ଲୁଚିଛପି ପରମାଣୁ ଅସ୍ତ୍ର ବିକଶିତ କରୁଛି ଉତ୍ତର କୋରିଆ

ସିଓଲ,୧୧।୮: ଏକଛତ୍ରବାଦୀ ଶାସକ କିମ ଜୋନ ଉନଙ୍କ ଦେଶ ଉତ୍ତର କୋରିଆ ଲୁଚିଛପି ପରମାଣୁ ଅସ୍ତ୍ର ବିକଶିତ କରୁଛି। କେବଳ ସେତିକି ନୁହେଁ ଉତ୍ତର କୋରିଆ୨୦୨୩ରେ ପରମାଣୁ ଅସ୍ତ୍ରଶସ୍ତ୍ର ବିକଶିତ କରିବା ଏବଂ ପରମାଣୁ ବିଖଣ୍ଡନୀୟ ସାମଗ୍ରୀ ଉତ୍ପାଦନ ଜାରି ରଖିଛି ଏବଂ ଜାତିସଂଘର ପ୍ରତିବନ୍ଧକକୁ ଏଡ଼େଇ ଦେଉଛ। ଗୁରୁବାର ନ୍ୟୁଜ ଏଜେନ୍ସି ରଏଟର୍ସ ଜାତିସଂଘର ଏକ ଅପ୍ରକାଶିର ରିପୋର୍ଟ ଆଧାରରେ କହିଛି, ଏହାର ଉଦ୍ଦେଶ୍ୟ ହେଉଛି ପ୍ୟୋଙ୍ଗୟାଙ୍ଗର ଆଣବିକ ଏବଂ ବାଲିଷ୍ଟିକ କ୍ଷେପଣାସ୍ତ୍ର କାର୍ଯ୍ୟକ୍ରମ ପାଇଁ ଅର୍ଥ ହ୍ରାସ କରିବା।

ମିଳିତ ଜାତିସଂଘ ସୁରକ୍ଷା ପରିଷଦ କମିଟି ରିପୋର୍ଟରେ କୁହାଯାଇଛି ଯେ ୨୦୨୨ରେ ସାଇବର ଚୋରିର ରେକର୍ଡ ଭାଙ୍ଗିବା ପରେ ଆନୁମାନିକ ୧.୭ ବିଲିୟନ ଡଲାର ଡିପିଆରକେ (ଉତ୍ତର କୋରିଆ) ହ୍ୟାକର୍‌ ବିଶ୍ୱ ସ୍ତରରେ କ୍ରିପ୍ଟୋକରେନ୍ସି ଏବଂ ଅନ୍ୟାନ୍ୟ ଆର୍ଥିକ ବିନିମୟବୁ ସଫଳତା ଭାବେ ଆକ୍ରମଣ ଜାରି ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଘୋଷଣା କଲେ ସ୍ବରାଷ୍ଟ୍ର ମନ୍ତ୍ରୀ, ମୋଦିଙ୍କ ଜନ୍ମଦିନ ଠାରୁ ଆରମ୍ଭ ହେବ….

ନୂଆଦିଲ୍ଲୀ,୧୩।୯ : ୨୦୨୯ ପୂର୍ବରୁ ଭାଜପା ନେତୃତ୍ୱାଧୀନ NDA ସରକାର ୨୧ଟି ରାଜ୍ୟରେ ୟୁନିଫର୍ମ ସିଭିଲ୍ କୋଡ୍‌ (UCC) ଲାଗୁ କରାଯିବ । ଏଭଳି ଦାବି କରିଛନ୍ତି…

ଭାରତମାତାଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ, ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା

କଲ୍ୟାଣସିଂହପୁର,୧୩ା୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିକରପାଇ ପଞ୍ଚାୟତ ସଦର ପ୍ରବେଶ ପଥରେ ଥିବା ଭାରତ ମାତାଙ୍କ ପ୍ରତିମୂର୍ତ୍ତିକୁ କିଛି ଦୁର୍ବୃତ୍ତ ଭାଙ୍ଗି…

ହିନ୍ଦୁ ସାଧୁଙ୍କ ପାଦ ସ୍ପର୍ଶ କଲେ ଇରାନର ରାଷ୍ଟ୍ରପତି ପେଜେଶକିଆନ! ଭିଡିଓ ଭାଇରାଲ

ନୂଆଦିଲ୍ଲୀ/ତେହରାନ,୧୩।୯: ଦିଲ୍ଲୀର ଭାରତ ମଣ୍ଡପମରେ ଚାଲିଥିବା ବ୍ରିକ୍ସ (BRICS) ସମ୍ମିଳନୀର ଏକ ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ଇରାନର ରାଷ୍ଟ୍ରପତି…

ଖଣ୍ଡେ ପାନ ପାଇଁ ବୃଦ୍ଧାଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ଯୁବକ

ମୋରଡ଼ା,୧୩ା୯(ସ୍ମାରକ ମାଜୀ): ଖଣ୍ଡେ ପାନ ପାଇଁ ଘଟିଛି ହତ୍ୟାକାଣ୍ଡ। ଠେଙ୍ଗାରେ ପିଟିପିଟି ବୃଦ୍ଧାଙ୍କୁ ହତ୍ୟା କରିଛନ୍ତି ଜଣେ ଯୁବକ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ସୋସିଆଲ ମିଡିଆରେ ଚର୍ଚ୍ଚା; କିଶୋର କୁମାରଙ୍କ ଗୀତ ଗାଇଲେ ପ୍ରଧାନମନ୍ତ୍ରୀ, ସବୁ କହିଲେ….

ନୂଆଦିଲ୍ଲୀ,୧୩।୯: ଭାରତରେ ଆୟୋଜିତ ବ୍ରିକ୍ସ ଶିଖର ସମ୍ମିଳନୀର ଗାଲା ଡିନରରେ ମାଲେସିଆ ପ୍ରଧାନମନ୍ତ୍ରୀ ଅନୱାର ଇବ୍ରାହିମଙ୍କ ଏକ ଭିନ୍ନ ରୂପ ଦେଖିବାକୁ ମିଳିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ବିଭିନ୍ନ ଦାବି ନେଇ ଗୁଡ଼ାରି ବନ୍ଦ ଡାକରା, ଜିଲାପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରି…

ଗୁଡ଼ାରି,୧୩ା୯(ପ୍ରମୋଦ କୁମାର ପତି): ବିଭିନ୍ନ ଦାବି ପୂରଣ ନେଇ ଆସନ୍ତା ୨୨ ତାରିଖରେ ଗୁଡାରି ବନ୍ଦ ଡାକରା ଦିଆଯାଇଛି। ଏନେଇ ରବିବାର ବିଡିଓଙ୍କ ଅନୁପସ୍ଥିତିରେ ଜିପିଡିଓ ଶିବପ୍ରସାଦ…

ଛୋଲେ-ଭଟୁରେ ତିଆରି କଲେ ପ୍ରିୟଙ୍କା ଗାନ୍ଧୀ, ସୋସିଆଲ ମିଡିଆରେ ଫଟୋ ସେୟାର କରି ରାହୁଲ କହିଲେ…

ନୂଆଦିଲ୍ଲୀ,୧୩।୯: କଂଗ୍ରେସ ନେତା ତଥା ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ରବିବାର ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଛୋଲେ-ଭଟୁରେର ଏକ ଫଟୋ ସେୟାର କରିଛନ୍ତି…

ଭୋପାଳ-ଦିଲ୍ଲୀ ଏୟାର ଇଣ୍ଡିଆ ବିମାନର ଜରୁରୀ ଅବତରଣ, ଟଳିଲା ବଡ଼ ବିପଦ

ଭୋପାଳ/ନୂଆଦିଲ୍ଲୀ: ଭୋପାଳରୁ ଦିଲ୍ଲୀ ଯାଉଥିବା ଏୟାର ଇଣ୍ଡିଆର ବିମାନ (AI-୧୮୮୬) ଜୟପୁର ବିମାନବନ୍ଦରରେ ଜରୁରୀକାଳିନ ଅବତରଣ କରିଛି। ଉଡ଼ାଣ ସମୟରେ ବିମାନଟିକୁ ଜୟପୁରକୁ ଡାଇଭର୍ଟ କରାଯାଇ ସୁରକ୍ଷିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?