ଆସନ୍ତା ସାଧାରଣତନ୍ତ୍ର ଦିବସରେ ଆମିଷ ବିକ୍ରି ବନ୍ଦ

କୋରାପୁଟ,୨୩।୧(ଅମିତାଭ ବେହେରା ): ଜାନୁଆରୀ ୨୬ରେ ଅନୁଷ୍ଠିତ ହେବାକୁ ଥିବା ୭୭ ତମ ଗଣତନ୍ତ୍ର ଦିବସରେ କୋରାପୁଟ ଜିଲାରେ ଆମିଷ ବିକ୍ରି ଉପରେ ଜିଲାପ୍ରଶାସନ ପକ୍ଷରୁ କଟକଣା ଜାରି କରାଯାଇଛି। କୋରାପୁଟ ଜିଲାପାଳ ମନୋଜ ସତ୍ୟବାନ ମହାଜନ ଶୁକ୍ରବାର ଏ ସମ୍ପର୍କରେ ଜିଲାର ସମସ୍ତ ବିଡିଓ, ତହସିଲଦାର ଓ ନିର୍ବାହୀ ଅଧିକାରୀ ମାନଙ୍କୁ ଚିଠି କରି ଏହା କଡାକଡି ଭାବେ ରୂପାୟନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜାନୁଆରୀ ୨୬ ସୋମବାର ଦିନ ଜିଲାର ସବୁ ଅଞ୍ଚଳରେ ଯେପରି ଛେଳି ମାଂସ, କୁକୁଡ଼ା ମାଂସ,ମାଛ, ଅଣ୍ଡା ଏବଂ ଅନ୍ୟାନ୍ୟ ଆମିଷ ଜାତୀୟ ଖାଦ୍ୟ ବିକ୍ରି ନହୁଏ ସେଥିପ୍ରତି କଡ଼ା ନଜର ରଖିବାକୁ ନିର୍ଦ୍ଦେଶ ହୋଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକଙ୍କୁ ବିବାହ କଲେ ଭାଇରାଲ ଗର୍ଲ ମୋନାଲିସା: ବାପାଙ୍କ ନାଁରେ ଆଣିଲେ ସାଂଘାତିକ ଅଭିଯୋଗ

ମହାକୁମ୍ଭ ଭାଇରାଲ ଗର୍ଲ ମୋନାଲିସା ପୁଣି ଥରେ ଚର୍ଚ୍ଚାରେ ଆସିଛନ୍ତି। ସେ ପ୍ରେମିକ ଫରମାନ ଖାନଙ୍କୁ ବିବାହ କରିଛନ୍ତି। ମୋନାଲିସା ଅରୁମାନୁର ମନ୍ଦିରରେ ଫରମାନଙ୍କୁ ବିବାହ କରିଥିଲେ।…

ଯୁଦ୍ଧ ଭିତରେ ଚାଇନା ପାଇଁ ଭାରତ କଲା ଏମିତି କାମ, କାବା ହେଇଗଲେ ଟ୍ରମ୍ପ!

ନୂଆଦିଲ୍‌ଲୀ,୧୨।୩: ନୂଆଦିଲ୍ଲୀର ନିବେଶ ସଚିବ କହିଛନ୍ତି ଯେ ଭାରତ ଏକ ଫାଷ୍ଟ-ଟ୍ରାକ ଅନୁମୋଦନ ବ୍ୟବସ୍ଥା ମାଧ୍ୟମରେ ଅଧିକ କ୍ଷେତ୍ରରେ ଚାଇନା ନିବେଶକୁ ଅନୁମତି ଦେବ। ଅମରଦୀପ ସିଂହ…

ଦୁଇ ଭିନ୍ନ ଦେଶ

ଚାଇନା ଓ ଭାରତକୁ ବହୁ ସମୟରେ ରାଜନୈତିକ ରୂପେ ସ୍ୱତନ୍ତ୍ର ତଥା ବିକାଶଶୀଳ ଦେଶ ଭାବେ ତୁଳନା କରାଯାଏ। ତାହା ଭ୍ରମାତ୍ମକ। ଚାଇନା ହେଉଛି ସର୍ୱପ୍ରଥମ ଓ…

ଯୁଦ୍ଧ ଭିତରେ ଭାରତକୁ ନେଇ ଟ୍ରମ୍ପଙ୍କ ବଡ଼ ବୟାନ, ଚମକି ପଡିଲା ଚାଇନା

ନୂଆଦିଲ୍‌ଲୀ,୧୨।୩: ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଭାରତ ତାର ଶକ୍ତି ଯୋଗାଣକୁ ସୁରକ୍ଷିତ ରଖିବା ପାଇଁ ରୁଷିଆରୁ ତୈଳ କ୍ରୟ ପୁନଃ ଆରମ୍ଭ କରିବାକୁ ନିଷ୍ପତ୍ତି…

ଅଧରାତିରେ ପରିବାରର ୩ ଜଣଙ୍କୁ ହତ୍ୟା କରି ଫେରାର ବୃଦ୍ଧ: ଥାନାରେ ପହଞ୍ଚିଲେ ପୁଅ

ଦେବଗଡ଼,୧୨।୩(ଶଶାଙ୍କ ଶେଖର ଝାଙ୍କର) ଗୋଟିଏ ପରିବାରର ୩ ଜଣଙ୍କୁ ନିର୍ମମ ହତ୍ୟା। ଏଥିରେ କୁଣ୍ଢେଇଗୋଳା ଥାନା ଗରିଆପାଲି ଗ୍ରାମରେ ଘଟିଛି ଏହି ଲୋମଟାଙ୍କୁରା ହତ୍ୟାକାଣ୍ଡ। ସ୍ତ୍ରୀ, ବୋହୂ…

ଫିଫା ବିଶ୍ୱକପ୍‌ରୁ ଓହରିଲା ଇରାନ

ତେହରାନ୍‌ ,୧୧ା୩: ଇରାନ କ୍ରୀଡ଼ା ମନ୍ତ୍ରୀ ଅହମ୍ମଦ ଡୋନିଆମାଲି ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଇରାନ ଫୁଟବଲ ଦଳ 2026 ଫିଫା ବିଶ୍ୱକପ ଖେଳିବ ନାହିଁ…

ପାଣ୍ଡ୍ୟା ବ୍ରଦର୍ସଙ୍କ ମଧ୍ୟରେ ଜୋରଦାର ଝଗଡ଼ା? ଭାଉଜଙ୍କ ସହ କଥାବାର୍ତ୍ତା ବନ୍ଦ…ବିଶ୍ୱକପ୍‌ ଜିତିବା ସତ୍ତ୍ୱେ ଚୁପ୍‌ ରହିଲେ…

ମୁମ୍ବାଇ, ୧୧।୩: କ୍ରିକେଟ ଜଗତର ସବୁଠାରୁ ଚର୍ଚ୍ଚିତ ଭ୍ରାତୃ ଯୋଡ଼ି ହାର୍ଦ୍ଦିକ ପାଣ୍ଡ୍ୟା ଏବଂ କୃନାଲ ପାଣ୍ଡ୍ୟାଙ୍କ ମଧ୍ୟରେ ସବୁକିଛି ଠିକ ଚାଲିଛି ତ? ଦୁଇ ଭାଇଙ୍କ…

କେନ୍ଦ୍ରୀୟ ଡେପୁଟେସନରେ ଯିବେ ଟୁଇନ୍ ସିଟି ପୋଲିସ କମିଶନର ଦେବଦତ୍ତ ସିଂହ

ଭୁବନେଶ୍ବର,୧୧।୩: ଭୁବନେଶ୍ୱର-କଟକ ଟୁଇନ୍ ସିଟି ପୋଲିସ କମିଶନର ଏସ୍. ଦେବଦତ୍ତ ସିଂହ କେନ୍ଦ୍ରୀୟ ଡେପୁଟେସନରେ ଯିବା ପାଇଁ ପ୍ରସ୍ତୁତ ହେଉଛନ୍ତି। ଓଡ଼ିଶା କ୍ୟାଡରର ଏହି ବରିଷ୍ଠ ଆଇପିଏସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri