ବିଛଣାରୁ ଉଠି ପାରୁନାହାନ୍ତି ନୋରା

ମୁମ୍ବାଇ: ଦେଶରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଥିବା ବେଳେ ବଲିଉଡ୍‌ ଫିଲ୍ମ ଇଣ୍ଡଷ୍ଟ୍ରି ଉପରେ ମଧ୍ୟ ଏହାର କୁପ୍ରଭାବ ପଡ଼ିଛି। ଅର୍ଜୁନ କପୁର ଏବଂ ରିୟା କପୁର କରୋନା ଆକ୍ରାନ୍ତ ହେବା ପରେ ଏବେ ନୃତ୍ୟଶିଳ୍ପୀ ତଥା ଅଭିନେତ୍ରୀ ନୋରା ଫତେହୀ କରୋନା ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ଏନେଇ ନିଜେ ନୋରା ସୋସିଆଲ ମିଡିଆ ମାଧ୍ୟମରେ ପ୍ରଶଂସକଙ୍କୁ ସୂଚନା ଦେଇଛନ୍ତି।

ନୋରା ତାଙ୍କ ଇନ୍‌ଷ୍ଟାଗ୍ରାମରେ କହିଛନ୍ତି, ବନ୍ଧୁଗଣ ମୋ’ ସ୍ବାସ୍ଥ୍ୟାବସ୍ଥା ବହୁତ ଖରାପ। ମୁଁ ବର୍ତ୍ତମାନ କରୋନା ସହ ଲଢ଼େଇ କରୁଛି। ଏହା ପ୍ରକୃତରେ ମୋତେ ବହୁତ କଷ୍ଟ ଦେଉଛି। ଏପରିକି ମୁଁ ବିଛଣାରୁ ଉଠିପାରୁନାହିଁ। ଡାକ୍ତରଙ୍କ ତତ୍ତ୍ୱାବଧାନରେ ଅଛି। ଦୟାକରି ସୁରକ୍ଷିତ ରୁହନ୍ତୁ ଏବଂ ମାସ୍କ ପିନ୍ଧନ୍ତୁ। ଏହା ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି ଏବଂ ଏହା କାହା ପାଇଁ ଅଲଗା ହୋଇପାରେ। ଦୁର୍ଭାଗ୍ୟବଶତଃ ମୁଁ ବହୁତ ଯନ୍ତ୍ରଣା ପାଉଛି। ଭଲ ହେବାକୁ ଚେଷ୍ଟା କରୁଛି। ସୁସ୍ଥ ହେବା ମୋ’ ପାଇଁ ଗୁରୁତ୍ୱପୂର୍ଣ୍ଣ। ସ୍ବାସ୍ଥ୍ୟ ଅପେକ୍ଷା କିଛି ଅଧିକ ଗୁରୁତ୍ୱପୂର୍ଣ୍ଣ ନୁହେଁ। ସୁସ୍ଥ ରୁହନ୍ତୁ। ସୁରକ୍ଷିତ ରୁହନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

୧୮ଦିନ ହେଲା ଘରକୁ ଫେରିନାହାନ୍ତି ଜୟଲାଲ: ଦଲାଲଙ୍କ ମାଧ୍ୟମରେ ଚିକିତ୍ସା ପାଇଁ ଯାଇଥିଲେ ଛତିଶଗଡ଼

ନୂଆପଡ଼ା,୪ା୯ (ମକାରୁ ବେମାଲ):ଜଣେ ଦଲାଲଙ୍କ ମାଧ୍ୟମରେ ଚିକିତ୍ସା ପାଇଁ ଛତିଶଗଡ଼ର ଦୁର୍ଗ ଅଞ୍ଚଳକୁ ଯାଇଥିବା ନୂଆପଡା ଜିଲାର ଜଣେ ଯୁବକ ୧୮ଦିନ ହେଲା ଘରକୁ ଫେରିନାହାନ୍ତି। ଏହାକୁ…

ଇସ୍ରୋର ଆଉ ଏକ ବଡ଼ ସଫଳତା, ଲଞ୍ଚ ହେଲା EOS-05 ସାଟେଲାଇଟ୍

ନୂଆଦିଲ୍ଲୀ,୪ା୯: ଭାରତୀୟ ଅନ୍ତରୀକ୍ଷ ଗବେଷଣା ସଂସ୍ଥା (ଇସ୍ରୋ) ଅନ୍ତରୀକ୍ଷ କ୍ଷେତ୍ରରେ ଆଉ ଏକ ଐତିହାସିକ ସଫଳତା ହାସଲ କରିଛି। ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାସ୍ଥିତ ସତୀଶ ଧାୱନ ସ୍ପେସ୍ ସେଣ୍ଟରର…

କଳାହାଣ୍ଡି ଜିଲାରେ ଶିକ୍ଷାର ବିକଳ ଚିତ୍ର: ୩୮୨୦ ଡ୍ରପ୍‌ଆଉଟ ଛାତ୍ରୀଛାତ୍ର

ଭବାନୀପାଟଣା, ୪ା୯(ଉତ୍ତମ କୁମାର ଦାଶ):ଶିକ୍ଷାର ବିକାଶ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାର ବିଭିନ୍ନ ଯୋଜନାରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାଗଣାରେ ଛାତ୍ରୀଛାତ୍ରଙ୍କୁ ବହି,…

ବର୍ଷାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ…

ଭୁବନେଶ୍ୱର,୪ା୯ (ସୌମ୍ୟରଞ୍ଜନ ରାଉତ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଓଡ଼ିଶା, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଦେଇ ଉତ୍ତରପ୍ରଦେଶ ଓ ମଧ୍ୟପ୍ରଦେଶ ଆଡକୁ ଗତି କରୁଛି। ଫଳରେ ରାଜ୍ୟକୁ ଏବେ ଲଘୁଚାପ…

ଜମନକିରା ବ୍ଲକରେ ହାତୀ ଉପଦ୍ରବ: ଏକର ଏକର ଧାନ କ୍ଷେତ ଉଜୁଡ଼ିଲା, ଚିନ୍ତାରେ ଚାଷୀକୂଳ

ଜମନକିରା,୪।୯(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ବ୍ଲକ ଅଞ୍ଚଳରେ ହାତୀପଲଙ୍କ ଉପଦ୍ରବ ଏବେ ଚରମ ସୀମାରେ ପହଞ୍ଚିଛି । ବିଶେଷ କରି ବଡ଼ରମା ବନ୍ୟପ୍ରାଣୀ ରେଞ୍ଜ…

ମିଳୁନି ମୌଳିକ ସୁବିଧା, ଚଟାଣରେ ବସି ପଢ଼ୁଛନ୍ତି ପିଲା: ୪୬ ଛାତ୍ରୀଛାତ୍ରଙ୍କ ପାଇଁ ୨ ଶିକ୍ଷକ

ଗଞ୍ଜାମ, ୪ା୯ (ଅନାଥ ତରାଇ):ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମ ପ୍ରବେଶ ପଥ ନିକଟରେ ଥିବା ପୁଇଁତୋଳା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଦୀର୍ଘଦିନ ଧରି ଭିତ୍ତିଭୂମି ଅଭାବ…

ଇରାନ୍‌କୁ ଆର୍ଥିକ ଫାଇଦା ପହଞ୍ଚାଇଲେ ପରିଣାମ ଭୋଗିବ: ଆମେରିକା

ୱାଶିଂଟନ୍‌,୪।୯ (ପି.ଟି.): କିର୍‌ଗିଜସ୍ଥାନର ବିଶ୍‌କେକ୍‌ଠାରେ ଅନୁଷ୍ଠିତ ସାଂଘାଇ ସହଯୋଗ ସଂଗଠନ (ଏସ୍‌ସିଓ) ସମ୍ମିଳନୀ ଅବସରରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଇରାନ୍‌ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ୍‌ଙ୍କ…

ମନ୍ଧାନାଙ୍କ ରେକର୍ଡ ଶତକ: ଭାରତର ଲଗାତର ଦ୍ୱିତୀୟ ବିଜୟ

ଦୁବାଇ,୩ା୯: ସ୍ମୃତି ମନ୍ଧାନାଙ୍କ ରେକର୍ଡ ଶତକ ବଳରେ ମହିଳା ଏସିଆ କପ୍‌ରେ ଗୁରୁବାର ଖେଳାଯାଇଥିବା ମ୍ୟାଚ୍‌ରେ ଭାରତ ୧୩୭ ରନର ବଡ଼ ବ୍ୟବଧାନରେ ହଂକଂ, ଚାଇନାକୁ ପରାସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri