ଆମେରିକା ସାମରିକ ଘାଟି ନିକଟରେ ଉ.କୋରିଆର ୧୦ ମିସାଇଲ ମାଡ଼, ଥରିଲେ ଟ୍ରମ୍ପ!

ସିଓଲ,୧୫ା୩: ଇରାନ୍‌ ଉପରେ ଆମେରିକାର ଘନ ଘନ ଆକ୍ରମଣ ଭିତରେ ଉତ୍ତର କୋରିଆ ପୂର୍ୱ ସାଗର ଉପକୂଳରେ ଆମେରିକାର ସେନା ଘାଟି ନିକଟରେ ୧୦ କ୍ଷେପଣାସ୍ତ୍ର ମାଡ଼ କରିଛି। ଉ. କୋରିଆ ଛାଡିଥିବା ଏହି ୧୦ ବାଲିଷ୍ଟିକ୍‌ ମିଶାଇଲ ଜାପାନର ସ୍ୱତନ୍ତ୍ର ଅର୍ଥନୈତିକ ଜୋନ୍‌ ବାହାରେ ମାଡ଼ ହୋଇଛି। ବର୍ତ୍ତମାନ ପୂର୍ୱ ସାଗରରେ ଆମେରିକା ଓ ଦକ୍ଷିଣ କୋରିଆ ପକ୍ଷରୁ ଫ୍ରିଡମ୍‌ ସିଲ୍ଡ(ଏଫ୍‌ଏସ୍‌) ନାମରେ ମିଳିତ ସମରାଭ୍ୟାସ ଚାଲୁରହିଛି। ଇରାନ୍‌ ବିରୋଧରେ ଆମେରିକା ଦ.କୋରିଆରେ ଏୟାର ଡିଫେନ୍ସ ସିଷ୍ଟମ୍‌ ମଧ୍ୟ ମୁତୟନ କରିଛି। ଜାପାନ ଏବଂ ଦ. କୋରିଆ ଉପକୂଳ ନିକଟରେ ଉ. କୋରିଆ କ୍ଷେପଣାସ୍ତ୍ର ମାଡ଼ ସମ୍ପୃକ୍ତ ଅଞ୍ଚଳ ଉତ୍ତେଜନା ବୃଦ୍ଧି କରିଥିବା କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତାଳମପଦରରେ ରକ୍ତାକ୍ତ ସଂଘର୍ଷ: ୨୧ ଜଣ ଗିରଫ, ବିଧାନସଭାରେ ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ପ୍ରଶ୍ନ

ଥୁଆମୂଳ ରାମପୁର,୧୫।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ତଳଆମପଦର ଗ୍ରାମରେ ସିଜିମାଳି ଖଣି ଖନନକୁ କେନ୍ଦ୍ର କରି ସୃଷ୍ଟି ହୋଇଥିବା ବିବାଦ ଉଗ୍ର…

ବ୍ୟବସାୟ କରିବାକୁ ଯାଉଥିଲେ, ସକାଳୁ ଘଟିଲା ବଡ଼ ଦୁର୍ଘଟଣା

ଭଞ୍ଜନଗର,୧୫।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବଡକୋଦଣ୍ଡା ଛକ ନିକଟରେ ରବିବାର ସକାଳେ ଏକ ଡାଲା ଅଟୋ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଚାଳକ ଗୋପାଳ…

ଯୁଦ୍ଧ ହେଲା ଭୟଙ୍କର: ସରକାରୀ କର୍ମଚାରୀଙ୍କ କଟିବ ଦରମା, ସରକାର ନେଲେ ବଡ଼ ନିଷ୍ପତ୍ତି

ଇସଲାମବାଦ,୧୫।୩: ମଧ୍ୟପ୍ରାଚ୍ୟ ଯୁଦ୍ଧରେ କେବଳ ଗୋଟିଏ ଦେଶରେ ନୁହେଁ ସାରା ବିଶ୍ୱରେ ପଡିଛି ବଡ଼ ପ୍ରଭାବ । ଏବେ ଖବର ଆସିଛି ଯେ ଯୁଦ୍ଧ ଯୋଗୁ କେବଳ…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ଏବେ ଏମାନଙ୍କୁ ମିଳିବ ନାହିଁ କମର୍ସିଆଲ LPG ସିଲିଣ୍ଡର…

ନୂଆଦିଲ୍‌ଲୀ,୧୫।୩: ରାଜ୍ୟ ସରକାର ଏଲପିଜି ସଙ୍କଟ ଭିତରେ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏଣିକି ବାଣିଜି୍ୟକ ସିଲିଣ୍ଡର ବଣ୍ଟନ ପାଇଁ ଏକ ନୀତି ଜାରି କରିଛନ୍ତି। ଏହି ନୀତି…

ସ୍ତ୍ରୀ, ବୋହୂ ,ନାତୁଣୀଙ୍କୁ ହତ୍ୟା ଘଟଣା : ମେଡିକାଲରେ ଅଭିଯୁକ୍ତଙ୍କ ମୃତ୍ୟୁ 

ଦେବଗଡ଼,୧୫।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ଗରିଆପାଲି ଗ୍ରାମରେ ଟ୍ରିପଲ ମର୍ଡର ଘଟଣାର ଅଭିଯୁକ୍ତଙ୍କ ମୃତ୍ୟୁ ଘଟିଛି। ସେ ବିଷ ଖାଇ ଗୁରୁତର ଥିବାରୁ ବୁର୍ଲା ମେଡିକାଲରେ …

ସୁଯୋଗରୁ ଫାଇଦା

ନଭେମ୍ୱର ୪, ୨୦୧୩ରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ୧୨୦ରୁ ଅଧିକ ଭାରତୀୟ ଦୂତାବାସର ମୁଖ୍ୟମାନଙ୍କ ସହ କଥା ହୋଇ ତାଙ୍କ ବୈଦେଶିକ ନୀତିକୁ ସ୍ପଷ୍ଟ କରୁଥିବା…

ସେନା ପଠାଇଲା ଆମେରିକା, ଏବେ ବିଶ୍ୱଯୁଦ୍ଧ ଥୟ!

ଓ୍ୱାଶିଂଟନ୍‌ ,୧୫ା୩: ଇରାନ୍‌ର ଖାର୍ଗ ଦ୍ୱୀପ ଉପରେ ଆମେରିକାର ଆକ୍ରମଣ ପରେ ଇରାନ୍‌ ଆହୁରି ପ୍ରତିଶୋଧ ପରାୟଣ ହୋଇପଡ଼ିଛି। ପୂର୍ୱରୁ ଆମେରିକା ଉପରେ ପରୋକ୍ଷରେ ଚାପ ସୃଷ୍ଟି…

ଆଜିଠୁ ୪ ଦିନ ଝଡ଼ବର୍ଷା

ଭୁବନେଶ୍ୱର, ୧୫ା୩(ବନ୍ଦନା ସେଠୀ): ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଥିବାବେଳେ ଶନିବାର ୩ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା। ଝାରସୁଗୁଡାରେ ସର୍ୱାଧିକ ତାପମାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri