ଆରମ୍ଭ ହେଲା ମହାବିନାଶର କାଉଣ୍ଟ ଡାଉନ! ଋଷିଆକୁ ଘାତକ ଅସ୍ତ୍ରଶସ୍ତ୍ର ପଠାଇଲେ କିମ ଉନ

ମସ୍କୋ,୭।୧୦: ମହାବିନାଶର ଟ୍ରିଗରକୁ ଦବାଇ ସାରିଛି ଉତ୍ତର କୋରିଆ। ଆମେରିକାର ବାରମ୍ବାର ଚେତାବନୀ ସତ୍ତ୍ୱେ ଉତ୍ତର କୋରିଆ ଋଷିଆକୁ ଅସ୍ତ୍ରଶସ୍ତ୍ର ଯୋଗାଇବା ଆରମ୍ଭ କରିଛି। ଉତ୍ତର କୋରିଆ ରାଷ୍ଟ୍ରପତି କିମ ଜୋଙ୍ଗ ଉନ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କ ଚେତାବନୀକୁ ଅଣଦେଖା କରି ଋଷିଆକୁ ମାରାତ୍ମକ ଓ ଘାତକ ଅସ୍ତ୍ର ଦେବା ଆରମ୍ଭ କରିଛନ୍ତି। ନିକଟରେ ଉଭୟ ନେତା ପରସ୍ପରଙ୍କୁ ଭେଟିଥିଲେ। ଋଷିଆକୁ ଉତ୍ତର କୋରିଆ ସମର୍ଥନ ଦେବା ପରେ ଆମେରିକା ପାଇଁ ଏହା ଏକ ବଡ ମୁଣ୍ଡବିନ୍ଧାର କାରଣ ସାଜିଛି।

ଉତ୍ତର କୋରିଆ ଦ୍ୱାରା ଋଷିଆକୁ ଯୋଗାଇ ଦିଆଯାଉଥିବା ଘାତକ ଅସ୍ତ୍ରଗୁଡିକ ଖୁବଶୀଘ୍ର ଯୁଦ୍ଧ କ୍ଷେତ୍ରକୁ ପଠାଯିବ। ଅସ୍ତ୍ରଶସ୍ତ୍ର ଅଭାବର ସମ୍ମୁଖୀନ ହେଉଥିବା ଋଷିଆ ସେନା ଖୁବ ଶୀଘ୍ର ଅନେକ ମାରାତ୍ମକ ଅସ୍ତ୍ର ପାଇବ। ବିଦେଶୀ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, କିମଙ୍କର ପ୍ରଥମ ଅସ୍ତ୍ରଶସ୍ତ୍ର ଯୋଗାଣ ଋଷିଆରେ ପହଞ୍ଚି ସାରିଛି। ତେବେ ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ କିମ ଉନଙ୍କୁ ଏକ ଚିଠି ଲେଖି ୟୁକ୍ରେନ ଯୁଦ୍ଧରେ ତାଙ୍କ ସମର୍ଥନ ଲୋଡିଥିଲେ। କିମ ମଧ୍ୟ ଏଥିରେ ରାଜି ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଣିଷଙ୍କ ମୁହଁ ଦେଖି ଆବେଗ ବୁଝିପାରନ୍ତି କୁକୁର

ବର୍ଲିନ,୧୨।୮(ରଏଟର୍ସ): କୁକୁର ମଣିଷର ଅତ୍ୟନ୍ତ ବିଶ୍ୱସ୍ତ ବୋଲି କୁହାଯାଇଥାଏ। ତେବେ ନିକଟରେ ୟୁନିଭର୍ସିଟି ଅଫ୍‌ ଭିଏନାର ଗବେଷକମାନେ କରିଥିବା ଏକ ଗବେଷଣାରୁ ଜଣାପଡ଼ିଛି, କୁକୁରମାନେ ଲୋକଙ୍କ ମୁହଁ…

ତିଖିରୀ ସରପଞ୍ଚ ଚାମେଲି ଓଝା ମାମଲା: ଅଦାଲତଙ୍କ ବିନାନୁମତିରେ ପ୍ରକାଶ ହେବନି ଫଳ

କଟକ/ମହାକାଳପଡ଼ା,୧୨ା୮(କାର୍ତ୍ତିକ ସାହୁ/ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତିଖିରୀ ସରପଞ୍ଚ ଚାମେଲି ଓଝାଙ୍କ ମାମଲାର ଶୁଣାଣି ମଙ୍ଗଳବାର ଶେଷ ହୋଇଛି। ହାଇକୋର୍ଟ ବିଚାରପତି…

ମୁଁ ସବୁ ପ୍ରଶ୍ନର ଉତ୍ତର ଦେବି…କାହିଁକି ଏମିତି କହିଲେ ଅମିତ ଶାହା

ନୂଆଦିଲ୍ଲୀ,୧୨।୮: ସଂସଦର ମୌସୁମୀ ଅଧିବେଶନରେ ଚାଲିଥିବା ଅଚଳାବସ୍ଥା ମଧ୍ୟରେ ସମସ୍ତ ପ୍ରଶ୍ନର ଉତ୍ତର ଦେବାକୁ ପ୍ରସ୍ତୁତ ଥିବା କହିଛନ୍ତି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ।…

ପ୍ରଥମଥର ଏକାକୀ ବିମାନ ଉଡ଼ାଇଲେ ଯୁବତୀ, ଆକାଶରେ ଥାଇ ବାପାଙ୍କୁ କହିଲେ ଏହି ଦୁଇ ଶବ୍ଦ, ହୃଦୟକୁ ଛୁଇଁଗଲା…

ବାପା ଏବଂ ଝିଅଙ୍କ ମଧ୍ୟରେ ସମ୍ପର୍କ ବହୁତ ସ୍ବତନ୍ତ୍ର ହୋଇଥାଏ। ଜଣେ ବାପା ହେଉଛନ୍ତି ପ୍ରଥମ ବ୍ୟକ୍ତି ଯିଏ ତାଙ୍କ ଝିଅର ସ୍ବପ୍ନରେ ବିଶ୍ୱାସ କରନ୍ତି। ପ୍ରତ୍ୟେକ…

ପିଲାମାନଙ୍କୁ ସଠିକ୍‌ ମାର୍ଗ ଦର୍ଶନ ସହ ଅଧିକ ସମୟ ଦେବାକୁ ପରାମର୍ଶ

ଗଞ୍ଜାମ,୧୨ା୮(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ ଭାରତୀ ବିଦ୍ୟାପୀଠ କନ୍‌ଫରେନ୍ସ ହଲ୍‌ଠାରେ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଏକ ଦିନିକିଆ ପ୍ରଧାନଶିକ୍ଷୟିତ୍ରୀ/ଶିକ୍ଷକ ସମ୍ମିଳନୀ ଓ ନବ ଭାରତ ସାକ୍ଷରତା…

ଘର ଭାଙ୍ଗିଲେ, ଫସଲ ଉଜାଡ଼ିଲେ ହାତୀପଲ

ପାଟଣା,୧୨ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ପାଟଣା ସେକ୍ସନ ବିଷ୍ଣୁପୁର ଗାଁରେ ଦୋଳଗୋବିନ୍ଦ ମିଶ୍ରଙ୍କ ଘର ଭାଙ୍ଗିବା ପରେ ପାଟଣା ସେକ୍ସନ ଅନ୍ତର୍ଗତ ମଲ୍ଲିପୋଷି ବିଟ୍‌ର…

୨୦୦୦ ଟଙ୍କା ପାଇଁ ମା’ଙ୍କୁ ରାସ୍ତା ମଝିରେ ଘୋଷାଡ଼ି ପିଟିଲେ ପୁଅ: ପୋଲିସ ପହଞ୍ଚିବାରୁ ମା’ ଯାହା କହିଲେ ପାଦତଳୁ ଖସିଯିବ ମାଟି

ଜବଲପୁର,୧୨।୮:କଥାରେ ଅଛି, ମା’ ପରି ଦୁନିଆରେ କେହି ନାହିଁ। ଛୁଆ ଯେତେ ବିପଥଗାମୀ ହେଲେ ମଧ୍ୟ, ଜଣେ ମା’ ପାଇଁ ସେ ସବୁବେଳେ ଭଲ ହୋଇଥାଏ। ଏହାର…

ମୌଳିକ ସୁବିଧାରୁ ବଞ୍ଚିତ ସିଆଲପଡ଼ାବାସୀ: ଯାତାୟାତ ନେଇ ବଢୁଛି ଚିନ୍ତା

କର୍ଲାମୁଣ୍ଡା,୧୨।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍ର ଯୋରାଡବରା ଗ୍ରାମ ପଞ୍ଚାୟତର କୁଶୁର୍ଲା ରାଜସ୍ବ ଗ୍ରାମର ହାମଲେଟ ହେଉଛି ସିଆଲପଡ଼ା। ତେବେ ପଡ଼ାର ରାସ୍ତାର ଅବସ୍ଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri