Posted inଜାତୀୟ

ପଶୁଙ୍କ ଠାରୁ ପାଣିରେ ବ୍ୟାପୁଛି ନୂଆ ଭାଇରସ

ଥିରୁଭାନନ୍ତପୁରମ,୧୩।୧୧: କରୋନା ଭାଇରାସ ପରେ ଡରାଇଲାଣି ନୋରୋ ଭାଇରସ। ପଶୁଙ୍କ ଠାରୁ ପାଣି ଓ ଖାଦ୍ୟ ମାଧ୍ୟମରେ ବ୍ୟାପୁଥିବା ଏହି ଭାଇରସ କେରଳର ଓ୍ବେନାଡ ଜିଲାରେ ଚିହ୍ନଟ ହୋଇଛି। ଭାଇରସ ଦ୍ୱାରା ୧୩ ଜଣ ସଂକ୍ରମିତ ଥିବା ଜଣାପଡ଼ିବା ପରେ ଜିଲାରେ ଏକ ଗାଇଡ୍‌ ଲାଇନ୍‌ ଜାରି କରିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ବୀନା ଜର୍ଜ।

ରୋଗ ସମ୍ପର୍କରେ ସଚତେନତା ବୃଦ୍ଧି କରିବା ସହ ରୋକିବାକୁ ଆବଶ୍ୟକୀୟ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ବାସ୍ଥ୍ୟ ମନ୍ତ୍ରୀ। ତାଙ୍କ ନେତୃତ୍ୱରେ ଶୁକ୍ରବାର ବସିଥିବା କେରଳ ସ୍ବାସ୍ଥ୍ୟ ବିଭାଗ ବୈଠକରେ ଓ୍ବେନାଡ ଜିଲାର ପରିସ୍ଥିତିର ସମ୍ମୀକ୍ଷା କରାଯାଇଛି।

ବର୍ତ୍ତମାନ ଚିନ୍ତା କରିବାର କିଛି ନାହିଁ। କିନ୍ତୁ ସଭିଙ୍କୁ ସତର୍କ ରହିବା ଉଚିତ। ସୁପର କ୍ଲୋରିନେସନ କାର୍ଯ୍ୟ ଆରମ୍ଭ ହୋଇସାରିଛି। ପିଇବା ପାଇଁ ପାଣି ଆଣୁଥିବା ସ୍ଥାନ ପରିଷ୍କାର ରଖିବାକୁ କହିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ବୀନା।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ପରେ ଲଦାଖ ଗସ୍ତ କରିବେ ପ୍ରତିରକ୍ଷାମନ୍ତ୍ରୀ

ନୂଆଦିଲ୍ଲୀ,୧୫।୭: ଲଦାଖର ଗଲଓ୍ବାନ ଘାଟିରେ ସୀମା ବିବାଦକୁ ନେଇ ନିକଟରେ ଭାରତ ଓ ଚାଇନା ସୈନ୍ୟଙ୍କ ମଧ୍ୟରେ ସଂଘର୍ଷ ହୋଇଥିଲା। ଏହାପରେ ସେଠାକାର ସ୍ଥିତି ସମୀକ୍ଷା...

ବ୍ୟୁଟି ପାର୍ଲରରେ ସଜ ହେଉଥିଲେ କନ୍ୟା, ମୋବାଇଲକୁ ଆସିଲା ବରଙ୍କ ଆଶ୍ଚର୍ଯ୍ୟକର ମେସେଜ୍‌; ପାଦତଳୁ ଖସିଗଲା ମାଟି

ଲକ୍ଷ୍ନୌ,୩୦।୪: ବ୍ୟୁଟି ପାର୍ଲରରେ ଜଣେ କନ୍ୟା ସଜ ହେବାକୁ ଯାଇଥିବା ବେଳେ ଠିକ୍‌ ଏହି ସମୟରେ ବରଙ୍କର ଏକ ମେସେଜ ଆସିଥିଲା। ଯାହା ସମସ୍ତଙ୍କ ହୋସ୍‌...

ଉଚ୍ଛେଦକୁ ବିରୋଧ କରି ଦେହରେ ଲଗାଇଲେ ନିଆଁ

ଚେନ୍ନାଇ,୧୦।୫: ଚେନ୍ନାଇର ରାଜା ଅନ୍ନାମଲାଇ ପୁରମ୍‌ ଅଞ୍ଚଳରେ ଜବରଦଖଲ ଉଚ୍ଛେଦକୁ ବିରୋଧ କରି ଜଣେ ୫୮ ବର୍ଷୀୟ ବ୍ୟକ୍ତି ଦେହରେ ନିଆଁ ଲଗାଇ ଦେଇଥିଲେ। ହେଲେ...

‘ ଦିନେ ମୋଦିଙ୍କ ନାମରେ ନାମିତ ହେବ ଭାରତ ’

କୋଲକାତା,୮।୩ : ନିଜ ନାମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଷ୍ଟାଡିୟମର ନାମକରଣ କରିଛନ୍ତି। କୋଭିଡ୍‌-୧୯ ଭାକ୍ସିନ ପ୍ରମାଣପତ୍ରରେ ନିଜ ଫଟୋ ଛପାଇଛନ୍ତି। ନିଜ ଫଟୋକୁ ଇସ୍ରୋ...

ପୁଅକୁ କୃଷକ କରିବାକୁ ମା’ ଛାଡିଲେ ୯୦ ହଜାର ଟଙ୍କାର ସରକାରୀ ଚାକିରି

ଆଜମେର,୨୮।୧୧: ରାଜସ୍ଥାନର ଆଜମେରରେ ଏକ ନିଆରା ଘଟଣା ଦେଖିବାକୁ ମିଳିଛି। ସାଧାରଣତଃ ଆଜିକାଲି ସହର ହେଉ କି ଗାଁ ସବୁଠି ଚାକିରିକୁ ବେଶୀ ଗୁରୁତ୍ୱ ଦିଆଯାଉଛି।...

ଅନର୍ଗଳ ଇଂରାଜୀ କହି ଫଳ ବିକୁଥିବା ମହିଳାଙ୍କୁ ପଚରାଗଲା ଯୋଗ୍ୟତା, ଜବାବ ମିଳିଲା ଏମିତି

ଇନ୍ଦୋର,୨୩।୭: କରୋନା ଯୋଗୁ ଅନେକ ଦୋକାନ, କାରଖାନା ଏବଂ କମ୍ପାନୀ ବନ୍ଦ ଅଛି। ଏଭଳି ପରିସ୍ଥିତିରେ ଅନେକ ଶିକ୍ଷିତ ଲୋକ ଚାକିରି ହରାଇ ଫଳ ଏବଂ...

୪ବର୍ଷ ପୁରୁଣା ୫୦୦-୧୦୦୦ ଟଙ୍କିଆ ନୋଟ୍‌ ନେଇ ବ୍ୟାଙ୍କରେ ପହଞ୍ଚିଲେ ଦମ୍ପତି, ସତ୍ୟତା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଚେନ୍ନାଇ,୧୪।୭: ତାମିଲନାଡୁର ଇରୋଡ ଜିଲାରେ ଅଗରବତୀ ବିକ୍ରୟ କରୁଥିବା ଦୃଷ୍ଟିହୀନ ସ୍ତ୍ରୀ-ସ୍ବାମୀ ୪ ବର୍ଷ ପୂର୍ବେ କଷ୍ଟ ଉପାର୍ଜିତରେ ସଞ୍ଚୟ କରିଥିବା ୨୪,୦୦୦ ଟଙ୍କା ମୂଲ୍ୟହୀନ...

ମହାରାଷ୍ଟ୍ର ସଙ୍କଟ: ବିଧାୟକଙ୍କୁ ନେଇ ଭୟରେ ବଡ଼ ବଡ଼ ଦଳ

ମୁମ୍ବାଇ,୯।୧୧: ମହାରାଷ୍ଟ୍ରରେ ସରକାର ଗଠନକୁ ନେଇ ଲାଗି ରହିଥିବା କଳହ ମଧ୍ୟରେ ଏବେ ଭୟରେ ଅଛି କଂଗ୍ରେସ, ଏନ୍‌ସିପି ଓ ଶିବସେନା। କାରଣ ଏବେ ଏମାନଙ୍କ...

Advertisement
Archives

Model This Week