୨୦ ଦିନ ବନ୍ଦ ରହିବ ଆମିଷ ଦୋକାନ

ବେଙ୍ଗାଲୁରୁ,୨୮ା୧: କର୍ନାଟକର ବେଙ୍ଗାଲୁରୁରେ ଆମିଷ ଦୋକାନ ବନ୍ଦ ରହିବ। ଏରୋ ଇଣ୍ଡିଆ ଶୋ’କୁ ଦୃଷ୍ଟିରେ ରଖି ବେଙ୍ଗାଲୁରୁ ନଗର ନିଗମ ପକ୍ଷରୁ ଏହି ନିର୍ଦ୍ଦେଶ ଦିଆଯାଇଛି। ଜାନୁୟାରୀ ୩୦ରୁ ଫେବୃୟାରୀ ୨୦ ପର୍ଯ୍ୟନ୍ତ ମାଂସ ଦୋକାନ, ହୋଟେଲ ଏବଂ ରେଷ୍ଟୁରାଣ୍ଟ ବନ୍ଦ ପାଇଁ ନଗର ନିଗମ ନିର୍ଦ୍ଦେଶ ଦେଇଛି।

ବିବିଏମ୍‌ପି ପକ୍ଷରୁ ଏକ ବିଜ୍ଞପ୍ତିରେ କୁହାଯାଇଛି, ୟେଲାହଙ୍କା ବାୟୁସେନା ଷ୍ଟେଶନର ୧୦ କିଲୋମିଟର ପରିସୀମାରେ ଥିବା ସମସ୍ତ ମାଂସ ଦୋକାନ ସହ ହୋଟେଲ ବନ୍ଦ ରହିବ। ଏହି ଦୂରତ୍ୱ ମଧ୍ୟରେ ଆମିଷ ଖାଦ୍ୟ ପରିବେଷଣ ଏବଂ ବିକ୍ରୟ ସମ୍ପୂର୍ଣ୍ଣ ନିଷେଧ ହେବ। ଏହାକୁ କେହି ଉଲ୍ଲଂଘନ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏହି ଶୋ’ ଫେବୃୟାରୀ ୧୩ରୁ ୧୭ ପର୍ଯ୍ୟନ୍ତ ଚାଲିବ।


Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ଶିଶୁ ମନ୍ଦିରର ରୋପ୍ୟ ଜୟନ୍ତୀ ସମାରୋହ: ବାର୍ଷିକ ମୁଖପତ୍ର ‘ଆହ୍ବାନ’କୁ ଉନ୍ମୋଚନ କଲେ ବିଧାୟକ

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ମଙ୍ଗଳବାର ସଂଧ୍ୟାରେ ଆୟୋଜିତ ରୌପ୍ୟ ଜୟନ୍ତୀ...

ମଦ୍ୟପଙ୍କୁ ତାରାତାରିଣୀ ମନ୍ଦିର ମନା: ଏଣିକି ମୋବାଇଲ ସହ ଫଟୋ ଉଠାକୁ ବାରଣ; ପ୍ରଶାସନିକ ବୈଠକରେ… 

ପୁରୁଷୋତ୍ତମପୁର,୨୩।୧୨ (ସବିତା ମିଶ୍ର): ବର୍ତ୍ତମାନ ପର୍ଯ୍ୟଟନର ଋତୁ ଚାଲିଥିବାବେଳେ ଆଉ କିଛି ଦିନ ପରେ ଆସୁଛି ନୂଆବର୍ଷ। ଏହି ଅବସରରେ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri