ବାଲେଷ୍ଟିକ ମିଶାଇଲ ପରୀକ୍ଷା କଲା ଉତ୍ତର କୋରିଆ

ସିୟୋଲ.୨୭ ।୩: ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ ଜୋନ ଉନ ତାଙ୍କର ପ୍ରକୃତିରେ କୌଣସି ପରିବର୍ତ୍ତନ କରିପାରୁ ନାହାନ୍ତି । ଦକ୍ଷିଣ କୋରିଆ ସେନାର ସୂଚନା ଅନୁଯାୟୀ, ଉତ୍ତର କୋରିଆ ସୋମବାର ପୂର୍ବ ସାଗରରେ ଏକ ବାଲେଷ୍ଟିକ ମିଶାଇଲ ପରୀକ୍ଷା କରିଛି । ରିପୋର୍ଟ ଅନୁଯାୟୀ, ଦକ୍ଷିଣ କୋରିଆର ଜଏଣ୍ଟ ଚିଫ ଅଫ ଷ୍ଟାଫ କହିଛନ୍ତି, ସେନା ମିଶାଇଲର ଉଡାଣ, ଲକ୍ଷ୍ୟ ଭେଦି କ୍ଷମତା ଓ ଏପୋଜି ସହିତ ସମ୍ବନ୍ଧିତ ବିବରଣୀର ବିଶ୍ଳେଷଣ କରୁଛି ।

ଏକ ସ୍ଥାନୀୟ ସମାଚାର ଏଜେନ୍ସି କହିଛି ଉତ୍ତର କୋରିଆର ବାଲେଷ୍ଟିକ ମିଶାଇଲ ଏମିତି ସମୟରେ ଲଞ୍ଚ କରାଯାଇଛି, ଯେତେବେଳେ ପ୍ୟୋଙ୍ଗୟାଙ୍ଗ ଦକ୍ଷିଣ କୋରିଆ ଓ ସଂଯୁକ୍ତ ରାଷ୍ଟ୍ର ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧାଭ୍ୟାସକୁ ବିରୋଧ କରୁଛି । ଏହା ଗତ ସପ୍ତାହରେ ଆରମ୍ଭ ହୋଇଛି । ୟୁଏସ-ଦକ୍ଷିଣ କୋରିଆ ଅଭ୍ୟାସ ୩ ଏପ୍ରିଲରେ ଶେଷ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

ପଶ୍ଚିମବଙ୍ଗ ଉପନିର୍ବାଚନ; ପ୍ରାର୍ଥୀ ଘୋଷଣା କଲା TMC, ନନ୍ଦିଗ୍ରାମରେ ବଡ଼ ନିଷ୍ପତ୍ତି

କୋଲକାତା,୧୩।୯: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନ ପାଇଁ ତୃଣମୂଳ କଂଗ୍ରେସ (TMC) ନିଜ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ।…

ବାହୁଦା ନଦୀକୁ ଗାଧୋଇବାକୁ ଯାଇ ବୃଦ୍ଧ ନିଖୋଜ ଘଟଣା, ଆଜି ମିଳିଲା….

ଦିଗପହଣ୍ଡି/ଚିକିଟି,୧୩।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଳକ ଲାଲମେଣ୍ଟା ପଞ୍ଚାୟତ କୋଳିପେଣ୍ଠ ଗ୍ରାମରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ବୃନ୍ଦାବନ…

ପେଟ୍ରୋଲ ଦରକୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଲିଟର ପ୍ରତି ୧୦୦ ଟଙ୍କା….

ଇସଲାମାବାଦ,୧୩।୯: ମହଙ୍ଗା ଇନ୍ଧନ ଦରରୁ ସାଧାରଣ ଲୋକଙ୍କୁ ଆଶ୍ୱସ୍ତି ଦେବାକୁ ପାକିସ୍ତାନ ସରକାର ଏକ ବଡ଼ ରିଲିଫ୍‌ ଯୋଜନା ଘୋଷଣା କରିଛି। ରବିବାର ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହବାଜ…

ନୂଆଖାଇ ପୂର୍ବରୁ ନିଆରା କାର୍ଯ୍ୟକ୍ରମ, ଅସହାୟଙ୍କୁ ଅଢିଆ ପ୍ରଦାନ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ ଗାନ୍ଧୀ ପାଠାଗାରରେ ସମ୍ବିଧାନ ସୁରକ୍ଷା ମଞ୍ଚ ତରଫରୁ ରବିବାର ନୂଆଁଖାଇ ଜୋଟଜାଟ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ମହାନ କୃଷିଭିତ୍ତିକ ଗଣ…

କଟକରେ ମହିଳାଙ୍କୁ ହତ୍ୟା; ବନ୍ଦ ଘର ଭିତରେ ପଥର ଛେଚି….

କଟକ,୧୩।୯(ପ୍ରଭୁକଲ୍ୟାଣ ପାଲ୍): କଟକ ସିଡିଏ ସେକ୍ଟର ୧୩ ନମ୍ବରରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ଫେଜ ୨ ଥାନା ଅନ୍ତର୍ଗତ କାଠଯୋଡ଼ି ନଦୀ କୂଳ ବସ୍ତିରେ ମହିଳାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?