୩ ବାଲିଷ୍ଟିକ୍‌ ମିଶାଇଲ ପରୀକ୍ଷଣ କଲା ଉତ୍ତର କୋରିଆ

ସିଓଲ, ୧୨ା୫: ଉତ୍ତର କୋରିଆ ଗୁରୁବାର କମ୍‌ ଦୂରତା ବିଶିଷ୍ଟ ୩ ବାଲିଷ୍ଟିକ୍‌ ମିଶାଇଲ ସମୁଦ୍ରରେ ପରୀକ୍ଷଣ କରିଥିବା ଦକ୍ଷିଣ କୋରିଆ ସେନା ପକ୍ଷରୁ କୁହାଯାଇଛି। ଜାପାନ ମଧ୍ୟ ଉତ୍ତର କୋରିଆର କ୍ଷେପଣାସ୍ତ୍ର ପରୀକ୍ଷଣ ବାବଦରେ ଅବଗତ ହେବା ସହ ଏହାର ଉପକୂଳରେ ସୁରକ୍ଷା ପ୍ରସ୍ତୁତି ଓ ନୀରିକ୍ଷଣ ବଢ଼ାଇବା ପାଇଁ ପ୍ରଧାନମନ୍ତ୍ରୀ ଫୁମିଓ କିଶିଦା ପରାମର୍ଶ ଦେଇଛନ୍ତି। ଅନ୍ୟପକ୍ଷରେ ଉତ୍ତର କୋରିଆରେ ଗୁରୁବାର ପ୍ରଥମ କୋଭିଡ୍‌ ସଂକ୍ରମିତ ଚିହ୍ନଟ ହୋଇଥିବା ଜଣାପଡ଼ିବା ପରେ ଦେଶରେ ଜରୁରିକାଳୀନ ସ୍ଥିତି ଲାଗୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଥର ରାଷ୍ଟ୍ରପତି ହେବେ ଜିନ୍‌ପିଙ୍ଗ୍‌

ବେଜିଂ, ୯ା୧୧: ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ୍‌ ତୃତୀୟ ଥର ପାଇଁ ଶାସନ ମୁଖ୍ୟ ମନୋନୀତ ହେବାକୁ ଯାଉଛନ୍ତି। ଏଥିପାଇଁ ଚାଇନା କମ୍ୟୁନିଷ୍ଟ ପାର୍ଟି ପକ୍ଷରୁ...

ଜରୁରୀକାଳୀନ ପରିସ୍ଥିତି ଘୋଷଣା କଲା ଶ୍ରୀଲଙ୍କା

କଲମ୍ବୋ,୬।୫: ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ଶ୍ରୀଲଙ୍କା ଜରୁରୀକାଳୀନ ପରିସ୍ଥିତି ଲାଗୁ କରିଛି। ରାଷ୍ଟ୍ରପତି ଗୋଟାବାୟା ରାଜାପାକ୍ସେ ଶୁକ୍ରବାର ଏନେଇ ଘୋଷଣା କରିଛନ୍ତି। ଶୁକ୍ରବାର...

କାବୁଲ ଆତ୍ମଘାତୀ ବିସ୍ଫୋରଣ: ୪ ଯବାନ ଆହତ

କାବୁଲ,୧୮।୧୧: ଆଫଗାନିସ୍ତାନର କାବୁଲରେ ସୋମବାର ସକାଳେ ହୋଇଥିବା ବିସ୍ଫୋରଣରେ ୪ ଯବାନ ଆହତ ହୋଇଥିବା ସୂଚନା ମିଳିଛି। ମିଲିଟାରୀ ଟ୍ରେନିଂ ସେଣ୍ଟର ନିକଟରେ ଏହି ଆତ୍ମଘାତୀ...

ପୃଥିବୀର ୨୭ କୋଟିରୁ ଅଧିକ ଲୋକ ଭୋକିଲା ରହିବା ଆଶଙ୍କା, ଚିନ୍ତା ବ୍ୟକ୍ତ କଲେ ଜାତିସଂଘ ମହାସଚିବ…

ନ୍ୟୁୟର୍କ, ୧୯।୫ : ଜାତିସଂଘର ସେକ୍ରେଟେରୀ ଜେନେରାଲ ଆଣ୍ଟୋନିଓ ଗୁଟେରସ କହିଛନ୍ତି ଯେ ସାରା ବିଶ୍ୱରେ କ୍ଷୁଧା ସ୍ତର ଏକ ନୂତନ ସ୍ଥାନରେ ପହଞ୍ଚିଛି। ଏହା...

ଇମ୍ରାନଙ୍କ ତାଲିବାନ ପ୍ରେମ

ଇସଲାମାବାଦ,୧୭ ।୯: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ଶୁକ୍ରବାର ସାଂଘାଇ ସହଯୋଗ ସଙ୍ଗଠନ(ଏସ୍‌ସିଓ)ର ବୈଠକରେ ବି ତାଲିବାନ ସପକ୍ଷରେ କହିଛନ୍ତି । ସେ କହିଛନ୍ତି ସାରା...

ସୋଲେମାନୀଙ୍କ ଶେଷକୃତ୍ୟ ସମ୍ପନ୍ନ

ବାଗଦାଦ,୫।୧(ଏଏଫ୍‌ପି): କୁଦ୍‌ସ ବାହିନୀର କମାଣ୍ଡର ମେଜର ଜେନେରାଲ କାସିମ ସୋଲେମାନୀଙ୍କ ଶେଷକୃତ୍ୟ ଶନିବାର ସମ୍ପନ୍ନ ହୋଇଛି। ଏଥିରେ ହଜାର ହଜାର ଇରାକୀ ଯୋଗଦେଇ ‘ଆମେରିକା ମୁର୍ଦ୍ଦାବାଦ’...

ବାଜଓ୍ବାଙ୍କୁ ଝଟ୍‌କା: କାର୍ଯ୍ୟକାଳ ବୃଦ୍ଧିରେ ବାଧା ଦେଲେ ପାକିସ୍ତାନ ସୁପ୍ରିମ୍‌କୋର୍ଟ

ଇସଲାମାବାଦ୍‌,୨୬।୧୧: ପାକିସ୍ତାନ ସୈନ୍ୟ ବିଭାଗ ମୁଖ୍ୟ ଜେନେରାଲ କମର ଜାବେଦ୍‌ ବାଜଓ୍ବାଙ୍କୁ ମଙ୍ଗଳବାର ପାକିସ୍ତାନ ସୁପ୍ରିମ୍‌କୋର୍ଟ ରାୟ ନେଇ ବଡ଼ ଝଟ୍‌କା ଲାଗିଛି। ପ୍ରଧାନମନ୍ତ୍ରୀ ଇମ୍ରାନ୍‌...

କରୋନା ଯୋଗୁ ଭାଙ୍ଗିଯିବ ବିଶ୍ୱର ଆର୍ଥିକ ମେରୁଦଣ୍ଡ: ଜାତିସଂଘ

ଓ୍ବାଶିଂଟନ,୩୧।୩: କରୋନା ସଂକ୍ରମଣ ଏବେ ସାରା ବିଶ୍ୱପାଇଁ ଚିନ୍ତାର କାରଣ ପାଲଟି ଯାଇଛି। ଏବେ ସାରା ବିଶ୍ୱ କରୋନାକୁ ନେଇ ଏକ ପ୍ରକାର ଠପ୍‌ ହୋଇ...

Advertisement
Archives

Model This Week