ବିଭିନ୍ନ ସ୍ଥାନରେ ଅହିଂସା ରଥକୁ ସ୍ବାଗତ

କର୍ଲାମୁଣ୍ଡା, ୪।୯(ଡି.ଏନ.ଏ): କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ରବିବାର ଅହିଂସା ରଥକୁ ସ୍ବାଗତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ କେସିଙ୍ଗା ବ୍ଲକ ବେଲଖଣ୍ଡିଠାରୁ ଅହିଂସା ରଥକୁ କର୍ଲାମୁଣ୍ଡା ବ୍ଲକ ଅଧକ୍ଷ୍ୟା କୁନି ସାହୁଙ୍କ ନେତୃତ୍ୱରେ ଶତାଧିକ ଜନସାଧାରଣ କର୍ଲାମୁଣ୍ଡା ନୋଡାଲ ୟୁପି ସ୍କୁଲ ପର୍ଯ୍ୟନ୍ତ କୀର୍ତ୍ତନର ତାଳେ ତାଳେ ରଥକୁ ଶୋଭାଯାତ୍ରାରେ ଆଣିଥିଲେ। ପରେ ରଥଟି ରିଷିଡା ଦେଇ ଗଜବାହଲ ଛକ ପର୍ଯ୍ୟନ୍ତ ପହଁଞ୍ଚିବା ପରେ ମ.ରାମପୁର ପ୍ରଶାସନ ରଥକୁ ସ୍ବାଗତ ଜଣାଇ ପାଛୋଟି ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

ଯୁବକଙ୍କୁ ଠେଙ୍ଗାରେ ଆକ୍ରମଣ, ଗୁରୁତର ଯୁବକଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ

କୋକସରା,୧୪ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ଗ୍ରାମରେ ଠେଙ୍ଗା ଆକ୍ରମଣରେ ଗୁରୁତର ଯୁବକଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ମୃତକ ହେଲେ…

ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ…

କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର

ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ…

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ମୋହନା,୧୪ା୮(ମନ୍ମଥ ମିଶ୍ର): ଗୋପଟିମା ଓ କୁଟିଗୁଡ଼ା ଗାଁ ମଧ୍ୟରେ ଥିବା ଜଙ୍ଗଲରୁ ମୋହନା ପୋଲିସ ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ (୩୦୩ କିଲୋ ୬୦୦ ଗ୍ରାମ) ଗଞ୍ଜେଇ ଜବତ…

୧ ଟଙ୍କାରେ ମିଳୁଛି ସିମ: ନେବାକୁ ଚାହୁଁଥିଲେ…

ଭବାନୀପାଟଣା,୧୪।୮(ଉତ୍ତମ କୁମାର ଦାଶ): ଦେଶରେ ଦୁରସଞ୍ଚାର ସେବା ପ୍ରଦାନକାରୀ ସଂସ୍ଥା ଭାବରେ, ବିଏସଏନଏଲ୍ ସାରା ଦେଶରେ ନିର୍ଭରଯୋଗ୍ୟ, ସୁରକ୍ଷିତ, ସୁଲଭ ଭାବେ ଗଣନା ହେଉଥିବାବେଳେ ଏବେ ସମସ୍ତ…

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri