ପୁଣି ମିଶାଇଲ୍‌ ପରୀକ୍ଷଣ ଆରମ୍ଭ କଲା ଉତ୍ତର କୋରିଆ

ପ୍ୟାଙ୍ଗୟଙ୍ଗ,୧୦।୩: ପରମାଣୁ ପରୀକ୍ଷଣ ବିଷୟରେ ଆମେରିକାର ଗୁପ୍ତଚର ରିପୋର୍ଟର ଗୋଟିଏ ଦିନ ପରେ ଉତ୍ତର କୋରିଆ ପୁଣି ମିଶାଇଲ୍‌ ପରୀକ୍ଷା ଆରମ୍ଭ କରିଛି। କିମ ଜୋଙ୍ଗ ଉନଙ୍କ ଦେଶ ଏକ ସ୍ବଳ୍ପ ଦୂରଗାମୀ ବାଲିଷ୍ଟିକ ମିଶାଇଲ୍‌ ମାଡ କରିଛି। ଏହି ପରୀକ୍ଷଣର ସମୟ ମଧ୍ୟ ଗୁରୁତ୍ୱପୂର୍ଣ୍ଣ କାରଣ ଆମେରିକା ଏବଂ ଦକ୍ଷିଣ କୋରିଆ ଶୀଘ୍ର ସାମରିକ ଅଭ୍ୟାସ କରିବାକୁ ଯାଉଛନ୍ତି। ଏଭଳି ପରିସ୍ଥିତିରେ ଏହାକୁ ଏକ ବିପଦ ବୋଲି ମଧ୍ୟ ବିବେଚନା କରାଯାଉଛି।

ସିଓଲର ସେନା ପକ୍ଷରୁ ଏବେନଇ କୁହାଯାଇଛି ଯେ, ଦକ୍ଷିଣ କୋରିଆ ଏବଂ ଆମେରିକା ମଧ୍ୟରେ ପ୍ରମୁଖ ମିଳିତ ସାମରିକ ଅଭ୍ୟାସ ଆରମ୍ଭ ହେବାର କିଛି ଦିନ ପୂର୍ବରୁ ପ୍ୟାଙ୍ଗୟାଙ୍ଗର ସର୍ବଶେଷ ଶକ୍ତି ପ୍ରଦର୍ଶନ। କିମ ଜୋଙ୍ଗ ଉନ ପ୍ରକୃତ ଯୁଦ୍ଧର ଜବାବ ଦେବାକୁ ପ୍ରସ୍ତୁତ।

ସୂଚନାଯୋଗ୍ୟ, ଦକ୍ଷିଣ କୋରିଆ ଏବଂ ଉତ୍ତର କୋରିଆ ମଧ୍ୟରେ ସମ୍ପର୍କ ଭଲ ନାହିଁ। ଗତ ୩ ବର୍ଷରେ, ଏହି ସମ୍ପର୍କ ସବୁଠାରୁ ଖରାପ ପର୍ଯ୍ୟାୟରେ ଗତି କରୁଛି। ଦକ୍ଷିଣ କୋରିଆ କ୍ରମାଗତ ଭାବରେ ଆମେରିକାକୁ ସହ ଚାଲୁଛି। ଉତ୍ତର କୋରିଆ ଏହାକୁ ପସନ୍ଦ କରୁନାହିଁ ଏବଂ ମିଶାଇଲ୍‌ ମାଡ କରି ଉଭୟ ଦେଶକୁ କ୍ରମାଗତ ଭାବରେ ନିଜର ଶକ୍ତି ପ୍ରଦର୍ଶନ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବଦଳିବ ଗ୍ରାମୀଣ ଚେହେରା, ଆଦର୍ଶ ଗ୍ରାମ ଯୋଜନାରେ ଗଞ୍ଜାମ ଜିଲାର ୧୮୧ ଗାଁ

ଛତ୍ରପୁର,୮।୭(ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତୀକରଣ ବିଭାଗ ମନ୍ତ୍ରଣାଳୟର ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ ଯୋଜନାରେ ଗତ ୯ ଟି ଆର୍ଥିକ ବର୍ଷର ଗଞ୍ଜାମ…

ମୁଖ୍ୟରାସ୍ତା ପାର୍ଶ୍ବରେ ମଦ ଦୋକାନ ଖୋଲିବାକୁ ବିରୋଧ, ଅବକାରୀ-ଥାନାରେ ଅଭିଯୋଗ

କେସିଙ୍ଗା,୮।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଓ ବଲାଙ୍ଗୀର ଜିଲାକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ପାର୍ଶ୍ଵରେ ନିଶାନ୍ତ ବାର ଖୋଲିବାକୁ ୱାର୍ଡବାସୀ ବିରୋଧ କରି ଜିଲାପାଳ, ଜିଲା…

ବନ୍ୟା ପରିଚାଳନା ନେଇ ଓଡ଼ିଶା-ଛତିଶଗଡ଼ ମଧ୍ୟରେ ଆଲୋଚନା, ଅଣମୌସୁମୀ ଜଳ ବିବାଦ ପ୍ରଶ୍ନରେ ଚୁପ୍ ରହିଲେ ଛତିଶଗଡ଼ ଅଧିକାରୀ

​ସମ୍ବଲପୁର,୮।୭(ପ୍ରମୋଦ ବହିଦାର): ହୀରାକୁଦ ଅଶୋକ ନିବାସଠାରେ ବୁଧବାର ଓଡ଼ିଶା ଏବଂ ଛତିଶଗଡ଼ ଜଳସମ୍ପଦ ବିଭାଗ ସମେତ କେନ୍ଦ୍ରୀୟ ଜଳ ଆୟୋଗ (ସିଡବ୍ଲ୍ଯୁସି)ର ବରିଷ୍ଠ ଅଧିକାରୀମାନଙ୍କ ମଧ୍ୟରେ ଏକ…

ସମ୍ବଲପୁର ଆଞ୍ଚଳିକ ସୁଭଦ୍ରା ଶକ୍ତି ଭିଜନ ସମ୍ମିଳନୀରେ ଯୋଗଦେଲେ ଉପମୁଖ୍ୟମନ୍ତ୍ରୀ, ମହିଳାଙ୍କୁ କହିଲେ ଇନଷ୍ଟାଗ୍ରାମରେ….

ସମ୍ବଲପୁର,୮।୭(ପ୍ରମୋଦ ବହିଦାର): ସମ୍ପ୍ରତ୍ତି କେବଳ ମହିଳାଙ୍କ ବିକାଶ ନୁହେଁ, ବରଂ ମହିଳାମାନଙ୍କ ନେତୃତ୍ୱରେ ସମାଜର ସର୍ବାଙ୍ଗୀନ ବିକାଶ ହେଉଛି। ମହିଳାଙ୍କ ବିକାଶରେ ମିଶନ ଶକ୍ତି ଓ ସୁଭଦ୍ରା…

ଏକାଠି ଖେଳିବେ ସଞ୍ଜୁ ସାମସନ-ବୈଭବ ସୂର୍ଯ୍ୟବଂଶୀ? ଜଣେ ଖେଳାଳିଙ୍କୁ ଦେବାକୁ ପଡିବ ‘ବଳିଦାନ’

ନୂଆଦିଲ୍ଲୀ,୮।୭: ଭାରତୀୟ ଦଳ ଇଂଲଣ୍ଡ ବିପକ୍ଷରେ ଟି-୨୦ ସିରିଜରେ ସଂଘର୍ଷ କରୁଛି, ପ୍ରଥମ ତିନୋଟି ମ୍ୟାଚରେ ବିଜୟ ହାସଲ କରିପାରି ନାହିଁ। ମଙ୍ଗଳବାର ରାତିରେ ଇଂଲଣ୍ଡ ଭାରତକୁ…

ଚୌଦ୍ୱାର ବିଜେଡିରେ ବିଦ୍ରୋହ: ଦଳ ଛାଡ଼ିଲେ କାଉନସିଲର ସୁବ୍ରତ ସାମଲ, ଦର୍ଶାଇଲେ ଏହି କାରଣ

ଚୌଦ୍ବାର,୮।୭: ବିଜେଡିରୁ ଇସ୍ତଫା ଦେଲେ ଚୌଦ୍ୱାର ୧୨ନଂ ୱାର୍ଡ କାଉନସିଲର । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ସୁବ୍ରତ ସାମଲ ଇସ୍ତଫା ପତ୍ର ପଠାଇଛନ୍ତି । ତାଙ୍କର…

ଆଗକୁ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ: ଏବେଠୁ କର୍ମୀଙ୍କୁ କର୍ଣ୍ଣମନ୍ତ୍ର ଦେବାକୁ ବିଜେଡିର ମେଳି

ଦାରିଙ୍ଗବାଡ଼ି,୮ା୭(ଅରୁଣ ସାହୁ): ଆଗକୁ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ। ଏଥିପାଇଁ ଏବେଠାରୁ ଗାଁଗାଁରେ ଲୋକଙ୍କୁ ବିଭିନ୍ନ ଦଳ ପକ୍ଷରୁ ଦିଆଯାଉଛି ମନ୍ତ୍ରଣା। ଏଭଳି ଦେଖିବାକୁ ମିଳିଛି କନ୍ଧମାଳ ଜିଲା…

‘ରିସେଟ’ର ମୂଲ୍ୟ ଦେଉଛି ଟିମ ଇଣ୍ଡିଆ? ଲଗାତାର ପରାଜୟ ଉପରେ ନୀରବତା ଭାଙ୍ଗିଲେ ଗୌତମ ଗମ୍ଭୀର

ନୂଆଦିଲ୍ଲୀ,୮।୭: ଇଂଲଣ୍ଡ ବିପକ୍ଷରେ ୧୨୫ ରନର ଦମ ଦାର ପରାଜୟ ପରେ ଏହା କ୍ରମାଗତ ଚତୁର୍ଥ ଟି-୨୦ ପରାଜୟ, ଭାରତୀୟ ଦଳର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri