ସୁବର୍ଣ୍ଣରେଖାରେ ଗାଧୋଇବାବେଳେ ବୁଡ଼ିଗଲେ ଅଣ ଓଡ଼ିଆ ପର୍ଯ୍ୟଟକ

ବାଲେଶ୍ୱର,୩ା୧୦(ବାଞ୍ଛାନିଥି ଦେ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ରାଜଘାଟ ନିକଟରେ ସୁବର୍ଣ୍ଣରେଖା ନଦୀରେ ଶନିବାର ଗାଧୋଇବା ବେଳେ ଜଣେ ଅଣ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଉତ୍ତରପ୍ରଦେଶର ଅଶୋକ ପାଠକ। ଅଶୋକ ପରିବାର ଲୋକଙ୍କ ସହିତ ବୁଲିବାକୁ ଆସିଥିଲେ। ଆଜି ସକାଳେ ରାଜଘାଟ ନିକଟରେ ନଦୀରେ ଗାଧୋଉଥିଲେ। ପ୍ରଖର ପାଣି ସ୍ରୋତରେ ତାଙ୍କ ଗୋଡ଼ ଖସି ଯିବାରୁ ନଦୀରେ ବୁଡ଼ି ନିଖୋଜ ହୋଇଯାଇଥିଲେ। ଖବର ପାଇ ଅଗ୍ନିଶମ ବାହିନୀ ଏବଂ ଓଡ୍ରାଫ ଟିମ୍‌ ପକ୍ଷରୁ ଖୋଜାଖୋଜି ଜାରି ରହିଥିଲା। ଦୀର୍ଘ ସମୟ ପରେ ନଦୀରୁ ତାଙ୍କ ମୃତଦେହ ଉଦ୍ଧାର କରାଯାଇ କୂଳକୁ ଅଣାଯାଇଥିଲା। ବସ୍ତା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଜାରି ରଖିଛି। ଏ ନେଇ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ୱିକେଟ ନେବା ପରେ ‘Baby Celebration’ କଲେ ସାଇମ ଆୟୁବ, ଅଭିଷେକ ନେଲେ ପ୍ରତିଶୋଧ

ନୂଆଦିଲ୍ଲୀ,୩।୧୦: ୨୦୨୬ ଏସୀୟ କ୍ରୀଡ଼ା ପୁରୁଷ କ୍ରିକେଟ ଫାଇନାଲ ସମୟରେ, ସାଇମ ଆୟୁବ ବୈଭବ ସୂର୍ଯ୍ୟବଂଶୀଙ୍କୁ ଆଉଟ କରିବା ପରେ ‘Baby Celebration’ (ଶିଶୁକୁ କୋଳରେ ଧରି…

ତେଲ ବଜାରରେ ହଇଚଇ: ପେଟ୍ରୋଲ ୫ ଓ ଡିଜେଲ ୩ଟଙ୍କା ବଢିଲା; ଜାଣନ୍ତୁ ନୂଆ ରେଟ୍‌

ନୂଆଦିଲ୍‌ଲୀ,୩।୧୦: ଦେଶର ପ୍ରମୁଖ ଘରୋଇ ଇନ୍ଧନ କମ୍ପାନୀ ‘ନାୟରା ଏନର୍ଜି’ ପୁଣି ଥରେ ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି କରିଛି। କମ୍ପାନୀ ପେଟ୍ରୋଲ ଦରରେ ଲିଟର…

ଗୁଡ଼ାରୀରୁ ଭୁବନେଶ୍ୱରକୁ ବସ୍‌ ଚଳାଚଳ ଦାବି: ସାଇକେଲ ଯାତ୍ରାବେଳେ ଅଧାବାଟରେ ଅସୁସ୍ଥ ହେଲେ ପ୍ରମୋଦ

ଗୁଣପୁର,୩ା୧୦(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଡ଼ାରୀରୁ ରାଜଧାନୀ ଭୁବନେଶ୍ୱରକୁ ସିଧାସଳଖ ସରକାରୀ ବସ୍‌ ଚଳାଚଳ ଦାବିରେ ଗାନ୍ଧୀ ଜୟନ୍ତୀରୁ ସାଇକେଲ ଯାତ୍ରା ଆରମ୍ଭ କରିଥିବା ଆନ୍ଦୋଳନକାରୀ ପ୍ରମୋଦ…

୧୫ ଛକା,୧୩ ଚୌକା, T20 କ୍ରିକେଟରେ ସର୍ବାଧିକ ସ୍କୋର ହାସଲ କଲା ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୩।୧୦: ୨୦୨୬ ଏସୀୟ କ୍ରୀଡ଼ା ଫାଇନାଲରେ ପ୍ରଥମେ ବ୍ୟାଟିଂ କରି ଭାରତ ମୋଟ ୨୧୧ ରନ ସଂଗ୍ରହ କରିଛି। ଶେଷ ତିନି ଓଭରରେ ଶିବମ ଦୁବେ ଏବଂ…

କ୍ରିସ ଗେଲଙ୍କୁ ପଛରେ ପକାଇ ଇତିହାସ ଚରିଲେ ଅଭିଷେକ ଶର୍ମା

ନୂଆଦିଲ୍ଲୀ,୩।୧୦: ଅଭିଷେକ ଶର୍ମା ୨୦୨୬ ଏସୀୟ କ୍ରୀଡ଼ା (Asian Games) ଫାଇନାଲରେ ଇତିହାସ ସୃଷ୍ଟି କରିଛନ୍ତି। ସେ ପାକିସ୍ତାନ ବିପକ୍ଷରେ ୨୮ଟି ବଲରେ ୬୧ ରନର ଏକ…

ଛୋଟ କଥାରୁ ବଡ଼ କାଣ୍ଡ: ବୋହୂ ଉପରକୁ ଗରମ ତେଲ ଫୋପାଡ଼ିଲେ ଶାଶୁ

ଖଇରା,୩ା୧୦(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ମଠ ନୂଆଗାଁ ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ବାଡ଼ିରୁ ଏକ ମନ୍ଦାର ଗଛ ଡାଳ…

ଚାରି ସନ୍ତାନଙ୍କ ମା’ଙ୍କଠାରୁ ଅଲଗା ହେଲେ ଏଲନ ମସ୍କ ; ସାଥୀ ଶିଭୋନ ଲେଖିଲେ ଲମ୍ବା ପୋଷ୍ଟ

ଓ୍ବାଶିଂଟନ,୩।୧୦: ଏଲନ ମସ୍କ ଏବଂ ଶିଭୋନ ଜିଲିସଙ୍କ ସମ୍ପର୍କକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ନ୍ୟୁରାଲିଙ୍କ (Neuralink)ର ଅଧିକାରୀ ଶିଭୋନ ଜିଲିସ ସୋସିଆଲ ମିଡିଆରେ…

୬,୬,୬,୬,୬,୬… ପାକିସ୍ତାନୀ ବୋଲରଙ୍କୁ ଧୋଇଲେ ଅଭିଷେକ, ୨୦ ବଲରେ କଲେ…

ନୂଆଦିଲ୍ଲୀ,୩।୧୦: ୨୦୨୬ ଏସୀୟ କ୍ରୀଡ଼ା ଫାଇନାଲରେ ପାକିସ୍ତାନ ବିପକ୍ଷରେ ଅଭିଷେକ ଶର୍ମା ଏକ ଦମଦାର ଇନିଂସ ଖେଳିଥିଲେ। ସେ ପାକିସ୍ତାନୀ ବୋଲିଂ ଆକ୍ରମଣକୁ ଧ୍ୱସ୍ତବିଧ୍ୱସ୍ତ କରି ମାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?