Posted inଫୁରସତ

୩ ହଜାର ଡଲାରର ଭଡ଼ାଘର ପରି ଜେଲ୍‌: ଫଟୋ ଭାଇରାଲ୍‌

ଜେଲ୍‌ ବିଷୟରେ ଶୁଣିଲେ ଲୋକଙ୍କ ଦେହରୁ ଝାଳ ବାହାରିବା ଆରମ୍ଭ ହୁଏ। ଲୋକେ ଏହାକୁ ଏକ କାଳ କୋଠରି ଭାବି ନିଅନ୍ତି। ତେବେ ସୋସିଆଲ ମିଡିଆରେ ଜେଲ୍‌ର ଏପରି କିଛି ଫଟୋ ଭାଇରାଲ ହେବାରେ ଲାଗିଛି, ଯାହାକୁ ଦେଖିଲେ ଏହା ଜେଲ୍‌, ଘର କିମ୍ବା ହୋଟେଲ ବୋଲି ଭାବିବା କଷ୍ଟକର ହେବ।

ଜଣେ ସୋସିଆଲ ମିଡିଆ ୟୁଜର ‘@ ଆଇଡୋ ଦ ଥିଙ୍କିଂ’ ଜେଲର ଏକ ଫଟୋ ଶେୟାର କରି କହିଛନ୍ତି, ଏହା ନର୍ଡିକ ଜେଲ୍‌ ସେଲର ଫଟୋ, ଯାହା ସାନଫ୍ରାନ୍ସିସ୍କୋରେ ଏକ ଭଡାଘର ପରି ଦେଖାଯାଉଛି। ଏହିପରି ରୁମ୍‌ ଥିବା ଘରର ଭଡା ମାସକୁ ୩ ହଜାର ଡଲାର ପର୍ଯ୍ୟନ୍ତ।

ଡେନ୍‌ମାର୍କ, ନରୱେ, ସ୍ବିଡେନ, ଫିନ୍‌ଲାଣ୍ଡ ପରି ଆଇଲାଣ୍ଡ ନର୍ଡିକ ଅଧୀନରେ ଆସେ। ହୋଟେଲ ପରି ରୁମ୍‌ ସହିତ ଏହି ଜେଲ୍‌ର ଫଟୋକୁ ୨୦ ହଜାରରୁ ଅଧିକ ଥର ରିଟୱିଟ କରାଯାଇଥିବା ବେଳେ ପ୍ରାୟ ୨ ଲକ୍ଷ ଲୋକେ ଲାଇକ୍‌ କରିଛନ୍ତି।

ସୋସିଆଲ ମିଡିଆରେ କିଛି ଲୋକ ଏହି ଜେଲର ଚମତ୍କାର ରୁମ୍‌କୁ ପ୍ରଶଂସା କରିଥିବାବେଳେ କିଛି ଲୋକ ସମାଲୋଚନା କରି ଲେଖିଛନ୍ତି, ଯଦି ଜେଲରେ ଏତେ ସୁବିଧା ହେବ ତେବେ ତାହା ଜେଲ କିପରି?


Enter your email to get our daily news in your inbox.

All Right Reserved By Dharitri.Com

ଖାଉଟିଙ୍କୁ ମହଙ୍ଗା ମାଡ଼: ହୁ ହୁ ହୋଇ ବଢୁଛି ଚିନି ଦର

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ):ରାଜ୍ୟରେ ଗତ କିଛିଦିନ ଧରି ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ ଓ ପନିପରିବା ଦର ହୁ ହୁ ହୋଇ ବଢ଼ିଚାଲିଛି। ପିଆଜ, ରସୁଣ, ଅଦା ଓ…

ମେଘାନ ଓ ପିଲାଙ୍କ ସହ ବ୍ରିଟେନ ଫେରିବେ ପ୍ରିନ୍ସ ହ୍ୟାରୀ

ଲଣ୍ଡନ,୨୧।୮: ପ୍ରିନ୍ସ ହ୍ୟାରୀ ଏବଂ ତାଙ୍କ ପତ୍ନୀ ମେଘାନ ମାର୍କେଲ ଚଳିତ ମାସ ଶେଷ ଆଡ଼କୁ ସେମାନଙ୍କ ଦୁଇ ସନ୍ତାନଙ୍କ ସହ ବ୍ରିଟେନକୁ ଫେରିବାକୁ ନିଷ୍ପତ୍ତି ନେଇଛନ୍ତି।…

କିମ୍ସ ଡାକ୍ତରଙ୍କୁ ବଡ଼ ସଫଳତା: ୧୦ ମାସ ଶିଶୁର ଖାଦ୍ୟ ନଳୀରୁ ବାହାରିଲା ପିନ୍‌

ଭୁବନେଶ୍ୱର, ୨୧ା୮:ରାଉରକେଲାର ଜଣେ ୧୦ ମାସର ଶିଶୁ ଭୁଲ୍‌ବଶତଃ ଏକ ଧାତବ ପିନ୍‌ ଗିଳିଦେବା ପରେ ତାହା ଖାଦ୍ୟନଳୀରେ ଅଟକିଯାଇଥିଲା। ଭୁବନେଶ୍ୱରସ୍ଥିତ କିମ୍ସ ହସ୍ପିଟାଲରେ ଡାକ୍ତରମାନେ ଆଡ୍‌ଭାନ୍ସ…

ହୋମୱାର୍କ ପାଇଁ ଚାପୁଡ଼ା ମାରିଲେ କ୍ଲାସ୍ ଟିଚର: ଅଚେତ ହୋଇ ଟଳି ପଡ଼ିଲା ୬ ବର୍ଷର ଶିଶୁ, ଡାକ୍ତରଖାନାରେ ମୃତ୍ୟୁ

ବିଶାଖାପାଟଣା, ୨୦।୮: ଆନ୍ଧ୍ରପ୍ରଦେଶର ବିଶାଖାପାଟଣାସ୍ଥିତ ଏକ ଘରୋଇ ସ୍କୁଲରେ ଜଣେ ୬ ବର୍ଷର କୋମଳମତି ଶିଶୁର ସନ୍ଦେହଜନକ ମୃତ୍ୟୁ ଘଟିଛି। ହୋମୱାର୍କ ପୂରା କରି ନ ଥିବା…

ସୁଡ଼ଙ୍ଗ ଭିତରେ ୨ ଟ୍ରକ୍‌ ମୁହାଁମୁହିଁ ଧକ୍କା: ୪ମୃତ, ୭ ଆହତ

ଚଣ୍ଡିଗଡ଼, ୨୦।୮: କିରାତପୁର-ମନାଲି ଜାତୀୟ ରାଜପଥ ଦାଓ୍ବାଡ଼ା ସୁଡ଼ଙ୍ଗ ଭିତରେ ଦୁଇଟି ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୪ଜଣଙ୍କ ମୃତ୍ୟୁ ହୋଇଛି ଏବଂ…

ଶୁକ୍ରବାରଠୁ ସପ୍ତାହେ ଯାଏ ବର୍ଷା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୦ା୮(ବନ୍ଦନା ସେଠୀ) – ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା…

ଇନଷ୍ଟାଗ୍ରାମରୁ ପ୍ରେମ ସମ୍ପର୍କ ଯୋଡ଼ି ଅପହରଣ କରି ନେଇଥିଲେ, ଭୁବନେଶ୍ୱରରୁ ନାବାଳିକାଙ୍କୁ ଉଦ୍ଧାର, ଅଭିଯୁକ୍ତଙ୍କୁ ଗିରଫ କରି…

ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ନେଇ କେ.ନୂଆଗାଁ ଥାନାରେ ଅଭିଯୋଗ…

ସିମ୍‌ କାର୍ଡକୁ ନେଇ ନୂଆ ନିୟମ! ଆଉ ୪ଦିନ ପରେ ଏମାନଙ୍କର କଟିଯିବ କନେକ୍ସନ…

ନୂଆଦିଲ୍ଲୀ,୨୦ା୮: ଭାରତରେ ଜଣେ ବ୍ୟକ୍ତିଙ୍କ ନାମରେ ଥିବା ମୋବାଇଲ୍ କନେକ୍ସନ୍‌ର ସୀମାକୁ ସରକାର କଡ଼ାକଡ଼ି ଭାବେ ଲାଗୁ କରିବାକୁ ଯାଉଛନ୍ତି। ଅଗଷ୍ଟ ୨୪ ରୁ ଟେଲିକମ୍ ଅପରେଟରମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri