ପୁଣିଥରେ ୨ଟି ବାଲେଷ୍ଟିକ ମିଶାଇଲ ପରୀକ୍ଷା କଲା ଉତ୍ତର କୋରିଆ

ସିଓଲ, ୧ ।୧୦: ଉତ୍ତର କୋରିଆ ତା’ର ପୁରୁଣା ପ୍ରକୃତି ଛାଡି ପାରୁନାହିଁ । ଆମେରିକା ରାଷ୍ଟ୍ରପତି କମଲା ହାରିସଙ୍କ ଦକ୍ଷିଣ କୋରିଆ ଗସ୍ତ ଓ ଆମେରିକା ସହ ସଂଯୁକ୍ତ ସୈନ୍ୟ ଅଭ୍ୟାସ ପରେ ଲାଗାତାର ଆକ୍ରମଣ ଢଙ୍ଗରେ ରହିଛି ଉତ୍ତର କୋରିଆ । ଏବେ ମଳିଥିବା ସୂଚନା ଅନୁଯାୟୀ, ଶନିବାର ଭୋର ସମୟରେ ଉତ୍ତର କୋରିଆ ପୁଣିଥରେ ୨ଟି ବାଲେଷ୍ଟିକ ମିଶାଇଲ ପରୀକ୍ଷା କରିଛି । ଚଳିତ ସପ୍ତାହରେ ଉତ୍ତର କୋରିଆ ପକ୍ଷରୁ ଏହା ଚତୁର୍ଥ ପରୀକ୍ଷଣ ।
ଦକ୍ଷିଣ କୋରିଆ ସେନା ପକ୍ଷରୁ କୁହାଯାଇଛି କି ଆମେରିକା-ଦକ୍ଷିଣ କୋରିଆ ସେନା ଅଭ୍ୟାସ ମଧ୍ୟରେ ପରମାଣୁ ସମ୍ପନ୍ନ ରାଷ୍ଟ୍ର ଦ୍ୱାରା କରାଯାଇଥିବା ଏହା ଚତୁର୍ଥ ମିଶାଇଲ ପରୀକ୍ଷଣ । ସୂଚନାଯୋଗ୍ୟ, ଦକ୍ଷିଣ କୋରିଆ, ଜାପାନ ଓ ଆମେରିକା ଶୁକ୍ରବାର ସେନା ଅଭ୍ୟାସ ଆରମ୍ଭ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ତାତିଲେ ଚାଷୀ, ଜେସିବି ଲଗାଇ କାଟିଦେଲେ ଘାଇ, ପାଣିରେ ବୁଡ଼ିଲା ଶହଶହ ଏକର ଚାଷଜମି

ମହାକାଳପଡ଼ା,୧୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାନଦୀରେ ବନ୍ୟା ଓ ବର୍ଷା ଜଳ ଖରିଫ ଋତୁରେ ଧାନ ଫସଲ ପ୍ରଭାବିତ ହୋଇଛି। ଫଳରେ ୫ ହଜାରରୁ ଅଧିକ ହେକ୍ଟର ଜମିରେ…

କାଲି ଏହି ଜିଲାରେ ସ୍କୁଲ ଛୁଟି, ଜାଣନ୍ତୁ…

କେନ୍ଦୁଝର,୧୬।୮: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ରବିବାର ଅପରାହ୍ନ ୨ଟା ୩୦ ସୁଦ୍ଧା ଏହା ଉତ୍ତରପଶ୍ଚିମ ବଙ୍ଗୋପସାଗର…

ସ୍କୁଲ ଛୁଟି ପରେ ମଧ୍ୟାହ୍ନଭୋଜନ ଚାଉଳ ଅଟୋରେ ନେବା ଘଟଣା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷୟିତ୍ରୀ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲାର ଝରିଗାଁ ବ୍ଲକ ଅନ୍ତର୍ଗତ ମାଝୀଗୁଡ଼ା ସ୍କୁଲର ଭାରପ୍ରାପ୍ତ ପ୍ରଧାନଶିକ୍ଷୟିତ୍ରୀ ଗତ ଶୁକ୍ରବାର ବିଦ୍ୟାଳୟ ଛୁଟି ହେବା ପରେ ଏକ ଅଟୋରେ…

ତାରିକ ରହମାନଙ୍କ ଭାରତ ଗସ୍ତ ପୂର୍ବରୁ ବାଂଲାଦେଶ ରଖିଛି ବଡ଼ ସର୍ତ୍ତ

ଢାକା,୧୬।୮: ବାଂଲାଦେଶ ରବିବାର କହିଛି ଯେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଏବଂ ଢାକା ଦ୍ୱାରା ଚାହୁଁଥିବା ଅନ୍ୟ ପଳାତକଙ୍କୁ ଭାରତ ସରକାର ପ୍ରତ୍ୟାର୍ପଣ ପ୍ରକ୍ରିୟାକୁ ଆଗକୁ…

ବୁଲାବୁଲି କି ଦାମୀ ପୋଷାକ ନୁହେଁ, ଦରମାର ୭୦% ଏହି କାମରେ ଖର୍ଚ୍ଚ କରନ୍ତି Gen Z

ନୂଆଦିଲ୍ଲୀ,୧୬।୮: ସୋସିଆଲ ମିଡିଆରେ ବର୍ତ୍ତମାନ ସମୟରେ Gen Zଙ୍କ ଟ୍ରେଣ୍ଡ, ଲାଇଫଷ୍ଟାଇଲ୍‌ ଓ ଖର୍ଚ୍ଚକୁ ନେଇ ଚର୍ଚ୍ଚା ଲାଗିରହିଛି । ଅନେକଙ୍କ ଧାରଣା ଯେ, ଯୁବପିଢ଼ି ଅଧିକ…

ବ୍ୟବସାୟୀ ଅପହରଣ ମାମଲା: ହନୁମାନ ପଇସା ପାଇଁ ଅଭିଯୁକ୍ତ ଦେଇଛନ୍ତି ୨ କୋଟି ୭୦ ଲକ୍ଷ, ଏସ୍‌ପି କହିଲେ ଆହୁରି…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ ଗୁଣ୍ଡା ଅପହରଣ ମାମଲାରେ ବୌଦ୍ଧ ଜିଲା କଣ୍ଟାମାଳ ଅଞ୍ଚଳର କ୍ଷୀତିଶ ସାହୁଙ୍କୁ ଭୁବନେଶ୍ବରରୁ ଗିରଫ…

ଅଭିରାମ ଲେଙ୍କାଙ୍କୁ ମିଳିଲା ଶ୍ରେଷ୍ଠ ଶିକ୍ଷକ ସମ୍ମାନ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଷ୍ଟାଡିୟମଠାରେ ଶନିବାର ଆୟୋଜିତ ୮୦ତମ ସ୍ବାଧୀନତା ଦିବସ ପାଳନ ଅବସରରେ ଶ୍ରେଷ୍ଠ ଶିକ୍ଷକ ଭାବେ ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ…

ସ୍ପଷ୍ଟଚିହ୍ନିତ ଲଘୁଚାପ: ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷିବା

ଭୁବନେଶ୍ୱର, ୧୬।୮: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ରବିବାର ଅପରାହ୍ନ ୨ଟା ୩୦ ସୁଦ୍ଧା ଏହା ଉତ୍ତରପଶ୍ଚିମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri