ଆମେରିକାର ଚିନ୍ତା ବଢ଼ାଇଲା ଉତ୍ତର କୋରିଆ

ସିଓଲ,୮ା୯: ଉତ୍ତର କୋରିଆ ଶୁକ୍ରବାର କହିଛି, ଏହା ପରମାଣୁ ଆକ୍ରମଣର ବୁଡ଼ାଜାହାଜ ନିର୍ମାଣ କରିଛି। ଯେଉଁଥିରେ ଏହା ବର୍ଷ ବର୍ଷ ଧରି କାର୍ଯ୍ୟ କରିଆସୁଛି। ଉତ୍ତର କୋରିଆ ରାଷ୍ଟ୍ରପତି କିମ୍‌ ଜୋଙ୍ଗ ଉନ୍‌ ଏହି ପଦକ୍ଷେପକୁ ପରମାଣୁ ସକ୍ଷମ ନୌସନା ନିର୍ମାଣ ପାଇଁ ଉଦ୍ୟମ ପାଇଁ ଗୁରୁତ୍ୱପୂର୍ଣ୍ଣ ବୋଲି ବର୍ଣ୍ଣନା କରିଛନ୍ତି, ଯାହାକୁ ସେ ଆମେରିକା ଏବଂ ଏହାର ଏସୀୟ ସହଯୋଗୀମାନଙ୍କୁ ପ୍ରତିହତ ପାଇଁ ବିକାଶ କରୁଛନ୍ତି ବୋଲି କହିଛନ୍ତି।

ଉତ୍ତର କୋରିଆର ଅଫିସିଆଲ କୋରିଆ ସେଣ୍ଟ୍ରାଲ ନ୍ୟୁଜ ଏଜେନ୍ସି (କେସିଏନ୍‌ଏ) କହିଛି, ‘ହିରୋ କିମ୍‌ କୁନ୍‌ ଓକ’ ନାମକ ଏହି ବୁଡ଼ାଜାହାଜଟି ଜଳରାଶିରୁ ଆଣବିକ ଅସ୍ତ୍ର ବ୍ୟବହାର କରିବା ପାଇଁ ଡିଜାଇନ କରାଯାଇଛି। ତେବ ଏହି ବୁଡ଼ାଜାହାଜ ଏହା କେତେ ପରିମାଣର କ୍ଷେପଣାସ୍ତ୍ର ବହନ କରିବ ଏବଂ ଗୁଳି ଚଳାଇବାରେ ସକ୍ଷମ ହେବ ସେନେଇ କୌଣସି ସ୍ପଷ୍ଟତା ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ରାଏଲ-ଲେବାନନ ମଧ୍ୟରେ ଶାନ୍ତି ଚୁକ୍ତିନାମା ଉପରେ ସହମତି; ହେଜବୋଲକୁ ନେଇ ଚେତାବନୀ ଦେଲେ ନେତାନ୍ୟାହୁ

ଜେରୁଜେଲମ,୨୭।୬: ଇସ୍ରାଏଲ ଏବଂ ହେଜବୋଲା ବିଦ୍ରୋହୀଙ୍କ ମଧ୍ୟରେ ଲଢ଼େଇ ବନ୍ଦ କରିବା ପାଇଁ ଦିନ ଦିନ ଧରି ଆଲୋଚନା ପରେ, ଇସ୍ରାଏଲ ଏବଂ ଲେବାନନ ଶୁକ୍ରବାର ୱାଶିଂଟନରେ…

ଟେକ୍ସାସରେ ମିଳିଲା ୧୯୦ ବର୍ଷ ପୁରୁଣା ଲୁହା କମାଣ ଗୋଳା

ସାନ୍‌ ଆଣ୍ଟୋନିଓ (ଟେକ୍ସାସ),୨୭ା୬:ଆମେରିକାର ଟେକ୍ସାସ ପ୍ରଦେଶରେ ଥିବା ପ୍ରସିଦ୍ଧ ‘ଆଲାମୋ’ ଐତିହାସିକ ସ୍ଥଳରୁ ପ୍ରତ୍ନତତ୍ତ୍ୱବିତ୍‌ମାନେ ଏକ ଅକ୍ଷତ ଲୁହା କମାଣ ଗୋଳା (କ୍ୟାନନ୍‌ବଲ୍‌) ପାଇଛନ୍ତି। ଏହା ୧୮୩୬…

ପ୍ରବଳ ବର୍ଷା ସମ୍ଭାବନା: ୪୦ରୁ ୫୦ କିମି ବେଗରେ ବହିବ ପବନ, ଏସବୁ ଜିଲାରେ ଅରେଞ୍ଜ୍‌ ଓ୍ବାର୍ନିଂ

ଭୁବନେଶ୍ୱର,୨୭ା୬(ବନ୍ଦନା ସେଠୀ):ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ଜାରି ରହିଛି। ଆସନ୍ତା ସପ୍ତାହ ପର୍ଯ୍ୟନ୍ତ ପାଗରେ ସେପରି କିଛି ବିଶେଷ ପରିବର୍ତ୍ତନ ନ ଥିବା…

ପୁଣି ମୁହାଁମୁହିଁ ହେଲେ ଆମେରିକା-ଇରାନ: ବଡ଼ ଆକ୍ରମଣ କଲା ଓ୍ବାଶିଂଟନ୍‌

ତେହରାନ,୨୭।୬:ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ପୁଣି ଥରେ ବୃଦ୍ଧି ପାଇବା ଆରମ୍ଭ କରିଛି। ଆମେରିକା ଇରାନୀ କ୍ଷେପଣାସ୍ତ୍ର ଏବଂ ଡ୍ରୋନ ସ୍ଥାନଗୁଡ଼ିକୁ ଟାର୍ଗେଟ କରିଥିଲା। ହର୍ମୁଜ…

କାହିଁକି ମିଳିଲାନି ବୈଭବ ସୂର୍ଯ୍ୟବଂଶୀଙ୍କୁ ଡେବ୍ୟୁର ସୁଯୋଗ? ନିରାଶ ହେଲେ ପ୍ରଶଂସକ

ନୂଆଦିଲ୍ଲୀ, ୨୬।୬: ଆୟରଲ୍ୟାଣ୍ଡ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ କ୍ରିକେଟ୍ ପ୍ରେମୀଙ୍କୁ ସାମାନ୍ୟ ନିରାଶ ହେବାକୁ ପଡ଼ିଛି। ଦଳର ନୂଆ ଅଧିନାୟକ ଶ୍ରେୟସ ଆୟର ଟସ୍…

ବରଗଡ଼ରେ ଚାଞ୍ଚଲ୍ୟ: ଏ-କ୍ଲାସ୍ କଣ୍ଟ୍ରାକ୍ଟରଙ୍କୁ ବନ୍ଧୁକ ମୁନରେ ଧମକ, ଥାନାରେ ଏତଲା ପରେ…

ବରଗଡ଼, ୨୬।୬ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଏକ ସାଙ୍ଘାତିକ ଘଟଣା ସାମ୍ନାକୁ ଆସିଛି। ଜଣେ ଜଣାଶୁଣା ଏ-କ୍ଲାସ କଣ୍ଟ୍ରାକ୍ଟର ସୁଜୟ ଶ୍ରୀମନ୍ତ ବିଶିଙ୍କୁ ବନ୍ଧୁକ ମୁନରେ…

ବାଣପୁରରେ ଦୁର୍ଘଟଣା: ଭାରସାମ୍ୟ ହରାଇ ବିଲ ମଝିକୁ ଓଲଟିଲା ଦ୍ରୁତଗାମୀ କାର୍, ୫ ମଦ୍ୟପ ଯୁବକ…

ବାଣପୁର, ୨୬।୬ (ଦିଲ୍ଲୀପ କୁମାର ସ୍ୱାଇଁ): ନାଚୁଣୀ ଥାନା ଅଧୀନ ଦେଓଗାଁ ଆଗୁଳଛକ ନିକଟ ବ୍ରିଜ୍‌ ପାଖରେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଏକ…

ଦୁବାଇରେ ହଠାତ ବାଜିଲା ସାଇରନ୍‌! ମିସାଇଲ୍‌ ଆକ୍ରମଣର ଚେତାବନୀ, ଖେଳିଗଲା ଆତଙ୍କ

ଦୁବାଇ,୨୬।୬: ସଂଯୁକ୍ତ ଆରବ ଏମିରେଟ୍ସ (UAE) କର୍ତ୍ତୃପକ୍ଷଙ୍କ ପକ୍ଷରୁ ଶୁକ୍ରବାର ଦିନ ଦୁବାଇ ପାଇଁ ଏକ ମିସାଇଲ ଆକ୍ରମଣର ସତର୍କ ସୂଚନା (Alert) ଜାରି କରାଯାଇଛି। ଏହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri