ଅଶାନ୍ତ ବିଜେବି କଲେଜ: ୩ ଛାତ୍ରଙ୍କୁ ଗୋଡ଼ାଇ ହାଣିଲେ ଅଣଛାତ୍ର

ଭୁବନେଶ୍ବର ୨୨।୪(ବ୍ୟୁରେ): ବିଜେବି କଲେଜ ପୁଣି ଅଶାନ୍ତ ହୋଇଛି। କଲେଜ ପରିସରରେ ୩ ଜଣ ଛାତ୍ରଙ୍କୁ ୧୫ ଅଣଛାତ୍ର ଗୋଡ଼ାଇ ଗୋଡ଼ାଇ ହାଣିଥିବା ଅଭିଯୋଗ ହୋଇଛି । ଗୁରୁତର ଅବସ୍ଥାରେ ୩ ଛାତ୍ର ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି।
ସୂଚନାଯୋଗ୍ୟ, କ୍ରିକେଟ ଖେଳକୁ ନେଇ କଲେଜ ପରିସରରେ ଏଭଳି ଘଟଣା ଘଟିଛି। ଛାତ୍ରମାନେ ସକାଳୁ କ୍ରିକେଟ ଖେଳୁଥିବା ବେଳେ ଅଣଛାତ୍ର ଖେଳିବାକୁ କହିଥିଲେ । ଯାହାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା । ଏହି ଘଟଣାରେ ୪ରୁ ୫ଜଣ ଛାତ୍ରଙ୍କୁ ବଡ଼ଗଡ଼ ପୋଲିସ ଅଟକ ରଖିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଅବ୍ୟବସ୍ଥା ଘେରରେ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଛାତ୍ରାବାସରୁ ଛାତ୍ର ନିଖୋଜ

ଦାରିଙ୍ଗବାଡି, ୮।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପୁଣି ଆଉ ଏକ ଅଘଟଣ ଘଟିଛି । ଜଣେ ନବମ ଶ୍ରେଣୀ…

ମାର୍ଚ୍ଚ ପୂର୍ବରୁ ବୋତୋସ୍ବାନାରୁ ଆସିବେ ଚିତା

ନୂଆଦିଲ୍ଲୀ,୮|୨(ପି.ଟି.): ବୋତୋସ୍ବାନାରୁ ପ୍ରଥମ ପର୍ଯ୍ୟାୟରେ କେତେକ ଚିତାବାଘ ଚଳିତ ମାସ ଶେଷ ସୁଦ୍ଧା ଭାରତରେ ଆସି ପହଞ୍ଚତ୍ବେ ବୋଲି ଆଶା କରାଯାଉଥିବା କେନ୍ଦ୍ର ପରିବେଶ ମନ୍ତ୍ରୀ ଭୂପେନ୍ଦ୍ର…

ହେଉଥିଲା ବଡ଼ ଡିଲ୍‌: ମାଡ଼ି ବସିଲା ପୋଲିସ

ସୋନପୁର/ଡୁଙ୍ଗୁରିପାଲି, ୭।୨(ମୃତ୍ୟୁଞ୍ଜୟ ଶତପଥୀ/ଦୀନବନ୍ଧୁ ସୁନା)-ସୁବର୍ଣ୍ଣପୁର ଜିଲା ରାମପୁର ପୋଲିସ ଶନିବାର ଚଢ଼ାଉକରି ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ୍‌ କରିଛି। ଏହି ଘଟଣାରେ ପରିବହନକାରୀ ତଥା ବରଗଡ଼…

ଶେଫର୍ଡଙ୍କ ହ୍ୟାଟ୍ରିକ୍‌ : କୋଲ୍‌କାତାରେ ମ୍ୟାଚ୍‌ ଜିତିଲା ଓ୍ବେଷ୍ଟଇଣ୍ଡିଜ୍‌

କୋଲ୍‌କାତା, ୭ା୨: ରୋମାରିଓ ଶେଫର୍ଡଙ୍କ ହ୍ୟାଟ୍ରିକ୍‌ ସହ ୫ ଉଇକେଟ ସଫଳତା ବଳରେ ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଶନିବାର ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ୩୫…

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଜଳିଗଲା କାର୍‌

ଝାରସୁଗୁଡ଼ା, ୭ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହର କିଷାନ ଛକ ନିକଟ ଏକ ହୋଟେଲ ସମ୍ମୁଖରେ ଶନିବାର ଏକ କାର୍‌ ଜଳିଯାଇଛି। କାର୍‌(ନଂ.ଏମ୍‌ଏଚ୍‌୧୫ସିଡ଼ି-୫୦୯୨)ଟି ସମ୍ବଲପୁର ଅଞ୍ଚଳରୁ ଆସି…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

ଆର୍‌ଏସ୍‌ସିସି କପ୍‌ କ୍ରିକେଟ: ଦେଶୀ ବୟେଜ ସେମିରେ

ନୂଆପଡ଼ା,୭ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ତରବୋଡ ସମ୍ଭବ ଖେଳପଡିଆରେ ଶନିବାର ରାଇଜିଂ ଷ୍ଟାର ୟୁଥ୍‌ କ୍ଲବ ଦ୍ୱାରା ଆୟୋଜିତ ୧୯ତମ ଆର୍‌ଏସ୍‌ସିସି କପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri