୨୫ ଜିଲାରେ ସ୍ବାଭାବିକ ବର୍ଷା

ଭୁବନେଶ୍ୱର,୨୨।୯(ବ୍ୟୁରୋ): ଆଜିଠୁ ରାଜ୍ୟରେ ଲଘୁଚାପ ପ୍ରଭାବ କମିଛି। ଯାହା ଫଳରେ ବର୍ଷାର ପରିମାଣ ମଧ୍ୟ କମିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ପାଣିପାଗ ବିଭାଗ ଅନୁଯାୟୀ, ୧ ଜୁନରୁ ୨୨ ସେପ୍ଟେମ୍ବର (୧୧୪ ଦିନ) ମଧ୍ୟରେ ୧୧୫୮.୮ ମିମି ବର୍ଷା ରେକର୍ଡ କରାଯାଇଛି, ଯାହାକି ରାଜ୍ୟରେ ମୌସୁମୀ ଋତୁର ୧୨୨ ଦିନର ବର୍ଷା ( ୧ ଜୁନ ରୁ ୩୦ ସେପ୍ଟେମ୍ବର) ୧୧୫୫.୩ ମିମିକୁ ଅତିକ୍ରମ କରିଯାଇଛି। ବର୍ତ୍ତମାନ ସୁଦ୍ଧା ସ୍ବାଭାବିକ ବର୍ଷା ୧୧୦୭.୨ ମିମି ତୁଳନାରେ ୫% ଅଧିକ ବର୍ଷା ରେକର୍ଡ ହୋଇଥବା ବେଳେ ୫ ଜିଲାରେ ସ୍ବାଭାବିକଠାରୁ ଅଧିକ ଏବଂ ୨୫ ଜିଲାରେ ସ୍ବାଭାବିକ ବର୍ଷା ରେକର୍ଡ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେତେ ଟଙ୍କା ପାଆନ୍ତି ରାଜ୍ୟପାଳ? ମାସିକ ୩.୫ ଲକ୍ଷ ଦରମା ସହ ଜାଣନ୍ତୁ ତାଙ୍କୁ ମିଳୁଥିବା ସମସ୍ତ ସରକାରୀ ସୁବିଧା

ନୂଆଦିଲ୍ଲୀ,୧୩।୧୦: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬ଟି ରାଜ୍ୟ ପାଇଁ ନୂତନ ରାଜ୍ୟପାଳ ନିଯୁକ୍ତ କରିଛନ୍ତି। ଏହାଦ୍ୱାରା ଅନେକ ସାମ୍ୱିଧାନିକ ପଦବୀରେ ପରିବର୍ତ୍ତନ ଘଟିଛି। ସିକିମର ପୂର୍ୱତନ ରାଜ୍ୟପାଳ…

ଭୟୂରଭଞ୍ଜରେ ଲଜ୍ଜା, ଭିନ୍ନକ୍ଷମ ନାବାଳିକାକୁ ବଳାତ୍କାର

ଉଦଳା,୧୩।୧୦: ଭୟୂରଭଞ୍ଜ ଜିଲା ଉଦଳା ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ଭିନ୍ନକ୍ଷମ ନାବାଳିକାକୁ ବଳାତ୍କାର କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ…

ରାହୁଙ୍କ ନକ୍ଷତ୍ରରେ ସୂର୍ଯ୍ୟଙ୍କ ପ୍ରବେଶ: ମେଷ ସମେତ ୩ ରାଶିର ବଢ଼ିବ ଚିନ୍ତା, ପଳାଇବ ଚାକିରି! ସମ୍ପର୍କରେ ପଡିବ ଭଟ୍ଟା

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସୂର୍ଯ୍ୟ ଓ ରାହୁଙ୍କ ଯୁତିକୁ ଶୁଭ ବୋଲି ବିବେଚନା କରାଯାଏ ନାହିଁ। ସେହିପରି ସୂର୍ଯ୍ୟଙ୍କ ରାହୁଙ୍କ ନକ୍ଷତ୍ରରେ ପ୍ରବେଶକୁ ମଧ୍ୟ ଜ୍ୟୋତିଷ ଦୃଷ୍ଟିରୁ…

୪୨ କଲେଜକୁ ସ୍ବୟଂଶାସିତ ମାନ୍ୟତା ପ୍ରସ୍ତାବ: ତାଲିକାରେ ଗଞ୍ଜାମର ୧୧ କଲେଜ

ଭଞ୍ଜନଗର,୧୩।୧୦(ବାବୁଲା ପ୍ରଧାନ): ରାଜ୍ୟର ୪୨ଟି ମହାବିଦ୍ୟାଳୟକୁ ସ୍ବୟଂଶାସିତ ମାନ୍ୟତା ପ୍ରଦାନ ନେଇ ରାଜ୍ୟ ସରକାର ଯୋଜନା ରଖିଥିବା ଜଣାପଡ଼ିଛି। ଏନେଇ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ପକ୍ଷରୁ…

୫ ଥର ଟାଇଟଲ ଜିତି ଇତିହାସ ରଚିଲେ ଗିଲ, ଏହି ତାଲିକାରେ କୋହଲିଙ୍କ ସ୍ଥାନ କେଉଁଠି? ଲିଷ୍ଟ ଦେଖିଲେ ଚମକିଯିବେ

ନୂଆଦିଲ୍ଲୀ,୧୩।୧୦: ଶୁଭମନ ଗିଲ ସର୍ବାଧିକ ଥର ‘ପ୍ଲେୟର ଅଫ ଦ ମନ୍ଥ’ ଟାଇଟଲ ଜିତିଥିବା ଭାରତୀୟ ଖେଳାଳି। ମଙ୍ଗଳବାର (ଅକ୍ଟୋବର ୧୩) ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC)…

ଗର୍ଭବତୀ ମହିଳା ସାମ୍ବାଦିକାଙ୍କୁ ଧକ୍କା ଦେଲେ ରାହୁଲ! ଭାଜପା ନେତାଙ୍କ ସାଂଘାତିକ ଅଭିଯୋଗ, କହିଲେ- ତାଙ୍କ ଗର୍ଭ…

ନୂଆଦିଲ୍ଲୀ,୧୩।୧୦: କଂଗ୍ରେସ ସାଂସଦ ତଥା ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସୋମବାର ସୁପ୍ରିମକୋର୍ଟ ପର୍ଯ୍ୟନ୍ତ ଏକ ମାର୍ଚ୍ଚ କରିଥିଲେ। ଏହି ମାର୍ଚ୍ଚରେ ଇଣ୍ଡିଆ…

ବନ୍ଧୁକ ଦେଖାଇ ମାଗୁଥିଲେ ସୁନା ଗହଣା: ପନିକି ଫୋପାଡିଲେ ମହିଳା, ପରେ…

ପାଟଣା, ୧୩/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ମୁରୁସୁଆଁ ଗ୍ରାମରେ ମଙ୍ଗଳବାର ମଧ୍ୟାହ୍ନରେ ବନ୍ଧୁକ ଦେଖାଇ ଲୁଟ୍‌ ଉଦ୍ୟମ ହୋଇଛି। ଘରେ…

ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା, ଆଳି କଲେଜରେ ସାଇନ୍‌ ଡାଏ ଘୋଷଣା

କେନ୍ଦ୍ରାପଡ଼ା/ଆଳି, ୧୩।୧୦(ଜଗନ୍ନାଥ ଧଳ/ବନମାଳୀ ସେନାପତି) କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ୍‌ ଅନ୍ତର୍ଗତ ଆୟତପୁରସ୍ଥିତ ଲକ୍ଷ୍ମୀବରାହ ଜୀଉ ଡିଗ୍ରୀ କଲେଜରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା ଦେଖାଦେଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?