ଆମେରିକା ସହ ଏହାର ମିତ୍ର ଦେଶକୁ ପରମାଣୁ ଆକ୍ରମଣର ଚେତାବନୀ ଦେଲେ କିମ

ପୋଙ୍ଗୟାଙ୍ଗ,୧୯ ।୧୧: ପୁଣିଥରେ ଚର୍ଚ୍ଚାରେ ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିନ ଜୋନ ଉନ । ଏଥର ସେ ଆମେରିକା ଓ ଏହାର ମିତ୍ର ଦେଶ ଗୁଡିକୁ ପରମାଣୁ ଆକ୍ରମଣର ଧମକ ଦେଇଛନ୍ତି । ଶନିବାର କିମ ନିଜେ ନିଜ ଦେଶରେ ମିଶାଇଲ ପରୀକ୍ଷଣର ନିରିକ୍ଷଣ କରିବା ପରେ ଏହି ଧମକ ଦେଇଛନ୍ତି । ସେ କହିଛନ୍ତି ବିପଦର ଜବାବ ପରମାଣୁ ଅସ୍ତ୍ରରେ ଦିଆଯିବ ।
ଉତ୍ତର କୋରିଆର ସରକାରୀ ନ୍ୟୁଜ ଏଜେନ୍ସି କେସିଏନଏ ଏହି ସୂଚନା ଦେଇଛି । କିମ ଜନ ଉନ କହିଛନ୍ତି ପ୍ୟୋଙ୍ଗୟାଙ୍ଗ ପରମାଣୁ ଅସ୍ତ୍ରର ପରମାଣୁ ଅସ୍ତ୍ରରେ ଓ ସମାନ ସେନା ଢଙ୍ଗରେ ସମ୍ପୂଣ୍‌ର୍ ସାମରିକ ମୁକାବିଲାର ଜବାବ ଦିଆଯିବ । ଉତ୍ତର କୋରିଆ ଦ୍ୱାରା ଇଣ୍ଟରକଣ୍ଟିନେଣ୍ଟାଲ ବାଲାଷ୍ଟିକ କ୍ଷେପଣାସ୍ତ୍ର(ଆଇସିବିଏମ) ପରୀକ୍ଷଣର ଗୋଟିଏ ଦିନ ପରେ ଏହି ଚେତାବନି ଦିଆଯାଇଛି । ବିଶ୍ୱରୁ ବିଚ୍ଛିନ୍ନ ହୋଇଥିବା ଉତ୍ତର କୋରିଆ ଶୁକ୍ରବାର ଏହି କ୍ଷେପଣାସ୍ତ୍ରକୁ ପୂର୍ବ ସାଗର ଆଡକୁ ନିକ୍ଷେପ କରିଛି । ଦକ୍ଷିଣ କୋରିଆ ସେନା କହିଛି ଏହି ପଦକ୍ଷେପ ଦକ୍ଷିଣ କୋରିଆ ଓ ଜାପାନର ପ୍ରତିରୋଧ କ୍ଷମତାକୁ ମଜଭୁତ କରିବା ପାଇଁ ଆମେରିକା ଦ୍ୱାରା ନିଆଯାଇଥିବା ଉପାୟକୁ ବିରୋଧ କରି ଏହି ପଦକ୍ଷେପ ନିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

କାଜୁ ବୁଦାରେ ଝୁଲୁଛି ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ମୃତଦେହ: ଖେଳିଗଲା ଚାଞ୍ଚଲ୍ୟ

ଧର୍ମଶାଳା,୨୬।୯(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନା ଅନ୍ତର୍ଗତ ରାଉତରାପୁର ପଞ୍ଚାୟତର ନୂଆସାହି ଗ୍ରାମରେ ଜଣେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ମିଳିବା ଘଟଣାକୁ ନେଇ…

ରୁଷିକୁଲ୍ୟାରୁ କମୁଛି ଜଳସ୍ତର: ଟଳିଲା ବନ୍ୟା ଆଶଙ୍କା

ପୁରୁଷୋତ୍ତମପୁର, ୨୬।୯ (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତର ପ୍ରଭାବରେ ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଅଞ୍ଚଳରେ ଗତ ଚାରିଦିନ ଧରି ଲଗାଣ ବର୍ଷା ଜାରି…

ପ୍ରଶାନ୍ତ କିଶୋରଙ୍କୁ ଜୋରଦାର ଝଟ୍‌କା: ପ୍ରାର୍ଥୀ ଘୋଷଣାର ୨୪ ଘଣ୍ଟାରେ…

ପାଟନା,୨୬।୯: ବିହାର ବିଧାନ ପରିଷଦ ନିର୍ବାଚନ ପୂର୍ବରୁ ପ୍ରଶାନ୍ତ କିଶୋରଙ୍କ ଦଳ ଜନ ସୁରଜକୁ ଝଟକା ଲାଗିଛି। ତିରହୁତ ଶିକ୍ଷକ ନିର୍ବାଚନମଣ୍ଡଳୀ ପାଇଁ ଦଳର ପ୍ରାର୍ଥୀ ଘୋଷଣା…

ଭଜନ କ୍ଲବିଂରେ ସାମିଲ ପ୍ରଧାନମନ୍ତ୍ରୀ ମୋଦି: ରାମ ଭଜନରେ ବଜାଇଲେ ଡଫଲି

ନୂଆଦିଲ୍ଲୀ,୨୬।୯: ଦିଲ୍ଲୀର ଦୀନ ଦୟାଲ ଉପାଧ୍ୟାୟ ପାର୍କରେ ଆୟୋଜିତ ‘ଭଜନ କ୍ଲବିଂ’ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ୧୧୦ତମ ଜୟନ୍ତୀ…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଢିଲା ଟେନ୍‌ସନ୍‌: ଲାଗିଲା ପୁଣି ଝଟକା

ନୂଆଦିଲ୍ଲୀ,୨୬।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ମଇଦାନକୁ ଫେରିବା ଅପେକ୍ଷା ଆହୁରି ଲମ୍ବା ହୋଇଛି। ୱେଷ୍ଟଇଣ୍ଡିଜ ବିପକ୍ଷ ଘରୋଇ ଦିନିକିଆ ସିରିଜ୍‌ରୁ ବାଦ…

ବିଧାନସଭାରେ ଛତାମଖନା ଆଇଏସ୍‌ଏସ୍‌ ପ୍ରସଙ୍ଗ ଉଠାଇଲେ ବିଧାୟକ କଳିକେଶ

ବଲାଙ୍ଗୀର,୨୫ା୯(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂଦେଓ ବିଧାନସଭାରେ ବଲାଙ୍ଗୀରର ଛତାମଖନା ଇନ୍‌-ଷ୍ଟ୍ରିମ୍‌ ଷ୍ଟୋରେଜ୍‌ ଷ୍ଟ୍ରକଚର (ଆଇଏସ୍‌ଏସ୍‌)ର କ୍ଷତି, ଜଙ୍ଗଲ ନିଆଁ, କାମ୍ପା ପାଣ୍ଠି, ଜଙ୍ଗଲ…

ଟ୍ରମ୍ପଙ୍କ ବଡ଼ ଘୋଷଣା: ଷ୍ଟ୍ରେଟ ଅଫ ହର୍ମୁଜର ନାମ ବଦଳାଇ ରଖିଲେ ଏହି ନାଁ, ସାରା ବିଶ୍ୱ ଆଶ୍ଚର୍ଯ୍ୟ!

ଓ୍‌ବାଶିଂଟନ୍‌,୨୬।୯: ଇରାନ ଆମେରିକା ସମ୍ମୁଖରେ ଷ୍ଟ୍ରେଟ ଅଫ ହର୍ମୁଜକୁ ପୁଣିଥରେ ଖୋଲିବା ପାଇଁ ପ୍ରସ୍ତାବ ରଖିଛି। ଏହି ମଧ୍ୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼…

ପାରାଦୀପକୁ ମେଗା ବନ୍ଦର ମାନ୍ୟତା: ସାମୁଦ୍ରିକ ଅଭିଳାଷକୁ ମିଳିବ ଅଧିକ ପ୍ରୋତ୍ସାହନ

ପାରାଦୀପ,୨୬।୯(ଶରତ ରାଉତ): ଭାରତ ସରକାର ଶୁକ୍ରବାର ଦେଶର ୪ଟି ପ୍ରମୁଖ ବନ୍ଦରକୁ ଆନୁଷ୍ଠାନିକ ଭାବେ ମେଗା ବନ୍ଦର ମାନ୍ୟତା ଦେଇଛନ୍ତି। ସେଥିମଧ୍ୟରେ ଓଡ଼ିଶାର ପାରାଦୀପ ବନ୍ଦର ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?