେ ଲାଗିଛି । ଜନସଂଖ୍ୟା ବୃଦ୍ଧି ଯୋଗୁଁ ଲୋକେ ବଞ୍ଚିବା ପାଇଁ ବିଭିନ୍ନ ଆବଶ୍ୟକତା ବଢୁଛି ।…

ସମର୍ପିତ କୁକୁର ଶ୍ମଶାନ ଘାଟ! ଯେଉଁଠାରେ ସମ୍ମାନର ସହିତ ପ୍ରାଣୀମାନଙ୍କର କରାଯାଏ ଶେଷକୃତ୍ୟ

ଫରିଦାବାଦ,୮।୨: ଫରିଦାବାଦ ମାନବିକତା ଏବଂ ଦାୟିତ୍ୱର ଏକ ନୂତନ ଉଦାହରଣ ସୃଷ୍ଟି କରିଛି। ଏହା ହରିୟାଣାର ପ୍ରଥମ ସହର ହୋଇଛି ଯେଉଁଠାରେ ବୁଲା କୁକୁରଙ୍କ ପାଇଁ ଏକ…

ପୀତବାସ ପଣ୍ଡା ହତ୍ୟା ମାମଲାରେ ମୁହଁ ଖୋଲିଲେ ବିକ୍ରମ ପଣ୍ଡା, ମୁଁ ନିର୍ଦ୍ଦୋଷ….

ବ୍ରହ୍ମପୁର,୮।୨: ପୀତବାସ ପଣ୍ଡା ହତ୍ୟା ମାମଲାରେ ଜେଲରେ ଥିବା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା ଆଜି ମୁହଁ ଖୋଲିଛନ୍ତି । ମୁଁ ଦୋଷୀ ନୁହେଁ ମୋତେ ଫସାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri