ପସନ୍ଦ ଆସିଲେନି ନୋରା!

ମୁମ୍ବାଇ: ବିଦେଶରୁ ଆସି ବଲିଉଡ୍‌ରେ ନିଜ ପାଇଁ ଏକ ସ୍ୱତନ୍ତ୍ର ସ୍ଥାନ ତିଆରି କରିପାରିଥିବା ନୋରା ଫତେହିଙ୍କର ରହିଛନ୍ତି ବହୁ ପ୍ରଶଂସକ । ସୋସିଆଲ ମିଡିଆରେ ଆକ୍ଟିଭ ରହୁଥିବା ନୋରା ଅନେକ ସମୟରେ ତାଙ୍କର କିଛି ଫଟୋ ଓ ଭିଡିଓ ପୋଷ୍ଟ କରି ପ୍ରଶଂସକଙ୍କ ମନ ଜିଣନ୍ତି । ଏଥର ବି ଏହି ଡ୍ୟାନ୍ସ କୁଇନ କିଛି ଫଟୋ ଶୁଟର ଫଟୋ ଇନଷ୍ଟାଗ୍ରାମରେ ଶେୟାର କରିଥିଲେ । ହେଲେ ଏହା ତାଙ୍କ ପ୍ରଶଂସକଙ୍କୁ ପସନ୍ଦ ଆସିଲାନି ବୋଲି କୁହାଯାଉଛି । ୱାନ ପିସ୍ ଡ୍ରେସ ପିନ୍ଧି ନୋରା ଯେଉଁ ଫଟୋ ଓ ଭିଡିଓ ଶେୟାର କରିଥିଲେ ତାକୁ ଦେଖିବା ପରେ ତାଙ୍କ ପ୍ରଶଂସକମାନେ କହିଥିଲେ ‘ବାସ୍ କରୋ’ । ଫିକା ବ୍ଲୁ କଲର ଡ୍ରେସରେ ନୋରାଙ୍କ ପୋଜ୍ ଦେଖିଲା ଭଳି ଥିଲା । ଏହାସହ ଏକ୍ସପ୍ରେସନ ବି ସୁନ୍ଦର ଲାଗୁଥିଲା । ଯାହା ବି ହେଉ ଖୁବଶୀଘ୍ର ଏହି ନାୟିକା ‘ଭୁଜ ଦ ପ୍ରାଇଡ ଅଫ୍ ଇଣ୍ଡିଆ’ରେ ଦେଖାଦେବେ । ଯାହାକୁ ନେଇ ବହୁତ ଚର୍ଚ୍ଚା ହେଉଛି । ଏଥିରେ ନୋରାଙ୍କ ଡ୍ୟାନ୍ସ ସହ ଅଭିନୟ ବି ଦେଖିବାକୁ ମିଳିବ ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ମିଶିଲେ ଶତାଧିକ ମହିଳା, ଯୁବକ

ଝାରସୁଗୁଡ଼ା, ୧୬ା୭(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ବିଟିଏମ୍‌ସ୍ଥିତ ଭାଜପା କାର୍ଯ୍ୟାଳୟରେ ମିଶ୍ରଣ ପର୍ବ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଝାରସୁଗୁଡ଼ା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଲଇକେରା ଏବଂ ନିକ୍ତିମାଲ…

ଅନୁମତି ଆବାସିକ, ଚାଲିଛି ବେପାର

ଭୁବନେଶ୍ୱର,୧୬ା୭(ରବିନାରାୟଣ ଜେନା): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଆଧୁନିକ ସହର ସ୍ବପ୍ନ ଦେଖୁଛି। ରାଜଧାନୀବାସୀଙ୍କୁ ଉନ୍ନତ ଜୀବନଶୈଳୀ ଯୋଗାଇଦେବ ବୋଲି ବିଏମ୍‌ସି ପକ୍ଷରୁ କୁହାଯାଉଛି। ହେଲେ ବିଏମ୍‌ସି…

ଏସ୍‌ଆଇଆର୍‌ରେ ୨୭ ଲକ୍ଷ ଭୋଟରଙ୍କ ନାମ କଟିଛି: ବିଜେଡି

ଭୁବନେଶ୍ୱର,୧୬।୭(ସୁନିତ୍‌ ମିଶ୍ର): ଏସ୍‌ଆଇଆର ପ୍ରକ୍ରିୟାକୁ ନେଇ ବିଜେଡି ପକ୍ଷରୁ ଏକ ପ୍ରତିନିଧିମଣ୍ଡଳୀ ବୁଧବାର ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟି ଅଭିଯୋଗ କରିଛନ୍ତି। ଏଥିରେ ନୂତନ ଭୋଟର…

ସୃଷ୍ଟି ହେଲା ଲଘୁଚାପ: ପ୍ରବଳ ବର୍ଷା ହେବା ନେଇ ପୁରୀକୁ ହାଇ ଆଲର୍ଟ

ଭୁବନେଶ୍ୱର, ୧୬ା୭(ବନ୍ଦନା ସେଠୀ): ବଙ୍ଗୋପସାଗରରେ ସୃଷ୍ଟି ହେଲା ବର୍ଷର ଦ୍ୱିତୀୟ ଲଘୁଚାପ। ସକ୍ରିୟ ଥିବା ଘୂର୍ଣ୍ଣିବଳୟଟି ବୁଧବାର ସକାଳ ୫ଟା ୩୦ରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଉତ୍ତର…

ସିଏମ୍‌ଓରୁ ୨ ଫାଇଲ ହଜିବା ଘଟଣା: ମନୋଜ ମିଶ୍ର, ରାଜେଶ ବର୍ମାଙ୍କୁ ସମନ

ଭୁବନେଶ୍ୱର,୧୬।୭(ସୁନିତ୍‌ ମିଶ୍ର): ଓଡ଼ିଶା ସରକାରରେ କାର୍ଯ୍ୟରତ ଥିବା ପୂର୍ୱତନ ଆଇଟି ସଚିବ ମନୋଜ ମିଶ୍ର ଏବଂ ଅବସରପ୍ରାପ୍ତ ଆଇଏଏସ୍‌ ଅଫିସର ତଥା ବର୍ତ୍ତମାନ କମିଶନ ଫର୍‌ ଏୟାର…

‘ମହାପ୍ରଭୁ ଜଗନ୍ନାଥ’ ଚଳଚ୍ଚିତ୍ର ଉପରେ ଅଙ୍କୁଶ ଲଗାଇଲେ କୋର୍ଟ, ଅନ୍ୟାଦେଶ ପର୍ଯ୍ୟନ୍ତ…

କଟକ,୧୫l୭(ପ୍ରଭୁକଲ୍ୟାଣ ପାଲ): ଆନିମେଟେଡ୍ ଚଳଚ୍ଚିତ୍ର (ମହାପ୍ରଭୁ ଜଗନ୍ନାଥ) ମୁକ୍ତିଲାଭ ଉପରେ ଅନ୍ତରୀଣ ଅଙ୍କୁଶ ଲଗାଇଛନ୍ତି ଓଡ଼ିଶା ହାଇକୋର୍ଟ। ଅନ୍ୟାଦେଶ ପର୍ଯ୍ୟନ୍ତ ଚଳଚ୍ଚିତ୍ର ପ୍ରଦର୍ଶନ ନ କରିବାକୁ ହାଇକୋର୍ଟଙ୍କ…

ଚାଷୀ ପ୍ରତିନିଧି-ଅଧିକାରୀଙ୍କ ଦ୍ୱିପାକ୍ଷିକ ବୈଠକ, ପ୍ରତଶ୍ରୁତି ମିଳିବା ପରେ…

ବରଗଡ଼,୧୫ା୭(ପ୍ରେମାନନ୍ଦ ଖମାରୀ): ଅଧିକ ଧାନ ଉପତ୍ାଦନ ପାଇଁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ମାତ୍ର ଏଠାରେ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଯାଇଛି। ରବିଧାନ ବିକ୍ରିବଟାରେ…

ଇଂଲଣ୍ଡରେ ବଡ଼ ବିବାଦରେ ଛନ୍ଦି ହେଲେ ବିରାଟ କୋହଲି, ବଡିଗାର୍ଡ କଲେ ଏଭଳି କାଣ୍ଡ

ନୂଆଦିଲ୍ଲୀ,୧୫ା୭: ଇଂଲଣ୍ଡ ବିପକ୍ଷ ODI ସିରିଜ୍ ସମୟରେ ବିରାଟ କୋହଲି ଏକ ବଡ଼ ବିବାଦରେ ଫସିଯାଇଛନ୍ତି । ତାଙ୍କ ଅଙ୍ଗରକ୍ଷୀ ଇଂଲଣ୍ଡରେ ଭାରତୀୟ ସାମ୍ବାଦିକଙ୍କ ପ୍ରତି ଖୋଲାଖୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri