ପୁଣି କ୍ଷେପଣାସ୍ତ୍ର ମାଡ଼କଲା ଉତ୍ତର କୋରିଆ, ଜାପାନ-ଦକ୍ଷିଣ କୋରିଆ ହେଲେ ସତର୍କ

ସିଓଲ,୧୪ା୧: ଦକ୍ଷିଣ କୋରିଆ କହିଛି, ଉତ୍ତର କୋରିଆ ରବିବାର ଏହାର ପୂର୍ବ ଉପକୂଳରୁ କ୍ଷେପଣାସ୍ତ୍ର ନିକ୍ଷେପ କରିଛି। ଜାପାନ କୋଷ୍ଟଗାର୍ଡଙ୍କ ଅନୁଯାୟୀ, ଏହା ଏକ ବଡ଼ କ୍ଷେପଣାସ୍ତ୍ର। ଉତ୍‌କ୍ଷେପଣ ପରେ ଜାପାନର ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ଏହାକୁ ଜରୁରିକାଳୀନ ଚେତାବନୀ ବୋଲି କହିଥିବା ବେଳେ ଅଧିକ ବିବରଣୀକୁ ଅପେକ୍ଷା କରାଯାଇଛି ବୋଲି କୁହାଯାଇଛି।

ଦକ୍ଷିଣ କୋରିଆର ପ୍ରତିରକ୍ଷା ମନ୍ତ୍ରୀ ଶିନ୍‌ ଓ୍ବନ୍‌-ସିକ୍‌ ଗତ ସପ୍ତାହରେ କହିଥିଲେ, ପ୍ୟୋଙ୍ଗୟାଙ୍ଗ ଚଳିତ ମାସ ଆରମ୍ଭରୁ ଦୂରଗାମୀ କ୍ଷେପଣାସ୍ତ୍ର ପରୀକ୍ଷା କରିବ।

ଡିସେମ୍ବର ମଧ୍ୟ ଭାଗରେ ଉତ୍ତର କୋରିଆ ପ୍ରଥମେ ‘ହ୍ବାସଙ୍ଗ୍‌-୧୮’ କ୍ଷେପଣାସ୍ତ୍ରର ବ୍ୟବହାରିକ ପରୀକ୍ଷଣ କରିଥିଲା। ଏହି କ୍ଷେପଣସ୍ତ୍ର ଆମେରିକାର ମେନ୍‌ଲାଣ୍ଡ୍‌ରେ ପହଞ୍ଚିବା ଲକ୍ଷ୍ୟରେ ନିର୍ମାଣ କରାଯାଇଛି। ଏହା ହେଉଛି ଉତ୍ତର କୋରିଆ ନିର୍ମାଣ କରୁଥିବା ଦୂରଗାମୀ କ୍ଷେପଣାସ୍ତ୍ରଗୁଡ଼ିକ ମଧ୍ୟରୁ ସବୁଠୁ ଆଧୁନିକ।

ଅନ୍ୟପକ୍ଷରେ ଉତ୍ତର କୋରିଆ ନେତା କିମ୍‌ ଜୋଙ୍ଗ ଉନ୍‌ ଘୋଷଣା କରିଛନ୍ତି, ଦକ୍ଷିଣ କୋରିଆ ସହ ଯୁଦ୍ଧରୁ ଦୂରେଇ ରହିବା ତାଙ୍କର ଉଦ୍ଦେଶ୍ୟ ନୁହେଁ। ଏହା ଜାରି ରହିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁପ୍ରିମକୋର୍ଟରୁ ସମୟ ରୈନାଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୪।୮: ‘ଇଣ୍ଡିଆ ଗଟ ଲ୍ୟାଟେଣ୍ଟ’ ମାମଲାରେ ହାସ୍ୟ ଅଭିନେତା ସମୟ ରୈନାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ସମୟ ରୈନା ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

କେମିତି ଅଛନ୍ତି ଜେପି ନଡ୍ଡା? ଏମ୍ସ ଜାରି କଲା ବୟାନ

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଏମ୍ସ ଏକ ଅପଡେଟ ପ୍ରଦାନ କରିଛି। ହସ୍ପିଟାଲ ଅନୁଯାୟୀ, ତାଙ୍କ ଅବସ୍ଥା ବର୍ତ୍ତମାନ ସ୍ଥିର ଅଛି, ଏବଂ…

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

ଅଭିଜିତ ଦୀପକେଙ୍କ ବଡ଼ ବୟାନ: ‘ସୌରଭଙ୍କ ଗୋଟିଏ ଭିଡିଓ ଯୋଗୁଁ…’

ନୂଆଦିଲ୍ଲୀ,୧୪।୮: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଶୁକ୍ରବାର (୧୪ ଅଗଷ୍ଟ) କହିଛନ୍ତି ଯେ ସୌରଭ ଦାସ ଯେଉଁ କାମ କରୁଛନ୍ତି ତାହା ଦେଶର ହିତ…

ସ୍ୱାଧୀନତା ଦିବସରେ ୩୫୦ ଟଙ୍କା ତେଲ ଦର! ଦେଶରେ ପଡିଲା ଚହଳ…

ଇସଲାମାବାଦ୍‌,୧୪।୮: ପାକିସ୍ତାନରେ ଆଜି ଅର୍ଥାତ୍ ଅଗଷ୍ଟ ୧୪ ତାରିଖରେ ୭୯ତମ ସ୍ୱାଧୀନତା ଦିବସ ପାଳନ କରାଯାଉଛି। ଖବର ଅନୁଯାୟୀ, ପାକିସ୍ତାନରେ ସ୍ୱାଧୀନତା ଦିବସ ଅବସରରେ ପେଟ୍ରୋଲ-ଡିଜେଲ ଦର…

କାହିଁକି ଅପରେଶନ ସିନ୍ଦୂର କଥା ମନେ ପକାଇ ଦେଲେ ଅଜିତ ଡୋଭାଲ? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୧୪।୮: ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ କହିଛନ୍ତି ଯେ ଭାରତର ଉଦାରତା ଏବଂ ସହନଶୀଳତାକୁ ଦୁର୍ବଳତା ଭାବିବା ଏକ ଗୁରୁତର ଭୁଲ ହେବ। ସେ ଦୃଢ଼ୋକ୍ତି…

ଗୁଣପୁରରେ ଅଖଣ୍ଡ ଭାରତ ଦିବସ: ତ୍ରିରଙ୍ଗା ଯାତ୍ରାରେ ବାହାରି ମହାପୁରୁଷଙ୍କ ବଳିଦାନକୁ ନେଇ…

ଗୁଣପୁର,୧୪ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୁରୁଣା ବସ୍‌ଷ୍ଟାଣ୍ଡଠାରେ ଶୁକ୍ରବାର ଅଖଣ୍ଡ ଭାରତ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri