ଦ୍ରୁତ ଗତିରେ ବଢିଚାଲିଛି କରୋନା, ସହରରେ ଲକ୍‌ଡାଉନ

ପୋଙ୍ଗାଙ୍ଗ୍‌,୧୬।୫: କରୋନା ସଂକ୍ରମଣ କାରଣରୁ ଉତ୍ତର କୋରିଆ ସ୍ଥିତି ଦିନିକୁ ଦିନ ଉତ୍କଟ ହେବାରେ ଲାଗିଛି। ଦେଶରେ ମୋଟ ୮,୨୦,୬୨୦ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ୪୨ ଜଣ କାରୋନାରେ ପ୍ରାଣ ହରାଇଥିବା ବେଳେ ରବିବାର ଏକକାଳିନ ୧୫ ଜଣଙ୍କ ପ୍ରାଣହାନି ଘଟିଛି। ଏନେଇ ସରକାର ଦେଶର ବିଭିନ୍ନ ସ୍ଥାନରେ ଲକ୍‌ଡାଉନ୍‌ ସାଙ୍ଗକୁ କାରୋନା କଟକଣା ଘୋଷଣା କରିଛନ୍ତି। ଦୀର୍ଘ ଦୁଇବର୍ଷ କାଳ ସାରା ବିଶ୍ୱ କରୋନା ଦାଉରେ କଲବଲ ହେଉଥିବାବେଳେ ଉତ୍ତର କୋରିଆରେ ଜଣେ ବି ସଂକ୍ରମିତ ଚିହ୍ନଟ ହୋଇ ନ ଥିବା କୁହାଯାଉଥିଲା। ଏପ୍ରିଲରେ ରାଜଧାନୀ ପୋଙ୍ଗାଙ୍ଗରେ ପ୍ରଥମ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲେ। ଉତ୍ତର କୋରିଆରେ ଉନ୍ନତ ଚିକିତ୍ସା ବ୍ୟବସ୍ଥା ଉପଲବ୍ଧ ନ ଥିବାବେଳେ ଦ୍ରୁତ ସଂକ୍ରମଣ ଚିନ୍ତାର କାରଣ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

୬୮ ବର୍ଷରେ ପ୍ରଥମଥର: ପାଳନ ହେବନି ବ୍ରିଟେନ ରାଣୀଙ୍କ ଜନ୍ମଦିନ

ଲଣ୍ଡନ,୧୯।୪: ବ୍ରିଟେନ ମହାରାଣୀ ଏଲିଜାବେଥଙ୍କ ଜନ୍ମଦିନ ଚଳିତ ବର୍ଷ ପାଳନ କରାଯିବନାହିଁ। ୬୮ ବର୍ଷରେ ପ୍ରଥମଥର ମହାରାଣୀଙ୍କ ଜନ୍ମଦିନ ପାଳନକୁ ବନ୍ଦ କରିଦିଆଯାଇଛି। ଦେଶରେ କରୋନା...

କରୋନାକୁ ନାହିଁ ଡର: ୧୦୦ ବର୍ଷ ବୟସ୍କ ଭାରତୀୟ ଫିଲ୍ମ ନିର୍ମାତା କଲେ ବିବାହ

ଲଣ୍ଡନ,୨୧।୩: ସାରା ଦୁନିଆ କରୋନା ଆତଙ୍କରେ ଆତଙ୍କିତ ହୋଇପଡ଼ିଛି। ତେବେ ଏହାକୁ ୧୦୦ ବର୍ଷ ବୟସ୍କ ଭାରତୀୟ ଫିଲ୍ମ ନିର୍ମାତା ପାଓ୍ବ।ର ଅବାସ୍‌ ନ ଡରି...

ଶାସନରେ ମହାରାଣୀଙ୍କ ରେକର୍ଡ

ଇଂଲଣ୍ଡ,୧୩।୬: ଦୀର୍ଘଦିନ ଧରି ଶାସନ କରିଥିବା ଶାସକଙ୍କ ସୂଚୀର ଦ୍ୱିତୀୟ ସ୍ଥାନରେ ବ୍ରିଟେନ୍‌ ମହାରାଣୀ ଏଲିଜାବେଥ୍‌ ଦ୍ୱିତୀୟ ରହିଛନ୍ତି। ଥାଇଲାଣ୍ଡ ରାଜା ଭୂମିବୋଲ ଅଦୁଲ୍ୟାଦେଜ୍‌ଙ୍କୁ ପଛରେ...

କରୋନା ମହାମାରୀ ଯୋଗୁ ସନ୍ତାନ ଚାହୁଁ ନାହାନ୍ତି ଚାଇନା ଦମ୍ପତି, ଜନସଂଖ୍ୟା ହ୍ରାସ ନେଇ ଚିନ୍ତାରେ ସରକାର…

ବେଜିଂ, ୬।୬ : ଚାଇନାର ଜନସଂଖ୍ୟା ହ୍ରାସ ପାଇବା ସରକାରଙ୍କ ପାଇଁ ଚିନ୍ତାର ବିଷୟ ପାଲଟିଛି। ନିକଟରେ ଚାଇନ ଅଧିକାରୀଙ୍କ ପକ୍ଷରୁ କୁହାଯାଇଛି ଯେ ବେଜିଂ...

୧୬୭ ଲକ୍ଷ କୋଟି ଖର୍ଚ୍ଚ ପରେ ବି ଆମେରିକା ଖାଲିହାତରେ ଫେରିଲା…

କାବୁଲ/ଓ୍ବାଶିଂଟନ,୩୧।୮: ଆଫଗାନିସ୍ତାନରୁ ଆମେରିକା ସୈନ୍ୟବାହିନୀ ସ୍ବଦେଶ ବାହୁଡ଼ିଛନ୍ତି। ଅଗଷ୍ଟ ୩୧ର ଡେଡ୍‌ଲାଇନ୍‌ ପୂର୍ବରୁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ନିଜ ସୈନ୍ୟବାହିନୀଙ୍କୁ ପ୍ରତ୍ୟାବର୍ତ୍ତନ କରାଇଛନ୍ତି। ଫଳରେ...

ଚାଇନାକୁ କଡ଼ା ବାର୍ତ୍ତା ଦେଲେ ରାଜନାଥ

ଓ୍ବାଶିଂଟନ,୧୫।୪: ଭାରତର କେହି କ୍ଷତି କଲେ ଆମେ କଦାପି ଛାଡ଼ିବୁ ନାହିଁ ବୋଲି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଚାଇନାକୁ ଏକ କଡ଼ା ବାର୍ତ୍ତା ଦେଇଛନ୍ତି।...

‘ଟମ୍ବ ଅଫ୍‌ ସ୍ୟାଣ୍ଡ୍‌’କୁ ବୁକର

ଲଣ୍ଡନ,୨୮ା୫: ସୁନାମଧନ୍ୟା ଲେଖିକା ଗୀତାଞ୍ଜଳି ଶ୍ରୀଙ୍କ ବହୁଚର୍ଚ୍ଚିତ ଉପନ୍ୟାସ ‘ଟମ୍ବ ଅଫ୍‌ ସ୍ୟାଣ୍ଡ୍‌’ (ବାଲିର ସମାଧି) ଚଳିତ ବର୍ଷର ଇଣ୍ଟରନ୍ୟାଶନାଲ ବୁକ୍‌ର ପ୍ରାଇଜ୍‌ ପାଇଛି। ଲଣ୍ଡନରେ...

ଜାତିସଂଘକୁ ସୋଲାର ପାର୍କ ଉପହାର

ନ୍ୟୁୟର୍କ,୨୬ା୯(ପି.ଟି.): ଜାତିସଂଘ ମୁଖ୍ୟାଳୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗାନ୍ଧୀ ସୋଲାର ପାର୍କ ଏବଂ ଗାନ୍ଧୀ ଶାନ୍ତି ଉଦ୍ୟାନକୁ ଉଦ୍‌ଘାଟନ କରିଛନ୍ତି। ଏଥିସହିତ ମହାତ୍ମା ଗାନ୍ଧୀଙ୍କ ୧୫୦ତମ...

Advertisement
Archives

Model This Week