ଏହା କି ପ୍ରକାର ନିର୍ଯାତନା, କେ-ପପ୍‌ ଶୋ’ ଦେଖିବା ଅଭିଯୋଗରେ ୨ ପିଲାଙ୍କୁ ୧୨ ବର୍ଷ କାରାଦଣ୍ଡ

ପୋଙ୍ଗୟାଙ୍ଗ୍‌,୨୦।୧: ଉତ୍ତର କୋରିଆରେ କେ-ପପ୍‌ ଦେଖିବା ଅଭିଯୋଗରେ ଦୁଇ ଜଣ କିଶୋରଙ୍କୁ ୧୨ବର୍ଷ କାରାଦଣ୍ଡରେ ଦଣ୍ଡିତ କରାଯାଇଛି। ଦକ୍ଷିଣ ଏବଂ ଉତ୍ତର ବିକାଶ (ସାଣ୍ଡ) ପ୍ରତିଷ୍ଠାନ ସ୍ବାରା ପ୍ୟୋଙ୍ଗୟାଙ୍ଗରେ ଦୁଇ ୧୬ ବର୍ଷ ବୟସ୍କା ପିଲାଙ୍କୁ ସର୍ବସାଧାରଣରେ ଦଣ୍ଡିତ କରାଯାଇଥିବା ଭିଡିଓ ଫୁଟେଜ ମଧ୍ୟ ଜାରି ହୋଇଛି। ତେବେ ନ୍ୟୁଜ ଏଜେନ୍ସି ରଏଟର୍ସ ଏ ପର୍ଯ୍ୟନ୍ତ ନିରପେକ୍ଷ ଭାବରେ ଏହି ଫୁଟେଜ ଯାଞ୍ଚ କରିନାହିଁ। ସୂଚନାଯୋଗ୍ୟ, ଉଭୟ କିଶୋରଙ୍କ ଉପରେ ଦକ୍ଷିଣ କୋରିଆ ଚଳଚ୍ଚିତ୍ର ଏବଂ ମ୍ୟୁଜିକ ଭିଡିଓ ଦେଖିଥିବାର ଅଭିଯୋଗ ହୋଇଛି।

ତେବେ ନ୍ୟୁଜ ଏଜେନ୍ସି ରଏଟର୍ସ ଏପର୍ଯ୍ୟନ୍ତ ନିରପେକ୍ଷ ଭାବରେ ଏହି ଫୁଟେଜ ଯାଞ୍ଚ କରିନାହିଁ। ଆସନ୍ତୁ ଆପଣଙ୍କୁ କହିବା ଯେ ଉଭୟ କିଶୋର ଦକ୍ଷିଣ କୋରିଆ ଚଳଚ୍ଚିତ୍ର ଏବଂ ମ୍ୟୁଜିକ ଭିଡିଓ ଦେଖିଥିବାର ଅଭିଯୋଗ ହୋଇଛି।

୨୦୨୦ରେ ଏକ ନୂତନ ‘ପ୍ରତିକ୍ରିୟା ବିରୋଧୀ ଧାରଣା’ ଆଇନ କାର୍ଯ୍ୟକାରୀ କରାଯାଇଥିଲା। ଏହି ନିୟମ ଅନୁଯାୟୀ ଯଦି ଉତ୍ତର କୋରିଆରେ ଯଦି କିଏ ଦକ୍ଷିଣ କୋରିଆର ଶୋ ଏବଂ ଚଳଚ୍ଚିତ୍ର ଦେଖିବାରେ ଧରାପଡ଼ନ୍ତି, ତେବେ ତାଙ୍କୁ କଠୋର ଦଣ୍ଡ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଟେନରରେ ୩୦ରୁ ଅଧିକ ଗୋରୁଙ୍କୁ ପଶ୍ଚିମବଙ୍ଗକୁ କରାଯାଉଥିଲା ଚାଲାଣ, ମାଡିବସିଲା ପୋଲିସ, ତା’ପରେ…

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଭଦ୍ରକରୁ ପାଖାପାଖି ୩୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ କଣ୍ଟେନରରେ ନେଇ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ପୋଲିସ ଇଶ୍ୱରପୁର...

ସାରଥିଙ୍କ ବିରୋଧରେ ଚାଲିବ ମାମଲା: ଚାର୍ଜଫ୍ରେମ୍‌ କଲେ ଅଦାଲତ

କଟକ,୬।୧୨(କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳ, ତାଙ୍କ ପୁଅ ସତ୍ୟମ ଶେଖର ଓ ଅନ୍ୟ ୪ ଜଣଙ୍କ ବିରୋଧରେ କଟକ ସ୍ବତନ୍ତ୍ର...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ପଦକ୍ଷେପ ନେଲାେ ରେଲଓ୍ବେ, ଅତିରିକ୍ତ କୋଚ ବୃଦ୍ଧି ସହ ସ୍ବତନ୍ତ୍ର ଟ୍ରେନ ସେବା ଘୋଷଣା

ନୂଆଦିଲ୍ଲୀ,୬।୧୨: ଦେଶବ୍ୟାପୀ ଇଣ୍ଡିଗୋ ଏବଂ ଅନ୍ୟ ଅନେକ ଏୟାରଲାଇନ୍ସର ଉଡ଼ାଣ ବାତିଲ ହେବା ପରେ, ଲକ୍ଷ ଲକ୍ଷ ଯାତ୍ରୀ ହଠାତ୍‌ ରେଳବାଇକୁ ଭିଡ଼ ଜମାଇଥିଲେ। ଟିକେଟର...

ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ: ଦାବି ପୂରଣ ନ ହେବା ଯାଏ ସମୂହ ଛୁଟିରେ ରହିବାକୁ ନିଷ୍ପତ୍ତି

ଭୁବନେଶ୍ୱର,୬ା୧୨(ସୁଚିସ୍ମିତା ସାହୁ):ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ। ଛାତ୍ରୀଛାତ୍ରଙ୍କ ପରୀକ୍ଷା ପାଖେଇ ଆସିଥିବା ବେଳେ ବିଦ୍ୟାଳୟରେ ପାଠ ପଢ଼ାଇବା ବଦଳରେ ଦାବି ପୂରଣ ପାଇଁ ଶିକ୍ଷକମାନେ...

ଏଇ ଭାରତରେ

ପ୍ରବେଶିକାର ଲିଖିତ ଓ ଶାରୀରିକ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପରେ ପୋଲିସରେ ନିଯୁକ୍ତି ମିଳିଥାଏ। ଏଥିପାଇଁ ଅଶାୟୀମାନେ ବୟସ ସୀମା ମଧ୍ୟରେ ନିଜକୁ ପ୍ରସ୍ତୁତ କରିଥାନ୍ତି।...

ସ୍ମାର୍ଟ ସିଟି ଲୋକର ବ୍ୟଥା

ପ୍ରବଳ ଶୀତରେ କିଛି ବେସାହାରା ଲୋକ ପୋଲ ତଳେ, ଦୋକାନ ପିଣ୍ଡାରେ, ପାର୍କ ବେଞ୍ଚ ଉପରେ କଟାଉଥିବା ଦେଖାଯାଏ। ସେମାନଙ୍କ ମଧ୍ୟରୁ କୌଣସି ବୃଦ୍ଧାବୃଦ୍ଧ ରୋଗୀଙ୍କ...

ସୁଦର୍ଶନଙ୍କୁ ଚାପି ଦେଲା ଆମ ବସ୍‌: ଡ୍ରାଇଭର ଖସି ପଳାଇବାକୁ ଉଦ୍ୟମ

ଭୁବନେଶ୍ୱର, ୬ା୧୨(ସତ୍ୟଜିତ ରାଉତ):ରାଜଧାନୀରେ ପୁଣି ଜୀବନ ନେଇଛି ‘ଆମ ବସ୍‌’। ସତ୍‌ସଙ୍ଗ ବିହାର ସମ୍ମୁଖ ୧୬ ନଂ. ଜାତୀୟ ରାଜପଥରେ ଶୁକ୍ରବାର ସାରେ ଏହି ଦୁର୍ଘଟଣା...

ଗଣତନ୍ତ୍ର କ’ଣ ଦଳ-ମୁଖ୍ୟଙ୍କ ତନ୍ତ୍ର

ଯେଉଁ ଦଳର କେନ୍ଦ୍ର ସରକାର ସମ୍ବିଧାନ ଦିବସ (ନଭେମ୍ବର ୨୯) ପାଳନ କରି ସମ୍ବିଧାନର ଆଦର୍ଶକୁ ସର୍ବୋଚ୍ଚ ସ୍ଥାନ ଦେଉଛି ସେହି ଦଳର ରାଜ୍ୟ ସରକାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri