ଚାଲିଥିଲା ବାର୍ଷିକୋତ୍ସବ: ଅଣଛାତ୍ର ପଶି କଲେଜ ଛାତ୍ରଙ୍କୁ କଲେ ଲହୁଲୁହାଣ

ବଲାଙ୍ଗୀର,୭ା୨(ସୁନିଲ କୁମାର ମହାନ୍ତି): ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ପ୍ରକାଶ ପାଇଛି। ଅଣଛାତ୍ରଙ୍କ ମାଡ଼ରେ ଦୁଇ କଲେଜ ଛାତ୍ର ଗୁରୁତର ହୋଇପଡ଼ିଛନ୍ତି। ବଲାଙ୍ଗୀର ସହର ଉପକଣ୍ଠରେ ଥିବା ସରକାରୀ ବଲାଙ୍ଗୀର କଲେଜରେ ଶନିବାର ବାର୍ଷିକ ଉତ୍ସବ ଚାଲିଥିଲା। କୌଣସି କାରଣକୁ ନେଇ ଗଣ୍ଡଗୋଳ ପରେ ସହର ଭିତରର ଅଣଛାତ୍ରମାନେ କଲେଜ ଛାତ୍ରଙ୍କୁ ଆକ୍ରମଣ କରିଥିଲେ। ଯାହା ଫଳରେ ଦୁଇଜଣ କଲେଜ ଛାତ୍ର ଗୁରୁତର ହୋଇଛନ୍ତି। ସେମାନଙ୍କୁ ବଲାଙ୍ଗୀର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। କଲେଜରେ ଚାଲିଥିବା ବାର୍ଷିକ ଉତ୍ସବକୁ ଅଧାରୁ ବାତିଲ କରାଯାଇଛି। ଏବେବି କଲେଜରେ ଉତ୍ତେଜନା ଜାରି ରହିଛି l ବଲାଙ୍ଗୀର କଲେଜର ଘଟଣାକୁ ନେଉ ପୁଇଁନ୍ତଳା ପୋଲିସ ଆକ୍ରମଣ କରିଥିବା ଦୁଇଜଣଙ୍କୁ ଥାନାକୁ ଆଣି ଅଟକ ରଖି ପଚରାଉଚରା କରୁଥିବା ଜଣାପଡ଼ିଛି। କଲେଜର ବାର୍ଷିକ ଉତ୍ସବ ଘଟଣାକୁ ନେଇ ପୋଲିସ ତଦନ୍ତ କରୁଥିବା ଥାନାଧିକାରୀ ସଞ୍ଜୟ ରାଉତରାୟ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସାନଖେମୁଣ୍ଡିରେ ସ୍କୁଲ ପ୍ରବେଶ ଉତ୍ସବ, ଖଡ଼ିଛୁଆଁ ପାଇଁ ବଣ୍ଟାଗଲା ନିମନ୍ତ୍ରଣ ପତ୍ର 

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ୨୦୨୬-୨୭ ଶିକ୍ଷାବର୍ଷ ପ୍ରାରମ୍ଭରେ ଶିଶୁବାଟିକା ଓ ପ୍ରଥମ ଶ୍ରେଣୀ ନାମଲେଖା ପାଇଁ ସାନଖେମୁଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସ୍କୁଲ ପ୍ରବେଶ…

ପୁଣି ଯୁଦ୍ଧ ଆରମ୍ଭ! ଆମେରିକାର ଯୁଦ୍ଧଜାହାଜ ଉପରେ ଆକ୍ରମଣ କଲା ଇରାନ, ସମ୍ପୂର୍ଣ୍ଣ ଧ୍ୱଂସ….

ନୂଆଦିଲ୍ଲୀ,୨୫।୩: ଇରାନ ପୁଣି ଥରେ ଭୂମଧ୍ୟସାଗରରେରେ ଆମେରିକୀୟ ଯୁଦ୍ଧଜାହାଜକୁ ଟାର୍ଗେଟ କରିଛି । ୟୁଏସଏସ ଆବ୍ରାହମ ଲିଙ୍କନକୁ ବାଲିଷ୍ଟିକ୍ ମିଶାଇଲରେ ଆକ୍ରମଣ କରି ଟାର୍ଗେଟ କରିଛି । ଭିଡିଓରେ…

ଭଞ୍ଜନଗର ଯାତ୍ରାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ବିଭାଗର ଅଧିକାରୀଙ୍କୁ ନେଇ…

ଭଞ୍ଜନଗର,୨୫ା୩(ବାବୁଲା ପ୍ରଧାନ): ଏପ୍ରିଲ ୨୬ ତାରିଖରୁ ମେ’ ୨୦ ତାରିଖ ମଧ୍ୟରେ ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ହେବ। ତେଣୁ ଯାତ୍ରା କମିଟିର ମୁଖ୍ୟ ଉପଦେଷ୍ଟା…

ଦିଗପହଣ୍ଡିରେ କାଳବୈଶାଖୀ ପ୍ରଭାବ; ମୁଖ୍ୟମନ୍ତ୍ରୀ ବସ ଉପରେ ପଡ଼ିଲା ଗଛ ଡାଳ, ୪୦ ଯାତ୍ରୀ ଚିତ୍କାର….

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ବୁଧବାର ଅପରାହ୍ନ ପ୍ରାୟ ସାଢ଼େ ୧ ଟାରୁ ସାଢ଼େ ୩ ଟା ଯାଏଁ…

ହଠାତ୍‌ ବଦଳିଗଲା ପାଗ: ଧୂଳିଝଡ଼ ସହ କୁଆପଥର ମାଡ଼

ବନ୍ତ,୨୫ା୩(କିଶୋର କୁମାର ସେଠୀ): ବୁଧବାର ଅପରାହ୍ନରେ ହଠାତ୍‌ ପାଗ ବଦଳିଯିବା ସହ ବନ୍ତ ବ୍ଲକର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ପ୍ରବଳ ବେଗରେ ପବନ,…

ସୁରକ୍ଷା ନେଇ ଉଠିଲା ପ୍ରଶ୍ନବାଚୀ, ରତ୍ନଭଣ୍ଡାର ଗଣତିମଣତି ବେଳେ ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍‌

ପୁରୀ,୨୫ା୩(ଅଜିତ୍ କୁମାର ମହାନ୍ତି): ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ପୁଣି ଚାଲେଞ୍ଜ କଲେ ଅସାମାଜିକ ବ୍ୟକ୍ତି । ଏକାସାଙ୍ଗରେ ପୁଣି ଶ୍ରୀମନ୍ଦିର ନୀଳଚକ୍ର ଉପରେ ଉଡିଲା ଦୁଇ ଦୁଇଟି…

ଆରମ୍ଭ ହେଲା ରତ୍ନଭଣ୍ଡାର ଗଣତି: ୪୮ ବର୍ଷ ପରେ ଝଲସିବ କାଳିଆ ସାଆନ୍ତଙ୍କ ଅଳଙ୍କାର

ପୁରୀ,୨୫ା୩(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପରିଚାଳନା କମିଟି ନିଷ୍ପତ୍ତି ଅନୁଯାୟୀ, ବୁଧବାରଠାରୁ ରତ୍ନଭଣ୍ଡାର ଗଣତି ଆରମ୍ଭ ହୋଇଛି। ଏନେଇ ସରକାରଙ୍କଠାରୁ ଆରମ୍ଭକରି ଶ୍ରୀମନ୍ଦିର ପ୍ରଶାସନ, ପୋଲିସ ପ୍ରଶାସନ,…

ବିଜେଡିରେ ମିଶିଲେ ରଘୁନାଥ ମହାନ୍ତି-ଜୀବନ ପ୍ରଦୀପ ଦାସ

ଭୁବନେଶ୍ବର,୨୫।୩: ଚର୍ଚ୍ଚାର ଅନ୍ତ ଘଟିଲା ।  ବିଜେଡିକୁ ଫେରିଲେ ରଘୁନାଥ ମହାନ୍ତି ଓ ଜୀବନ ପ୍ରଦୀପ ଦାସ । କିଛି ଦିନ ହେବ ସେମାନେ ବିଜେଡିରେ ସାମିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri