Posted inଜାତୀୟ

ଶୀତରେ ଥରୁଛି ଉତ୍ତର ଭାରତ

ନୂଆଦିଲ୍ଲୀ,୫ା୧୨: ସମଗ୍ର ଉତ୍ତର ଭାରତ ଶୀତରେ ଥରୁଛି। ଶୁକ୍ରବାର ରାଜସ୍ଥାନ, ପଞ୍ଜାବ ଏବଂ ହରିୟାଣାର ଅଧିକାଂଶ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ସ୍ବାଭାବିକଠାରୁ ନିମ୍ନରେ ରହିଛି। ତେବେ କଶ୍ମୀର ଆକାଶରେ ବାଦଲ ଥିବାରୁ ଶୀତରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। ଦିଲ୍ଲୀରେ ଶୀତ ବଢ଼ିବା ସହ ବାୟୁ ଗୁଣବତ୍ତା ମାନ ଅତ୍ୟନ୍ତ ନିକୃଷ୍ଟ ଥିବାରୁ ସମସ୍ୟା ବଢ଼ିବାରେ ଲାଗିଛି।

ରାଜସ୍ଥାନରେ ତାପମାତ୍ରା ସର୍ବନିମ୍ନ ରହିଛି। ଶୁକ୍ରବାର ସକାଳେ ସିକର ଜିଲାର ଫତେପୁରରେ ତାପମାତ୍ରା ୧.୯ ଡିଗ୍ରୀ ସେଲ୍‌ସିୟସ୍‌ ରେକର୍ଡ କରାଯାଇଛି। ସେଠାର ୭ଟି ଜିଲାର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି। ସିକରରେ ହାରାହାରି ତାପମାତ୍ରା ୩ ଡିଗ୍ରୀ ହୋଇଥିବା ବେଳେ ନାଗୌରରେ ୩.୧, ଲୁଙ୍କାରନସରରେ ୩.୨, ଚୁରୁରେ ୪.୫ ଏବଂ ପିଲାନିରେ ୪.୮ ଡିଗ୍ରୀ ରେକର୍ଡ କରାଯାଇଛି। ପଞ୍ଜାବ ଓ ହରିୟାଣାରେ ହାଡ଼ଥରା ଶୀତ ଲାଗି ରହିଛି। ଉଭୟ ରାଜ୍ୟର ରାଜଧାନୀ ଚଣ୍ଡିଗଡ଼ ତାପମାତ୍ରା ୬.୧ ଡିଗ୍ରୀ ରେକର୍ଡ କରାଯାଇଛି। ଶ୍ରୀନଗର ତାପମାତ୍ରା ଗୁରୁବାର ରାତିରେ ବିଯୁକ୍ତ ୪ ଡିଗ୍ରୀ ରେକର୍ଡ କରାଯାଇଛି, ଯାହାକି ପୂର୍ବ ତୁଳନାରେ ୪ ଡିଗ୍ରୀ ଅଧିକ।


Enter your email to get our daily news in your inbox.

All Right Reserved By Dharitri.Com

ଯୌତୁକ ପାଇଁ ଗର୍ଭବତୀ ମହିଳା କମାଣ୍ଡୋଙ୍କୁ ଡମ୍ବେଲ୍‌ରେ ପିଟି ପିଟି ହତ୍ୟା କଲେ ସ୍ୱାମୀ

ନୂଆଦିଲ୍ଲୀ,୨୯।୧: ରାଜଧାନୀ ଦିଲ୍ଲୀରୁ ଏକ ଲୋମ ଟାଙ୍କୁରା ଘଟଣା ସାମ୍ନାକୁ ଆସିଛି। ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ୍‌ରେ କାର୍ଯ୍ୟରତ ୨୭ ବର୍ଷୀୟା ମହିଳା କମାଣ୍ଡୋ କାଜଲଙ୍କୁ ତାଙ୍କ…

ଏମିତି ଜୀବ, ଯାହା ନିଃଶ୍ୱାସ ନ ନେଇ ବଞ୍ଚିଥାଏ

ଦୁନିଆରେ ଏପରି ଅନେକ ଜୀବ ଅଛନ୍ତି, ଯାହା ଲୋକଙ୍କ ପାଇଁ ରହସ୍ୟ ହୋଇ ରହିଯାଇଛନ୍ତି। ଆଜି ଏମିତି ଏକ ଜୀବ ବିଷୟରେ କହିବୁ ଯାହା ନିଃଶ୍ୱାସ ନ…

ଜାନୁଆରୀ ୨୯ ରାତିରେ ମିଥୁନ ରାଶିରେ ଗୋଚର କରିବେ ଚନ୍ଦ୍ର, ଏହି ୩ଟି ରାଶିକୁ…

ଜ୍ୟୋତିଷ ଶାସ୍ତ୍ରରେ, ଚନ୍ଦ୍ରକୁ ମନ ଏବଂ ମାତାଙ୍କ କାରକ ଗ୍ରହ ଭାବେ ବିବେଚନା କରାଯାଏ । ଆଜି, ଜାନୁଆରୀ ୨୯ତାରିଖ, ରାତିରେ ଚନ୍ଦ୍ର ବୃଷ ରାଶିରୁ ମିଥୁନ…

ସୁନେତ୍ରା ହେବେ ଉପ ମୁଖ୍ୟମନ୍ତ୍ରୀ! ଅଜିତ ପାଓ୍ବାରଙ୍କ ନିଧନ ପରେ…

ମୁମ୍ବାଇ,୨୯।୧: ଦିବଂଗତ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବରେ ନିଯୁକ୍ତି କରିବାକୁ ଦାବି ହୋଇଛି। ଏନସିପି ନେତା ଏବଂ ମନ୍ତ୍ରୀ ନରହରି ଜିରୱାଲ…

ମିନିବସ୍-ଟ୍ରକ ମଧ୍ୟରେ ଭୟଙ୍କର ଧକ୍କା, ୧୧ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୯।୧: ଦକ୍ଷିଣ ଆଫ୍ରିକାରେ ଗୁରୁବାର ଦିନ ପୂର୍ବ କ୍ୱାଜୁଲୁ-ନାଟାଲ ପ୍ରଦେଶର ଡର୍ବାନ ସହର ନିକଟରେ ଏକ ମିନିବସ୍ ଏବଂ ଏକ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି…

‘ଡିଜିଟାଲ୍ ନିଶା’ରେ ଭାରତୀୟ ଯୁବପିଢ଼ି: ଚିନ୍ତା ପ୍ରକଟ କଲେ ସରକାର

ନୂଆଦିଲ୍ଲୀ,୨୯।୧: ଦିନକୁ ଦିନ ଭାରତୀୟ ଯୁବପିଢ଼ିଙ୍କ ଡିଜିଟାଲ ନିଶା ବଢ଼ିବାରେ ଲାଗିଛି। ସଂସଦରେ ଉପସ୍ଥାପିତ ଅର୍ଥନୈତିକ ସର୍ଭେ ୨୦୨୫-୨୬ ରିପୋର୍ଟରେ ଏହି ଧାରାକୁ ‘ଉଦ୍‌ବେଗଜନକ’ ବୋଲି ଦର୍ଶାଯାଇଛି।…

ଘୋଷଣା ହେଲା ରାୟଗଡ଼ା ଜିଲା କଂଗ୍ରେସ କମିଟି: ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ସହ ଏଥିରେ ସାମିଲ ଅଛନ୍ତି…

ରାୟଗଡ଼ା,୨୯ା୧(ଆଶିଷ ରଞ୍ଜନ ପଣ୍ଡା): ଜିଲା କଂଗ୍ରେସ ସଭାପତି ତଥା ରାୟଗଡ଼ା ବିଧାୟକ ଆପଲସ୍ବାମୀ କାଡ୍ରାକାଙ୍କ ସଭାପତିତ୍ୱରେ ଗଠନ ହୋଇଛି ନୂତନ ଜିଲା କଂଗ୍ରେସ କମିଟି। ଜିଲା ସଭାପତି…

UGC New Rules: General, SC, ST, OBCଙ୍କ ପାଇଁ ହେଉ ଅଲଗା ଅଲଗା ହଷ୍ଟେଲ, ଶୁଣୁ ଶୁଣୁ କାହିଁକି ରାଗିଗଲେ CJI, କହିଲେ…

ନୂଆଦିଲ୍ଲୀ,୨୯।୧: ନୂତନ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC) ନିୟମକୁ ଗୁରୁବାର (ଜାନୁଆରୀ ୨୯, ୨୦୨୬)ରେ ଚ୍ୟାଲେଞ୍ଜ କରି ଏକ ଆବେଦନର ଶୁଣାଣି କରିବା ସମୟରେ, ବିଭିନ୍ନ ଜାତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri