ଆମେରିକାର ଚେତାବନୀ ପରେ ବି ମାନୁ ନାହାନ୍ତି କିମ, ଏକାଥରେ ୮ ବାଲେଷ୍ଟିକ ମିଶାଇଲର କଲେ ପରୀକ୍ଷଣ

ପୋଙ୍ଗୟାଙ୍ଗ,୫ ।୬: ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ ଜନ ଉନ ତାଙ୍କ କାର୍ଯ୍ୟକଳାପକୁ ନେଇ ଥାଆନ୍ତି ଖୁବ ଚର୍ଚ୍ଚାରେ । ପଡୋଶି ଦେଶ ଦକ୍ଷିଣ କୋରିଆର ଚେତାବନୀ ପରେ ବି କିମ ମଶାଇଲ ପରୀକ୍ଷଣ କରି ଚାଲିଛନ୍ତି । ଏବେ ମିଳିଥିବା ସୂଚନା ଅନୁଯାୟୀ, ଉତ୍ତର କୋରିଆ ରବିବାର ସକାଳେ ଏକ ଅଜ୍ଞାତ ବାଲେଷ୍ଟିକ ମିଶାଇଲର ପରୀକ୍ଷଣ କରିଥିଲା । ଏହି ମିଶାଇଲ ଲଞ୍ଚର ସୂଚନା ଦକ୍ଷିଣ କୋରିଆର ଜଏଣ୍ଡ ଚିଫ ଅଫ ଷ୍ଟାଫ ଦେଇଛନ୍ତି ।
ଏପଟେ ଜାପାନର କୈଦୋ ସମାଚାର ଏଜେନ୍ସି କହିଛି, ଉତ୍ତର କୋରିଆ ଗୋଟିଏ ପରେ ଗୋଟିଏ ୮ଟି ବାଲେଷ୍ଟିକ ମିଶାଇଲର ପରୀକ୍ଷଣ କରିଛି । ଏକ ସରକାରୀ ସୂତ୍ରରୁ ମିଳିଥିବା ସୂଚନାରୁ ଏହା ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି।…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

ଆମେରିକାର ଲଢ଼ୁଆ ବିମାନକୁ ଖସାଇଲା ଇରାନ: ନାଗରିକଙ୍କୁ ଦେଲା ଏମିତି ଅଫର, ‘ପାଇଲଟ ଜୀବିତ ଥିଲେ…’

ଓ୍ବାଶିଂଟନ୍‌,୪।୪: ଇରାନରେ ଏକ ଆମେରିକୀୟ F-15E ଲଢ଼ୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫେବୃଆରୀ ୨୮ ତାରିଖରେ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଏହା ପ୍ରଥମ ଥର ପାଇଁ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri