ଉତ୍ତର କୋରିଆ ଜୁନରେ ଉତକ୍ଷେପଣ କରିବ ପ୍ରଥମ ସାମରିକ ଗୁପ୍ତଚର ଉପଗ୍ରହ

ପୋଙ୍ଗୟାଙ୍ଗ,୩୦।୫: ଉତ୍ତର କୋରିଆ ଜୁନରେ ପ୍ରଥମ ଗୁପ୍ତଚର ଉପଗ୍ରହ ଲଞ୍ଚ କରିବାକୁ ପ୍ରସ୍ତୁତ ହେଲାଣି। ଉତ୍ତର କୋରିଆର ସରକାରୀ ସମାଚାର ଏଜେନ୍ସିର ସାମରିକ ମାମଲାର ପ୍ରଭାରି ଜଣେ ବରିଷ୍ଠ ଅଧିକାରୀଙ୍କ ସୂତ୍ରର ସୂଚନା ଅନୁଯାୟୀ କହିଛି ଯେ ନିୟୋଜିତ ଲଞ୍ଚର ଉଦ୍ଦେଶ୍ୟ ବର୍ତ୍ତମାନ ସମୟ ଆଧାରରେ ଆମେରିକା ସାମରିକ କାର୍ଯ୍ୟକଳାପ ଉପରେ ନଜର ରଖିବା।
ଉତ୍ତର କୋରିଆ ଜାପାନକୁ ମେ ୩୧ରୁ ଜୁନ ୧୧ମଧ୍ୟରେ ଉପଗ୍ରହ ଉତକ୍ଷେପଣ କରିବାର ଯୋଜନା ବିଷୟରେ ସୂଚନା ଦେବାର ଗୋଟିଏ ଦିନ ପରେ ଏହା ଜଣାପଡିଛି। ଗଭର୍ନିଂ ୱାର୍କର୍ସ ପାର୍ଟି ଅଫ କୋରିଆ(ଡବ୍ଲୁପିକେ)ର କେନ୍ଦ୍ରୀୟ ସାମରିକ ଆୟୋଗର ଉପାଧ୍ୟକ୍ଷ ରି ପ୍ୟୋଙ୍ଗ-ଚୋଲ ଏକ ବୟାନରେ କହିଛନ୍ତି ଯେ ଯୁଦ୍ଧ ପାଇଁ ପ୍ରସ୍ତୁତିକୁ ମଜବୁତ କରିବା ପାଇଁ ଉତ୍ତର କୋରିଆର ନିର୍ଦ୍ଦିଷ୍ଟ ଉପଗ୍ରହ ଉତକ୍ଷେପଣ ଏକ ଅନିବାର୍ଯ୍ୟ କାର୍ଯ୍ୟ।

ଉତ୍ତର କୋରିଆ ଚଳିତ ମାସ ଆରମ୍ଭରେ କହିଛି ଯେ କିମ ଜୋଙ୍ଗଙ୍କ ଭବିଷ୍ୟତ କାର୍ଯ୍ୟ ଯୋଜନାକୁ ଅନୁମୋଦନ କରିବା ଉଦ୍ଦେଶ୍ୟରେ ପ୍ରଥମ ସାମରିକ ନୀରିକ୍ଷଣ ଉପଗ୍ରହ ଉତକ୍ଷେପଣ କରିବା ପାଇଁ ଆବଶ୍ୟକ ପ୍ରସ୍ତୁତି ଶେଷ ହୋଇଛି। ନ୍ୟୁଜ ଏଜେନ୍ସି ଅନୁଯାୟୀ ଉତ୍ତର କୋରିଆର ନେତା ଏକ କଠିନ ଇନ୍ଧନ ଅର୍ନ୍ତମହାଦିପୀୟ ବାଲିଷ୍ଟିକ ମିଶାଇଲ, ଏକ ପରମାଣୁ ଚାଳିତ ବୁଡ଼ାଜାହାଜ ଏବଂ ସାମରିକ ଅନୁସନ୍ଧାନ ଉପଗ୍ରହ ସମେତ ଉନ୍ନତ ଅସ୍ତ୍ରଶସ୍ତ୍ର ନିର୍ମାଣ କରିବାକୁ ପ୍ରତିଶୃତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିର ଛକରୁ ସିଲେଟପଡ଼ା ରାସ୍ତା ଶୋଚନୀୟ: ଆନ୍ଦୋଳନ ପାଇଁ ସଜବାଜ

କର୍ଲାମୁଣ୍ଡା,୨୮ା୩ (ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡ଼ା ରାସ୍ତା ଶୋଚନୀୟ ହୋଇପଡିଛି। ୨୦୧୫ରେ ପିଚୁ ରାସ୍ତା ନିର୍ମାଣ ହୋଇଥିଲେ…

ଇରାନର ପରମାଣୁ ପ୍ଲାଣ୍ଟ ଉପରେ ବଡ଼ ଆକ୍ରମଣ କଲା ଇସ୍ରାଏଲ, ଚେତାବନୀ ଦେଲେ ଇରାନୀ ମନ୍ତ୍ରୀ, କହିଲେ…

ନୂଆଦିଲ୍ଲୀ,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏକ ଅତ୍ୟନ୍ତ ବିପଜ୍ଜନକ ମୋଡ଼ରେ ପହଞ୍ଚିଛି। ଗତକାଲି ଇସ୍ରାଏଲୀ ବାୟୁସେନା ଦୁଇଟି ପ୍ରମୁଖ ଇରାନୀ ପରମାଣୁ ପ୍ରତିଷ୍ଠାନ ଏବଂ ଦୁଇଟି ବଡ଼…

ପ୍ରଖ୍ୟାତ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ଗିରଫ: ମଦ ପିଇ କରୁଥିଲେ ଏହି କାମ

ଫ୍ଲୋରିଡା,୨୮।୩: ପ୍ରଖ୍ୟାତ ଆମେରିକୀୟ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ପୁଣି ଥରେ ବିବାଦରେ ଫସିଛନ୍ତି। ମଦ୍ୟପାନ କରି ଗାଡ଼ି ଚଲାଇବା ସନ୍ଦେହରେ ତାଙ୍କୁ ଫ୍ଲୋରିଡାରେ ଗିରଫ କରାଯାଇଛି।…

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ଓଲିଙ୍କୁ ବାନ୍ଧିଲା ପୋଲିସ: ଆକ୍ସନ ମୋଡ୍‌ରେ ବାଲେନ୍ଦ୍ର ସରକାର

କାଠମାଣ୍ଡୁ,୨୮।୩: ନେପାଳରେ କ୍ଷମତା ପରିବର୍ତ୍ତନ ସହିତ ବର୍ତ୍ତମାନ ଏକ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ବାଲେନ୍ଦ୍ର ଶାହା ସରକାର କ୍ଷମତାକୁ ଆସିବା ପରେ ଆକ୍ସନ ମୋଡ୍‌ରେ ନଜର ଆସିଛନ୍ତି।…

ଆଜିଠୁ ଆଇପିଏଲ୍‌: ମୁହାଁମୁହିଁ ହେବେ ଏହି ୨ ଟିମ୍‌

ବେଙ୍ଗାଲୁରୁ, ୨୮।୩:ଅନ୍ତର୍ଜାତୀୟ ଟି୨୦ରେ ସବୁଠାରୁ ବ୍ୟୟବହୁଳ ଲିଗ୍‌ ଆଇପିଏଲ୍‌ (ଇଣ୍ଡିଆନ ପ୍ରିମିୟର ଲିଗ୍‌)ର ୧୯ଶ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହା ମେ’ ୩୧ ପର୍ଯ୍ୟନ୍ତ…

ଓଲଟିଲା ଟୁରିଷ୍ଟ ବସ୍‌: ଚାଲିଗଲା ୫ ଜୀବନ

ନୟାଗଡ଼,୨୮।୩(ଲୋକନାତ ମିଶ୍ର):ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନା ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଟାକେରାରେ ଟୁରିଷ୍ଟ ବସ ଓଲଟି ଡ୍ରାଇଭର ସମେତ ୫…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri