ଆଉ ଏକ ବାଲେଷ୍ଟିକ ମିଶାଇଲର ପରୀକ୍ଷଣ କଲେ କିମ୍‌

ପୋଙ୍ଗୟାଙ୍ଗ,୨୫ ।୩: ସମାଚାର ଏଜେନ୍ସି ଏଏଫପି ଉତ୍ତର କୋରିଆର ସରକାରୀ ଗଣମାଧ୍ୟମର ସୂଚନାକୁ ଆଧାର କରି ଏକ ରିପୋର୍ଟ ଦେଇଛି ଯେ କିମ ଜୋନ ଉନ୍ ବ୍ୟକ୍ତିଗତ ଭାବେ ଦେଶର ‘ନୂଆ ପ୍ରକାର’ ଅନ୍ତରମହାଦୀପିୟ ବାଲେଷ୍ଟିକ ମିଶାଇଲର ପରୀକ୍ଷାର ନିରିକ୍ଷଣ କରିଛନ୍ତି । କେସିଏନ୍‌ଏ କହିଛି ଡିପିଆର ଷ୍ଟ୍ରାଟେଜିକ ଫୋର୍ସର ଏକ ନୂତନ ପ୍ରକାର ଅନ୍ତରମହାଦୀପିୟ ବାଲେଷ୍ଟିକ ମିଶାଇଲ ହ୍ୱାସୋଙ୍ଗ-୧୭ ମାର୍ଚ୍ଚ ୨୪ରେ କିମ ଜୋନ ଉନଙ୍କ ପ୍ରତ୍ୟେକ୍ଷ ମାର୍ଗଦର୍ଶନରେ ପରୀକ୍ଷା କରାଯାଇଥିଲା । ହ୍ୱାସୋଙ୍ଗ-୧୭ ହେଉଛି ଏକ ବୃହତ୍ତ ଆଇସିବିଏମ୍ ଯାହାର ଉନ୍ମୋଚନ ପ୍ରଥମେ ଅକ୍ଟୋବର ୨୦୨୦ରେ ହୋଇଥିଲା ।
ବିଶ୍ଲେଷରକାରୀଙ୍କ ଦ୍ୱାରା ହ୍ୱାସୋଙ୍ଗ-୧୭କୁ ‘ମନଷ୍ଟର ମିଶାଇଲ’ ବା ରାକ୍ଷସ ମିଶାଇଲ ବୋଲି କୁହାଯାଉଥିଲା । ଏହା ପୂର୍ବରୁ ସଫଳତାର ସହ ପରୀକ୍ଷା କରାଯାଇ ନାହିଁ । କେସିଏନ୍‌ଏ କହିଛି, ପ୍ୟୋଙ୍ଗୟାଙ୍ଗ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ଉତକ୍ଷେପଣ ହୋଇଥିବା ଏହି ମିଶାଇଲ ସର୍ବାଧିକ ୬,୨୪୮ କିଲୋମିଟର ଉଚ୍ଚତାକୁ ଯାତ୍ରା କରିଛି ଏବଂ ୪,୦୫୨ ସେକେଣ୍ଡରେ ୧,୦୯୦ କିଲୋମିଟର ଅତିକ୍ରମ କରିଛି ଓ ଖୋଲା ପାଣିରେ ପୂର୍ବ ନିର୍ଦ୍ଧାରିତ ସ୍ଥାନକୁ ସଠିକ ଭାବେ ହିଟ୍ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ କଥା ରଖିପାରିଲେନି ଶୋଏବ ଅଖତର! ପାକିସ୍ତାନ କ୍ରିକେଟରେ ନୂଆ ଭୂମିକାରେ ଆସିପାରନ୍ତି ନଜର

ଇସଲାମାବାଦ,୨୯।୯: ଶୋଏବ ଅଖତର ଅନେକ ବର୍ଷ ପରେ ପାକିସ୍ତାନ କ୍ରିକେଟକୁ ଫେରିପାରନ୍ତି। ଗତ ସପ୍ତାହରେ, ଏହି ପୂର୍ବତନ ଦ୍ରୁତ ବୋଲର ପାକିସ୍ତାନ କ୍ରିକେଟ ବୋର୍ଡ (PCB)ର ଅଧ୍ୟକ୍ଷ…

ମୃତକଙ୍କ ପରିବାର ଲୋକଙ୍କୁ ଭେଟିଲେ ଗଣ୍ଡ ସମାଜ ପ୍ରତିନିଧି ଦଳ, ବଢ଼ାଇଲେ ସହାୟତାରେ ହାତ

ତୁମୁଡିବନ୍ଧ,୨୯।୯:(ଦୀପକ କୁମାର ପରାସେଠ): ରାଜ୍ୟସ୍ତରୀୟ ଗଣ୍ଡ ସମାଜର ଏକ ପ୍ରତିନିଧି ଦଳ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଲଙ୍କାଗଡ଼ ପଞ୍ଚୟତ ଗସ୍ତକରି ଏକ ମର୍ମନ୍ତୁଦ ଦୁର୍ଘଟଣାରେ ପ୍ରାଣ…

ଐଶ୍ୱର୍ଯ୍ୟାଙ୍କ ରୟାଲ ଲୁକ୍‌ ଦେଖି ଅଟକିଗଲା ସମସ୍ତଙ୍କ ନଜର

ବଲିଉଡ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ପୁଣିଥରେ ନିଜ ଗ୍ଲାମରସ ଲୁକ୍‌କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଆଇଫେଲ ଟାୱାର୍‌ର ଚମତ୍କାର ପୃଷ୍ଠଭୂମିରେ ଆୟୋଜିତ ‘ଲୋରିଆଲ ପ୍ୟାରିସ ଲେ…

ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ, ଖେଳ ଶିକ୍ଷକ ନିଲମ୍ବିତ

ଖୋର୍ଦ୍ଧା,୨୯।୯(ପ୍ରଭାତ ପାଣିଗ୍ରାହୀ): ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ । ଖୋର୍ଦ୍ଧା ଜିଲା ନରଣଗଡ଼ସ୍ଥିତ ଚିନ୍ତାମଣି ବିଦ୍ୟା ନିକେତନ ନିକଟରେ ଘଟିଛି…

ବନ୍ଦ ହେଲା ହୀରାକୁଦର ୬ ଗେଟ୍‌, ଏତିକି ଗେଟ୍‌ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ

ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବା ପରେ ମଙ୍ଗଳବାର ୪ଟି ଗେଟ୍‌ ବନ୍ଦ କରି ଦିଆଯାଇଛି। ଫଳରେ ହୀରାକୁଦ ଜଳଭଣ୍ଡାରର ବାମ…

ସଭା କଲେ ନାଁ ନେଲେନି

ଭୁବନେଶ୍ୱର, ୨୯।୯(ସୁନିତ୍‌ ମିଶ୍ର): ଏମ୍‌ଏମ୍‌ଡିଆର୍‌ ସଂଶୋଧନ ବିଲ୍‌ ଏକ ସାଧାରଣ କଥା ନୁହେଁ। ରାଜ୍ୟର ଅଧିକାର ସହିତ ଏହି ବିଲ୍‌ ଜଡ଼ିତ। ଓଡ଼ିଶାର ଖଣି, ଜମି ଉପରେ…

ଗୋବିନ୍ଦା-କୋମଲ ରାଣୀଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚା; ପୁଣି ମୁହଁ ଖୋଲିଲେ ସୁନିତା, କହିଲେ ସେ ଖୁସିରେ…

ମୁମ୍ବାଇ,୨୯।୯: ବଲିଉଡ୍‌ ଅଭିନେତା ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ବିବାହିତ ଜୀବନକୁ ନେଇ କିଛି ସମୟ ଧରି ବିଭିନ୍ନ ଚର୍ଚ୍ଚା ହେଉଛି। ଏହାରି ମଧ୍ୟରେ…

ବିଦା ହେଲେ ପ୍ରେମିକା! ଏଥର ସୁନିତା ଆହୁଜାଙ୍କ ହାତ ଧରିଥିବା ନଜର ଆସିଲେ ଗୋବିନ୍ଦା; ୟୁଜର୍ସ କହିଲେ…

ମୁମ୍ବାଇ,୨୯।୯: ବଲିଉଡର ବରିଷ୍ଠ ଅଭିନେତା ଗୋବିନ୍ଦାଙ୍କ ବ୍ୟକ୍ତିଗତ ଜୀବନ କିଛି ସମୟ ଧରି କ୍ରମାଗତ ଭାବେ ଚର୍ଚ୍ଚାର ବିଷୟ ପାଲଟିଛି। ସୋସିଆଲ ମିଡିଆ ଏବଂ ମନୋରଞ୍ଜନ ଜଗତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?