ପୁଣିଥରେ ବାଲେଷ୍ଟିକ ମିଶାଇଲ ପରୀକ୍ଷା କଲା ଉତ୍ତର କୋରିଆ

ସିଓଲ,୧୬ ।୩: ଉତ୍ତର କୋରିଆ ଗୁରୁବାର ସକାଳେ ପୁଣିଥରେ ଅନ୍ତରମହାଦ୍ୱିପୀୟ ବାଲେଷ୍ଟିକ ମିଶାଇଲ(ଆଇସିବିଏମ)ର ପରୀକ୍ଷା କରିଛି । ଦକ୍ଷିଣ କୋରିଆର ସେନା ଏହି ସୂଚନା ଦେଇଛି । ଦକ୍ଷିଣ କୋରିଆ ସେନା କହିଛି ପ୍ୟୋଙ୍ଗୟାଙ୍ଗରୁ ସ୍ଥାନୀୟ ସମୟ ସକାଳ ୭ଟା ୧୦ରେ ବାଲେଷ୍ଟିକ ମିଶାଇଲ ଲଞ୍ଚ କରାଯିବା ପରେ କୋରିଆ ଉପଦ୍ୱିପର ପୂର୍ବ ଜଳଭାଗ ଆଡକୁ ଯାଇଛି ।
ଏପଟେ ଜାପାନ ପ୍ରତିରକ୍ଷା ମନ୍ତ୍ରଣାଳୟ କହିଛି, ମିଶାଇଲ ଜାପାନ ଦ୍ୱିପର ୨୫୦ କିଲୋମିଟର ଦୂରରେ ପଡିଛି । ଏହା ପ୍ରାୟ ୭୦ ମିନିଟ ପର୍ଯ୍ୟନ୍ତ ୬,୦୦୦ କିଲୋମିଟରରୁ ଅଧିକ ଉପରେ ପ୍ରାୟ ୧,୦୦୦ କିଲୋମିଟର ଉଡାଣ ପୂରଣ କରିଛି ।

 


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟ ସମ୍ମୁଖରେ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ: ୩ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବରଗଡ଼,୭।୮(ପ୍ରେମାନନ୍ଦ ଖମାର):ବରଗଡ଼ କୋର୍ଟ ସମ୍ମୁଖରେ ଗୁରୁବାର ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ମୁଣ୍ଡରେ ଗଭୀର ଆଘାତ ଲାଗିଥିବାରୁ ସହରାଞ୍ଚଳ ଗୋଷ୍ଠୀ…

ପ୍ରଦୂଷଣର ହେଉନି ସ୍ଥାୟୀ ପ୍ରତିକାର: ୭ଦିନରେ ୯ହୋଟେଲକୁ ନୋଟିସ

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଦୂଷଣ ବଢ଼ି ଚାଲିଛି। ସହର ରାସ୍ତାକଡ଼ଠାରୁ ଆରମ୍ଭ କରି ନାଳ ନର୍ଦ୍ଦମା, କେନାଲ ଯେଉଁଆଡ଼େ ଦେଖିଲେ ପଡ଼ି ରହିଛି କୁଢ଼କୁଢ଼ ମଇଳା ଆବର୍ଜନା।…

ବିପଦପୂର୍ଣ୍ଣ ରାସ୍ତା, ଲୋକେ ହଟହଟା: ବୁର୍ଡ଼ା-ଅର୍ଜୁନପୁର ପିଡବ୍ଲ୍ୟୁଡି ରାସ୍ତା କଲଭର୍ଟ ଭୁଶୁଡ଼ି ଗର୍ତ୍ତ

ଲୋଇସିଂହା,୭।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ବୁର୍ଡା ଛକରୁ ଅର୍ଜୁନପୁର ପିଡବ୍ଲୁଡି ରାସ୍ତାର କୁମୁଣ୍ଡେ ଶୁଳିଆ ଛକ ନିକଟ କଲଭର୍ଟ ଭାଙ୍ଗି ଗର୍ତ୍ତ ସୃଷ୍ଟି ହୋଇଛି। ଏହାର…

କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ୨୫ ପ୍ରତିଶତ ବୋନସ: ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ଏମ୍‌ପି

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ):ଓଡ଼ିଶାରେ କେନ୍ଦୁପତ୍ର ସଂସ୍ଥାରେ କାର୍ଯ୍ୟରତ ୧୨ଲକ୍ଷ କେନ୍ଦୁପତ୍ର ଶ୍ରମିକ କେନ୍ଦୁପତ୍ର ତୋଳାଳି, ସିଜିନାଲ କର୍ମଚାରୀ,ବନ୍ଧେଇ ଶ୍ରମିକମାନଙ୍କ ପାଇଁ ରାଜ୍ୟ ସରକାର ଯଥାକ୍ରମେ କେନ୍ଦୁପତ୍ର ତୋଳାଳିଙ୍କ ପାଇଁ…

ପୁଣି PM ମୋଦିଙ୍କ ଆଗରେ ବଡ଼ ଦାବି ରଖିଲେ ଅଭିଜିତ ଦୀପକେ: ୧୫ ଅଗଷ୍ଟରେ Gen Z ଙ୍କ ପାଇଁ…

ନୂଆଦିଲ୍ଲୀ, ୭।୮: ଜନ୍ତର ମନ୍ତରରେ ପ୍ରତିବାଦ କରିବା ପରେ ବର୍ତ୍ତମାନ କକରୋଚ ଜନତା ପାର୍ଟି (CJP) ନୂଆ ପ୍ରସଙ୍ଗଗୁଡ଼ିକୁ ନେଇ ଆଲୋଚନା କରୁଛି। ସିଜେପିର କୋର୍‌ ଟିମ୍‌ର…

୧୧ କୋଟି ଟଙ୍କାର ଲଟେରି ଟିକେଟ ଅଳିଆରୁ ଉଦ୍ଧାରକଲେ ସଫେଇ କର୍ମଚାରୀ

ରୋମ୍‌,୭ା୮:ଇଟାଲୀରେ ଜଣେ ମହିଳା ୧୧ କୋଟି ଟଙ୍କା (୧ ମିଲିୟନ/ପ୍ରାୟ ୧୦.୯ କୋଟି ଟଙ୍କା)ର ମେଗା ଲଟେରି ଜିତିବା ପରେ ଭୁଲବଶତଃ ତାହାକୁ ଅଳିଆ ଗଦାରେ ଫିଙ୍ଗି…

କେନ୍ଦ୍ର କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି: ଜାଣନ୍ତୁ କେଉଁ ପ୍ରସ୍ତାବ ଉପରେ ଲାଗିଲା ମୋହର

ନୂଆଦିଲ୍ଲୀ,୬ା୮: ଦେଶରେ କମ୍ପ୍ରେସଡ୍‌ ବାୟୋଗ୍ୟାସ୍‌ (ସିବିଜି) ଉତ୍ପାଦନକୁ ତ୍ୱରାନ୍ବିତ କରିବା ଏବଂ ଜୀବାଶ୍ମ ଇନ୍ଧନ ଆମଦାନୀ ଉପରୁ ନିର୍ଭରଶୀଳତା ହ୍ରାସ କରିବା ପାଇଁ କେନ୍ଦ୍ର କ୍ୟାବିନେଟ ଗୁରୁବାର…

ୟୁପିଆଇ ଉପରେ ଶୁଳ୍କ ଲାଗୁ ନେଇ ଲୋକ ସଭାରେ ବିଲ୍‌ ପାରିତ

ନୂଆଦିଲ୍ଲୀ, ୭ା୮(ପି.ଟି.): ଗୁରୁବାର ଅପରାହ୍ନ ୨ଟାରେ ଗୃହ କାର୍ଯ୍ୟ ପୁନଃ ଆରମ୍ଭ ହେବା ପରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ‘କର ଓ ଅନ୍ୟାନ୍ୟ ଆଇନ (ସଂଶୋଧନ) ବିଲ୍‌,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri