ନୋରାଙ୍କ ଦେଶୀ ଅବତାର

ମୁମ୍ବାଇ: ବଲିଉଡ୍‌ରେ କ୍ୟାରିୟର ଆରମ୍ଭ କରିସାରିଥିବା ନୋରା ଫତେହି ନିଜର ଡ୍ୟାନ୍ସ ପାଇଁ ବେଶ୍ ପରିଚିତ । ଏବେ ଏହି ଅଭିନେତ୍ରୀ ଲକ୍ଷେ ଦିଲ କି ଧଡ୍‌କନ୍ ପାଲଟି ଯାଇଛନ୍ତି । ନିଜର ଫ୍ୟାଶନ ସେନ୍ସ ଓ ଡ୍ୟାନ୍ସକୁ ଦେଖି ମତୁଆଲା ହେଉଛନ୍ତି ଯୁବବର୍ଗ । ସୋସିଆଲ ମିଡିଆରେ ତାଙ୍କର ମିଲିୟନ ଫଲୋୟର୍ସ । ଏବେ ସେ ଏକ ମ୍ୟୁଜିକ ଭିଡିଓରେ ଦେଖାଦେବାକୁ ଯାଉଛନ୍ତି । ଏହାର ଫାଷ୍ଟଲୁକ୍ ଏବେ ସାମ୍ନାକୁ ଆସିଛି । ଏହାର ଟ୍ରାକ୍ ହେଉଛି ‘ଛୋଡ ଦେଙ୍ଗେ’ ଏଥିରେ ନୋରାଙ୍କ ଦେଶୀ ଅବତାର ଦେଖିବାକୁ ମିଳିଛି । ନୋରା ହିଁ ଏହାର ଫାଷ୍ଟ ଲୁକ୍ ନିଜ ଇନଷ୍ଟାଗ୍ରାମରେ ଶେୟାର କରିଛନ୍ତି । ଯେଉଁଥିରେ ସେ ଏକ ‘ବନଜାରନ’ ଭାବେ ନଜର ଆସୁଛନ୍ତି । ଖୋଲା ଲମ୍ବା କେଶ ସାଙ୍ଗକୁ ଲେହେଙ୍ଗାରେ ଆହୁରି ସୁନ୍ଦର ଲାଗୁଛନ୍ତି ନୋରା । ମୋଶନ ପୋଷ୍ଟରେ ତାଙ୍କର ଲୁକ୍ସ ପ୍ରଶଂସକଙ୍କୁ ଦିୱାନା କରିଛି । ଏହି ପୋଷ୍ଟର ଶେୟାର କରି ନୋରା ଲେଖିଛନ୍ତି ‘ବଦଲା ୪ ଫେବୃୟାରୀ କୋ ଲିୟା ଯାଏଗା । ‘ ପ୍ରକୃତରେ ଏହା ୪ ଫେବୃୟାରୀରେ ରିଲିଜ୍ ହେବ । ଆକ୍ଟ୍ରେସଙ୍କ ଏହି ଲୁକ୍ ଦେଖି ବହୁ ସଂଖ୍ୟାରେ ଫ୍ୟାନ୍ସ ନୋରାଙ୍କର ପ୍ରଶଂସା ବି କରିଛନ୍ତି । ଏହାପୂର୍ବରୁ ବି ନୋରା ଦେଶୀ ଲୁକ୍ସରେ ନଜର ଆସିଛନ୍ତି । ଶାଢିରେ ତ ତାଙ୍କର ଡ୍ୟାନ୍ସ ମତୁଆଲ କରିଛି ଦର୍ଶକଙ୍କୁ ।


Enter your email to get our daily news in your inbox.

All Right Reserved By Dharitri.Com

ରାଗିଗଲେ ଦିଦି! ନିଜ ଦଳୀୟ କର୍ମୀଙ୍କୁ ଚାପୁଡ଼ା ମାରିଲେ ମମତା ବାନାର୍ଜୀ, ଭିଡିଓ ଭାଇରାଲ୍

କୋଲକାତା,୮।୭: କୋଲକାତାରେ ଏକ ଦଳୀୟ ପ୍ରତିବାଦ ସମୟରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବୁଧବାର ଜଣେ ତୃଣମୂଳ କଂଗ୍ରେସ (ଟିଏମସି) କର୍ମୀଙ୍କୁ ଚାପୁଡ଼ା ମାରିଛନ୍ତି। ଏହି…

କାହିଁକି ଆମିଷ ତରକାରୀ କରିନୁ…ଠେଙ୍ଗାରେ ସ୍ତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ, ୨ବର୍ଷ ପରେ ଜେଲ୍ ଗଲେ ସ୍ବାମୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଆମିଷ ତରକାରୀକୁ ନେଇ ସ୍ତ୍ରୀକୁ ହତ୍ୟା ଉଦ୍ୟମ କରିଥିଲେ ସ୍ବାମୀ । ଏହି ଘଟଣାରେ ଦୁଇବର୍ଷ ପରେ ସ୍ବାମୀଙ୍କୁ ଗିରଫ କରାଯାଇଛି ।…

ଏଣିକି WhatsAppରେ ମିଳିବ ଆୟୁଷ୍ମାନ କାର୍ଡର ସବୁ ସୁବିଧା; ଘରେ ବସି ଚେକ୍ କରନ୍ତୁ ବାଲାନ୍ସ, ସେଭ୍ କରନ୍ତୁ ଏହି ନମ୍ବର

ନୂଆଦିଲ୍ଲୀ, ୮।୭: ଦେଶର କୋଟି କୋଟି ଆୟୁଷ୍ମାନ ଭାରତ ହିତାଧିକାରୀଙ୍କ ପାଇଁ ଏକ ବଡ଼ ଖୁସି ଖବର। ଏବେ ଆୟୁଷ୍ମାନ କାର୍ଡର ବାଲାନ୍ସ ଏବଂ ଅନ୍ୟାନ୍ୟ ସେବା ବିଷୟରେ…

ଅଜବ ନୀତି : ଆନ୍ଧ୍ର ମତ୍ସ୍ୟଜୀବୀଙ୍କୁ ଜ୍ୱାଇଁ ପୁଅ ଚର୍ଚ୍ଚା, ଓଡ଼ିଶା ମତ୍ସ୍ୟଜୀବୀଙ୍କୁ ଅଣଦେଖା ଅଭିଯୋଗ

ଛତ୍ରପୁର,୮ା୭(ଦିଲ୍ଲୀପ ସାମଲ): ସମୁଦ୍ର ଅଶାନ୍ତ ବେଳେ ସୀମା ପାର ହେଉଛନ୍ତି ଆନ୍ଧ୍ର ମତ୍ସ୍ୟଜୀବୀ । ସମୁଦ୍ର ଅଶାନ୍ତ ପାଇଁ ଓଡିଶାର ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ…

ଖରିଫ ଫସଲ; ୨୪ ତାରିଖରେ ଘୋଡାହାଡ଼ ଡ୍ୟାମରୁ ଛଡାଯିବ ପାଣି, ପାଳନ ହେବ ସୁବର୍ଣ୍ଣ ଜୟନ୍ତୀ  

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଘୋଡ଼ାହାଡ଼ ପାଣି ପଞ୍ଚାୟତ ଶୀର୍ଷ କମିଟି ପକ୍ଷରୁ ବୁଧବାର ପରିବର୍ଦ୍ଧିତ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି । ପାଣି ପଞ୍ଚାୟତ …

ବର୍ଷେ ନପୂରୁଣୁ ଭୁଶୁଡ଼ିଲା ପୋଲର ଗାର୍ଡ ୱାଲ୍, ରାସ୍ତାରେ ଫାଟକୁ ନେଇ ଜନଅସନ୍ତୋଷ

ଥୁଆମୂଳ ରାମପୁର, ୮ା୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଓଡ୍ରୀ ଗ୍ରାମପଞ୍ଚାୟତର ଦୋଳଗୁଡ଼ା ଠାରେ ବ୍ୟାପକ ସରକାରୀ ଅନୁଦାନ ହରିଲୁଟ୍‌ର ଚିତ୍ର…

ବଦଳିବ ଗ୍ରାମୀଣ ଚେହେରା, ଆଦର୍ଶ ଗ୍ରାମ ଯୋଜନାରେ ଗଞ୍ଜାମ ଜିଲାର ୧୮୧ ଗାଁ

ଛତ୍ରପୁର,୮।୭(ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତୀକରଣ ବିଭାଗ ମନ୍ତ୍ରଣାଳୟର ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ ଯୋଜନାରେ ଗତ ୯ ଟି ଆର୍ଥିକ ବର୍ଷର ଗଞ୍ଜାମ…

ମୁଖ୍ୟରାସ୍ତା ପାର୍ଶ୍ବରେ ମଦ ଦୋକାନ ଖୋଲିବାକୁ ବିରୋଧ, ଅବକାରୀ-ଥାନାରେ ଅଭିଯୋଗ

କେସିଙ୍ଗା,୮।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଓ ବଲାଙ୍ଗୀର ଜିଲାକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ପାର୍ଶ୍ଵରେ ନିଶାନ୍ତ ବାର ଖୋଲିବାକୁ ୱାର୍ଡବାସୀ ବିରୋଧ କରି ଜିଲାପାଳ, ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri